ଜଳିଗଲା ଅଠରବାଙ୍କି ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ
ପାରାଦୀପ : ପାରାଦୀପ ଅଠରବାଙ୍କିରେ ଥିବା ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ ରେ ଅଗ୍ନିକାଣ୍ଡ। ମଟରସାଇକେଲ ପାର୍ଟସ ଗୋଦାମ ଘରେ ଲାଗିଥିଲା ନିଆଁ। ଦୁଇ ମହଲାରେ ଥିଲା ମୋଟର ସାଇକେଲ ଗୋଦାମ ଘର। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ…
