ଦିଲ୍ଲୀ ବିସ୍ଫୋରଣ ନେଇ ଶାହଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ତାଙ୍କ ବାସଭବନରେ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଏନ୍ଏସ୍ଏ (ଜାତୀୟ ସୁରକ୍ଷା ଉପଦେଷ୍ଟା) ଅଜିତ ଡୋଭାଲ, ଆଇବି ମୁଖ୍ୟ ତପନ କୁମାର ଡେକା, ଏବଂ କେନ୍ଦ୍ର ଗୃ୍ହ ସଚିବ…
