ଦିଲ୍ଲୀ ବିସ୍ଫୋରଣ ଘଟଣା ନେଇ ଗୁଇନ୍ଦା ମୁଖ୍ୟଙ୍କ ସହ କଥା ହେଲେ ଶାହ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ଘଟଣା ବିଷୟରେ ଆଇବି(ଗୁଇନ୍ଦା ବ୍ୟୁରୋ) ମୁଖ୍ୟ ତପନ ଡେକାଙ୍କ ସହିତ ଆଲୋଚନା କରିଛନ୍ତି। ଅନ୍ୟପଟେ ଘଟଣାରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ରହିଛି କି ନାହିଁ ତାହା…

ଦିଲ୍ଲୀ ପାଇଁ ପ୍ରାର୍ଥୀ ଘୋଷଣା କଲେ ତିନି ଦଳ

ନୂଆଦିଲ୍ଲୀ: ଦିଲ୍ଲୀ ମହାନଗର ନିଗମ (MCD) ର ୧୨ଟି ୱାର୍ଡରେ ଉପନିର୍ବାଚନ ଅନୁଷ୍ଠିତ ହେବ । ନଭେମ୍ବର ୩୦ ତାରିଖ ସକାଳ ୭:୩୦ ରୁ ସନ୍ଧ୍ୟା ୫:୩୦ ପର୍ଯ୍ୟନ୍ତ ମତଦାନ ହେବ ।  ଡିସେମ୍ବର ୩ ତାରିଖରେ ଫଳାଫଳ ଘୋଷଣା କରାଯିବ…

‘ୟୁପିର ସମସ୍ତ ସ୍କୁଲରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ କରାଯିବ’

ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ଼ ଘୋଷଣା । ରାଜ୍ୟର ସ୍କୁଲଗୁଡ଼ିକରେ “ବନ୍ଦେ ମାତରମ୍” ବାଧ୍ୟତାମୂଳକ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୋରଖପୁରରେ ଏକ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ରାଜ୍ୟର…

ରାସ୍ତାକଡ଼ରେ ଠିଆ ହୋଇଥିବା ଲୋକଙ୍କୁ ଦଳି ଦେଲା ସ୍କର୍ପିଓ, ୪ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରିୱା ଜିଲ୍ଲାର ଗଢ ଥାନା ସ୍ଥିତ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ଯୋଗୁଁ ଏକ ସ୍କର୍ପିଓ କାର୍ ରାସ୍ତାକଡ଼ରେ ଛିଡା ହୋଇଥିବା ଅନେକ ଲୋକଙ୍କୁ ଧକ୍କା ଦେବା ପରେ ବିଜୁଳି ଖୁଣ୍ଟରେ ଧକ୍କା ହୋଇଥିଲା ।…

ହରିଆନାର ଫରିଦାବାଦରୁ ୩୦୦ କେଜି RDX ଜବତ, ୨ ଡାକ୍ତର ଗିରଫ  

ନୂଆଦିଲ୍ଲୀ: ହରିଆନାର ଫରିଦାବାଦରୁ ୩୦୦ କେଜି RDX ଜବତ। ଜାମ୍ମୁକାଶ୍ମୀର ପୋଲିସ ଓ ହରିଆନା ପୋଲିସ ମିଳିତ ଭାବେ ଏଠାରେ ଚଢ଼ଉ କରି ୩୦୦ କେଜି RDX ସାଙ୍ଗକୁ ୨ଟି ଏକେ-୪୭ ବନ୍ଧୁକ ଓ ବିପୁଳ ଗୁଳିଗୋଳା ଜବତ କରିଛନ୍ତି। ମାମଲାରେ ଜଣେ…

ଘର ଛାତ ଭୁଶୁଡ଼ି, ୫ ମୃତ

ପାଟନା : ବିହାର ରାଜଧାନୀ ପାଟନାରେ ବଡ଼ ଅଘଟଣ । ପାଟନାରେ ଏକ ବିଲିଡିଂର ଛାତ ଭୁଶୁଡିବା ଯୋଗୁଁ ୫ ଜଣଙ୍କ ମୃତ୍ୟୁ ହୋଇଛି । ରାତିରେ ଶୋଇଥିବା ବେଳେ ଛାତ ଗଳିପଡିଥିଲା । ସମସ୍ତ ମୃତକ ଗୋଟିଏ ପରିବାରର ରହିଥିଲେ ।…

ଆରଏସ୍‌ଏସ୍‌ର ଆଇନଗତ ବୈଧତା ରହିଛି: ମୋହନ ଭାଗବତ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ (ଆରଏସ୍‌ଏସ୍‌) ଏକ ପଞ୍ଜିକୃତ ସଂଗଠନ ନୁହେଁ। କାରଣ ଏହା ସରକାରଙ୍କ କୌଣସି ଆଇନ ଅନୁଯାୟୀ ପଞ୍ଜୀକରଣ ହୋଇ ନାହିଁ। ପଞ୍ଜୀକରଣ ହୋଇ ନଥିବା ସତ୍ତ୍ବେ ଏହାର ଆଇନଗତ ବୈଧତା ରହିଛି ବୋଲି ଆରଏସ୍‌ଏସ୍ ମୁଖ୍ୟ ମୋହନ…

ସରିଲା ଦ୍ବିତୀୟ ପର୍ଯ୍ୟାୟ ପ୍ରଚାର: ମଙ୍ଗଳବାର ଭୋଟ

ପାଟନା: ବିହାରର ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ରବିବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଦ୍ବିତୀୟ ପର୍ଯ୍ୟାୟରେ ରାଜ୍ୟର ୨୦ଟି ଜିଲାର ୧୨୨ଟି ଆସନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ ହେବ। ନଭେମ୍ବର ୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ…

ମୁନିର ପାକିସ୍ତାନ ସୈନ୍ୟ ବାହିନୀରେ ହେବେ ପ୍ରଥମ ସିଡିଏଫ୍‌

ଇସଲାମାବାଦ: ପାକିସ୍ତାନ ସରକାର ପାର୍ଲାମେଣ୍ଟରେ ୨୭ତମ ସମ୍ବିଧାନ ସଂଶୋଧନ ବିଲ୍ ଆଗତ କରିଛନ୍ତି। ଶନିବାର ପାର୍ଲାମେଣ୍ଟରେ ଆଗତ ହୋଇଥିବା ଏହି ବିଲ୍‌ ଦ୍ବାରା ପାକିସ୍ତାନ ସମ୍ବିଧାନର ଧାରା ୨୪୩ରେ ପରିବର୍ତ୍ତନ କରାଯିବ। ଧାରା ୨୪୩ରେ ପାକିସ୍ତାନ ସୈନ୍ୟ ବାହିନୀର ଗଠନ ପ୍ରକ୍ରିୟା…

ଲାଲ୍‌କିଲ୍ଲା ନିକଟରେ ବିସ୍ଫୋରଣ, ୧୩ ମୃତ

ନୂଆଦିଲ୍ଲୀ: ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ବିସ୍ଫୋରଣ ଘଟିଛି। ଏଥିରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି| ଏକ କାରରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଦିଲ୍ଲୀ ପୁଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ବିସ୍ଫୋରଣ ଭୟଙ୍କର ଥିବା…