ଗହୀରମଥାରୁ ୨ଟି ଟ୍ରଲର ଜବତ, ୧୯ ମସ୍ୟଜୀବୀ ଗିରଫ
ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ନିଷିଦ୍ଧ ଅଂଚଳରେ ବେଆଇନ ଭାବେ ମାଛ ମାରୁଥିବା ବେଳେ ବନ ବିଭାଗର ପାଟ୍ରୋଲିଂ ଟିମ୍ ୨ଟି ଟ୍ରଲର ଜବତ କରିବା ସହ ଏଥିରେ ଥିବା ୧୯ ଜଣ ମସ୍ୟଜୀବୀକୁ ଗିରଫ କରିଛି। ଏସିଏଫ ମାନସ…
ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ନିଷିଦ୍ଧ ଅଂଚଳରେ ବେଆଇନ ଭାବେ ମାଛ ମାରୁଥିବା ବେଳେ ବନ ବିଭାଗର ପାଟ୍ରୋଲିଂ ଟିମ୍ ୨ଟି ଟ୍ରଲର ଜବତ କରିବା ସହ ଏଥିରେ ଥିବା ୧୯ ଜଣ ମସ୍ୟଜୀବୀକୁ ଗିରଫ କରିଛି। ଏସିଏଫ ମାନସ…
କଟକ: ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ଫଳ । ମୋଟ ୭୨ ହଜାର ୪୧୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ, ଏଥିମଧ୍ୟରୁ ୪୮ ହଜାର ୧୫୩ କୃତକାର୍ଯ୍ୟ ହୋଇଛନ୍ତି । ମୋଟ ପାସହାର ୬୬.୫୦ ପ୍ରତିଶତ ରହିଛି । ରାଜ୍ୟର…
ଭୁବନେଶ୍ଵର : ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ। ଏ ନେଇ ସୂଚନା ଦେଇଛନ୍ତି କୋଷ୍ଟ ଗାର୍ଡ ଆଇଜି ଇକ୍ବାଲ ସିଂ ଚୌହ୍ବାନ୍। ଗୋପାଳପୁର ବନ୍ଦରରେ କୋଷ୍ଟ ଗାର୍ଡ ସିପ୍ ମୁତୟନ ହେବେ । ପାରାଦୀପ ବନ୍ଦରରେ କୋଷ୍ଟଗାର୍ଡ ସିପ୍…
ଭୁବନେଶ୍ଵର: ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ଦୁଇ ସଦସ୍ୟ ଗିରଫ। ବଡ ଲୁଟ୍ ପାଇଁ ଯୋଜନାବେଳେ କାବୁ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍। ବନ୍ଧୁକ କିଣିବାକୁ ଯାଇ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି କମିଶନରେଟ୍ ପୁଲିସ୍ । ଅଭିଯୁକ୍ତଙ୍କଠାରୁ ଗୋଟିଏ କାରବାଇନ୍…
ଭୁବନେଶ୍ବର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା କରାଯାଇଛି । ମୁଖ୍ୟମନ୍ତ୍ରୀ ଜୟଙ୍କୁ ସ୍ୱାଗତ କରିବା ସହ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଜୟ ନିଜ ମାଙ୍କ ସହ ରାଜ୍ୟ…
ପୁରୀ : ନୂଆପଡ଼ା ଉପନିର୍ବାଚନରେ ବିଜେପି ବିପୁଳ ସଂଖ୍ୟାରେ ଭୋଟ ହାତେଇଛି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ହାତେଇଛନ୍ତି ନୂଆପଡ଼ା ଗଡ । ତେବେ ବିଜୟ ହାସଲ ପରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସାନିଧ୍ୟ…
ଭୁବନେଶ୍ବର: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଏମର୍ଜେନ୍ସି ବିଭାଗରେ ପ୍ରାରମ୍ଭିକ ଚିକିତ୍ସା ପରେ ମେଡିକାଲ ଆଇସିୟୁରେ ତାଙ୍କ ଚିକିତ୍ସା ଜାରି ରହିଛି। ଇକ୍ମୋ ବିଶେଷଜ୍ଞ ଡା. ଶ୍ରୀକାନ୍ତ ବେହେରାଙ୍କ…
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ…
କୋରାପୁଟ: ବାରମ୍ବାର ବାରଣ କରାଯାଉଛି ତଥାପି ଗଳାବାଟ ଦେଇ ଅନୁପ୍ରବେଶ କରୁଛନ୍ତି ଆନ୍ଧ୍ର ଅଧିକାରୀ । ରାଜ୍ୟ ସରକାର ବିଭିନ୍ନ ଯୋଜନା ସାଙ୍ଗକୁ କୋଟିଆବାସୀ ଯେପରି ସରକାରଙ୍କ ସମସ୍ତ ସୁବିଧା ଓ ଯୋଜନାରୁ ବଞ୍ଚିତ ହେବେ ନାହିଁ ସେନେଇ ଜିଲ୍ଲା ପ୍ରଶାସନ…
ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ବିଜେପି (BJP) ମୁଖ୍ୟାଳୟରେ ଦଳୀୟ କର୍ମୀମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ ବିହାରର ଲୋକମାନେ କେବଳ ବିକାଶ ଏବଂ ସୁଶାସନକୁ ସମର୍ଥନ କରିନାହାଁନ୍ତି,…