ପେରୁରେ ବସ୍ ଦୁର୍ଘଟଣାରେ ୩୭ ମୃତ, ୧୩ ଆହତ
ପେରୁ: ଦକ୍ଷିଣ ପେରୁରେ ବୁଧବାର ସକାଳେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଅନ୍ୟ ଏକ ଗାଡ଼ି ସହିତ ଧକ୍କା ହୋଇ ଗଭୀର ଘାଟିକୁ ଖସି ପଡ଼ିଛି । ଏହି ଦୁର୍ଘଟଣାରେ ଅତି କମରେ ୩୭ ଜଣଙ୍କର…
ପେରୁ: ଦକ୍ଷିଣ ପେରୁରେ ବୁଧବାର ସକାଳେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଅନ୍ୟ ଏକ ଗାଡ଼ି ସହିତ ଧକ୍କା ହୋଇ ଗଭୀର ଘାଟିକୁ ଖସି ପଡ଼ିଛି । ଏହି ଦୁର୍ଘଟଣାରେ ଅତି କମରେ ୩୭ ଜଣଙ୍କର…
ଭୁବନେଶ୍ଵର: ଭୁବନେଶ୍ଵର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ। ସହରର ଟ୍ରାଫିକ ସମସ୍ୟା ଦୂର ପାଇଁ ଦୁଇ ଥାକିଆ ରାସ୍ତା ନିର୍ମାଣ କରାଯିବ। ଏଜି ଛକ ଦେଇ ଏହି ରାସ୍ତା ଯିବ। ମାଟି ତଳେ ଏବଂ ମାଟି ଉପରେ ରାସ୍ତା ନିର୍ମାଣ…
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା ରହିଥିବାବେଳେ ସେମିଳିଗୁଡ଼ା ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ତାପମାତ୍ରା ୭.୧ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ଜି.…
ବରଗଡ : ଆସନ୍ତା ୨୦ ତାରିଖରୁ ବରଗଡ ଜିଲ୍ଲାରୁ ଖରିଫ୍ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତି ହୋଇଛି। ପ୍ରଥମ ପର୍ଯ୍ୟାୟରେ…
ଭୁବନେଶ୍ୱର: ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ…
ନୂଆଦିଲ୍ଲୀ/ଭୁବନେଶ୍ବର, : ସଂସଦରେ ଆଗତ ସମ୍ବିଧାନ ଅଧିନିୟମ (ସଂଶୋଧନ)-୨୦୨୫, ଜମ୍ମୁ ଓ କାଶ୍ମୀର ପୁନର୍ଗଠନ (ସଂଶୋଧନ) ଅଧିନିୟମ-୨୦୨୫, ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ଶାସନ (ସଂଶୋଧନ) ଅଧିନିୟମ-୨୦୨୫ ସମ୍ପର୍କରେ ଅନୁଧ୍ୟାନ ପାଇଁ ଗଠିତ ସଂସଦୀୟ ଯୁଗ୍ମ କମିଟିର ଅଧ୍ୟକ୍ଷା ମନୋନୀତ ହୋଇଛନ୍ତି ଭୁବନେଶ୍ବର…
କଟକ : ୮ ଲକ୍ଷ ୩୪ ହଜାର ଟଙ୍କା ଘୋଟଲାରେ ପାକସ ପୂର୍ବତନ ମୁଖ୍ୟ ଗିରଫ । ଗିରଫ କଲା ଓଡିଶା ଭିଜିଲାନ୍ସ। ବଲାଙ୍ଗୀର ପାଟଣାଗଡ଼ ପଣ୍ଡାମୁଣ୍ଡା ପାକସ ପୂର୍ବତନ ସମ୍ପାଦକ କୁଶଧ୍ୱଜ ସାହୁ। ପ୍ରାଥମିକ କୃଷି କୋଅପରେଟିଭ ସୋସାଇଟିରେ ଆର୍ଥିକ ଅନିୟମିତତା…
ବରଗଡ଼ : ସରିଲା କଂସ ଭୂମିକା ସମେତ ବିଭିନ୍ନ କଳାକାର ମାନଙ୍କ ଆବେଦନର ଯାଞ୍ଚ ପ୍ରକ୍ରିୟା। ବିଶ୍ଵର ସର୍ବବୃହତ ଖୋଳା ରଙ୍ଗମଞ୍ଚ ଭାବେ ପରିଚିତ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଆବେଦନ କରିଥିବା କଳାକାର ମାନଙ୍କ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି ।…
ରାଜନଗର : ବିଲ ମୁଣ୍ଡରେ ଜଗି ରହିଛି ବିରାଟକାୟ ବଉଳା କୁମ୍ଭୀର । ତିନିଦିନ ହେବ କୁମ୍ଭୀରଟି ବିଲ ମୁଣ୍ଡରେ ଶୋଇ ରହିଥିବାରୁ ବିଲକୁ ଯିବାକୁ ଭୟ କରୁଛନ୍ତି ଚାଷୀ । କେନ୍ଦ୍ରାପଡା ଜିଲ୍ଲା ରାଜନଗର ଅଞ୍ଚଳର ଗୋପାଳପୁର , କେରଡାଗଡର ମୁଖ୍ୟ…
କଳାହାଣ୍ଡି: ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ…