ସାମ୍ନାକୁ ଆସିଲା ଲାଲକିଲ୍ଲା ବିସ୍ଫୋରଣର ସିସିଟିଭି ଫୁଟେଜ, ବିସ୍ଫୋରଣ ପୂର୍ବରୁ ବିଭିନ୍ନ ଛକ ବୁଲିଥିଲା କାର୍

ନୂଆଦିଲ୍ଲୀ : ଦିଲ୍ଲୀର ଲାଲକିଲ୍ଲାରେ ହୋଇଥିବା ବିସ୍ଫୋରଣର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଯେଉଁଥିରେ ଲାଲକିଲ୍ଲା ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଭୟଙ୍କର ଦୃଶ୍ୟ କଏଦ ହୋଇଛି । ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ହୋଇଥିବା ବିସ୍ଫୋରଣରେ ୧୨ ଜଣଙ୍କର…

ଲାଲକିଲା ବିସ୍ଫୋରଣ ମାମଲା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ

ନୂଆଦିଲ୍ଲୀ : ଲାଲକିଲା ବିସ୍ଫୋରଣ ଘଟଣାରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମଙ୍ଗଳବାର ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ବିସ୍ଫୋରଣରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ ରାଶି ଘୋଷଣା କରାଯାଇଛି । ସ୍ଥାୟୀଭାବେ ଭିନ୍ନକ୍ଷମ ହୋଇଥିବା…

ଦିଲ୍ଲୀ ବ୍ଲାଷ୍ଟ: ଫରିଦାବାଦରୁ ଜବତ ହେଲା ‘ଲାଲ୍ କାର’

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନ ନିକଟରେ ନଭେମ୍ବର ୧୦ ତାରିଖରେ ହୋଇଥିବା ବିସ୍ଫୋରଣ ଘଟଣାର ଏକ ପ୍ରମୁଖ ସୁରାକ ପୋଲିସ ପାଇଛି। ପୋଲିସ ଫରିଦାବାଦରୁ ଏକ ଲାଲ ଫୋର୍ଡ ଇକୋସ୍ପୋର୍ଟ କାର (ନମ୍ବର DL10CK0458) ଉଦ୍ଧାର କରିଛି, ଯାହା ପାଇଁ…

ଜାନୁଆରୀ ୨୬ରେ ହୋଇଥିଲା ଦିଲ୍ଲୀ ବିସ୍ଫୋରଣ ଯୋଜନା

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା ବଡ଼ ତଥ୍ୟ । ଆତଙ୍କ ପାଇଁ ଜାନୁଆରୀ ମାସରୁ ଯୋଜନା ପ୍ରସ୍ତୁତ କରିଥିଲା ଆକ୍ରମଣକାରୀ । ଘଟଣାର ତଦନ୍ତ କରୁଥିବା ଜଣେ ଅଧିକାରୀଙ୍କ ସୂଚନା ମୁତାବକ, ଯୋଜନାବଦ୍ଧ ଆକ୍ରମଣ ପାଇଁ ଜାନୁଆଣୀ ୨୬ରେ ବିଦ୍ଧିବଦ୍ଧ…

ରାଜ୍ୟସ୍ତରୀୟ ‘ସୁରଭି-୨୦୨୫’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ସ୍ଥିତ କ୍ୟାପିଟାଲ ହାଇସ୍କୁଲଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ସୁରଭି…

ନୂଆପଡ଼ା ଉପନିର୍ବାଚନ: ୧୪ ତାରିଖ ସକାଳ ସାଢ଼େ ୮ରୁ ଇଭିଏମ କାଉଣ୍ଟିଂ

ଭୁବନେଶ୍ବର: ନଭେମ୍ବର ୧୪ରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ଭୋଟ୍ ଗଣତି । ଏଥିପାଇଁ ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଓ ସାଢେ ୮ଟା ର ଆରମ୍ଭ ହେବ ଇଭିଏମ…

ନୂଆପଡ଼ାରେ ଐତିହାସିକ ୮୩.୪୫% ମତଦାନ

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ ଥର ଐତିହାସିକ ଭାବେ ୮୩.୪୫% ଭୋଟିଂ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ସୂତ୍ରରୁ ସୂଚନା ମିଳିଛି। ସିଇଓ କହିଛନ୍ତି ଯେ, ମତଦାନରେ ଏହି ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ ନୂଆପଡାବାସୀଙ୍କ ଗଣତନ୍ତ୍ର…

ମହାନଦୀରେ ନୌକା ଦୌଡ ପ୍ରତିଯୋଗିତା

କଟକ: ମହାନଦୀର ଶାନ୍ତ ଜଳରାଶିରେ ଦୁଇ ଦିନିଆ ନୌକା ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହାନଦୀ ନୌକା ଦୌଡ଼ ପ୍ରତିଯୋଗିତା ୨୦୨୫କୁ ଶୁଭାରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଦ୍ୱାରା କଟକ ଜିଲ୍ଲା ପ୍ରଶାସନ ସହିତ…

ଡିସେମ୍ବର ୧୭ରେ ଓଟିଇଟି

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ଡିସେମ୍ବର ୧୭ରେ ଅନୁଷ୍ଠିତ ହେବ। ସେହି ଦିନ ୨ଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ। ପୂର୍ବାହ୍ଣ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଓ…

ଭୁବନେଶ୍ୱରରେ ହାଇଆଲର୍ଟ: ରେଲୱେ ଷ୍ଟେସନ, ବସ ଷ୍ଟାଣ୍ଡରେ ଚେକିଂ

ଭୁବନେଶ୍ୱର : ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ରାଜଧାନୀ ଭୁବନେଶ୍ୱର । ନୟାପଲ୍ଲୀ, ଇନ୍ଫୋଭେଲୀ, ଭରତପୁର , କ୍ୟାପିଟାଲ ଆଦି ବିଭିନ୍ନ ଥାନା ଅଂଚଳରେ ପାଟ୍ରୋଲିଙ୍ଗ କଡାକଡି କରାଯାଇଛି । ସେହିଭଳି ବିଭିନ୍ନ ଅଞ୍ଚଳରେ ନାକା ଲଗାଯାଇ ଗାଡ଼ି ମୋଟର ଚେକିଂ କରାଯାଉଛି…