୧୩ରେ ବାଲେଶ୍ଵର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ
ବାଲେଶ୍ଵର : ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ…
ବାଲେଶ୍ଵର : ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ…
ପୋଲସରା :ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଟୋଇକୁ ଧକ୍କା ଦେଲା ବାଇକ, ଦୁଇ ମୃତ । ମୃତକ ମିଟୁ ପରିଡା ଓ କାଶୀନାଥ ସେଠୀ ବୋଲି ଜଣାପଡିଛି । ରାଣୀପଡାର ମିଟୁ ପରିଡା ମଞ୍ଚ…
ନୂଆପଡ଼ା : ସରିଲା ନୂଆପଡ଼ା ଉପନିର୍ବାଚନର ପ୍ରଚାର। ଦିନକ ପରେ ଭୋଟ୍ ଦେବେ ନୂଆପଡ଼ାବାସୀ । ବାଛିବେ ନିଜର ନୂଆ ବିଧାୟକ । ଏହି ଉପନିର୍ବାଚନରେ ତିନି ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଘମାଘୋଟ ପ୍ରଚାର ହୋଇଥିଲା । ଗୋଟିଏ ଉପନିର୍ବାଚନରେ ଏପରି…
କେନ୍ଦ୍ରାପଡ଼ା: ସାମୁଦ୍ରିକ ଅଭୟାରଣ୍ୟ ଗହିରମଥାରୁ ବେଆଇନ ମାଛ ଧରୁଥିବା ବେଳେ ଟ୍ରଲର ଜବତ କରାଯିବା ସହ ୯ ଜଣ ମତ୍ସ୍ୟଜୀବୀଙ୍କୁ ଗିରଫ କରିଛି ବନ ବିଭାଗ । ଅଭୟାରଣ୍ୟର ୧୦ କିଲୋମିଟର ଦୂରରେ ଥିବା ଡେଜ୍ ନାମକ ଏକ ଟ୍ରଲରକୁ ଜବତ କରାଯାଇଛି…
ଭୁବନେଶ୍ବର: ଭଦ୍ରକ ଜିଲ୍ଲା ମେରାଇନ ଥାନା ଧାମରାରେ ଏଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍ । ଭଦ୍ରକ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏହି ଡ୍ରୋନ୍ ସାମୁଦ୍ରିକ ଥାନାକୁ ଯୋଗାଇ ଦିଆଯାଇଛି । ୧୫ କିଲୋମିଟର ରେଡିଅସରେ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଏହି ଡ୍ରୋନ୍…
ଭୁବନେଶ୍ବର: ଆସନ୍ତା ୧୦ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ…
ନୂଆପଡା: ନୂଆପଡା ଉପନିର୍ବାଚନ ପ୍ରଚାର ସରିବା ପୂର୍ବରୁ ବିଜେପି ସଭାପତି ମନମୋହନ ସାମଲ ବଡ ସୂଚନା ଦେଇଛନ୍ତି। ସେ ଏକ ପ୍ରେସମିଟ୍ରେ କହିଛନ୍ତି ନୂଆପଡାରେ ମେଡିକାଲ କଲେଜ କରିବାକୁ ଦଳ ନିଷ୍ପତ୍ତି ନେଇଛି। ନୂଆପଡାକୁ ଏକ ନଂ ଜିଲ୍ଲା ଓ ନିର୍ବାଚନ…
ଭୁବନେଶ୍ବର: ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ । ପ୍ରଥମ ଥର ପାଇଁ ରାତିରେ ଗୋତମା ଏୟାରଷ୍ଟ୍ରିପରେ ଅବତରଣ କରିଛି ବାୟୁସେନାର ବିମାନ । ନୂଆପଡ଼ା ଉପନିର୍ବାଚନରେ ସାମିଲ ପୋଲିଂ ପାର୍ଟିଗୁଡ଼ିକୁ ସହାୟତା କରିବ ଏହି ବିମାନ । ସୁନାବେଡା…
କଟକ : କଟକରେ ଆପାର୍ଟମେଣ୍ଟ ଭୁଷୁଡିବା ଘଟଣାରେ ତନାଘନା । ଏତେ ବଡ଼ ଦୁର୍ଘଟଣା ପାଇଁ ଦାୟୀ କିଏ ଚାଲିଛି ତନାଘନା। ସେପଟେ କଟକ ସହରରେ ଥିବା ଅସୁରକ୍ଷିତ କୋଠାର ଯାଂଚ ପାଇଁ ଏକ ସ୍ବତନ୍ତ୍ର ଟିମ୍ ମଧ୍ୟ ଗଠନ ହୋଇଛି ।…
ଭୁବନେଶ୍ବର: ଶିକ୍ଷକଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ବସ୍ତି । TET ଡେଡ୍ ଲାଇନ୍ ପୂର୍ବରୁ ପାସ୍ କରିଥିଲେ ଯିବ ନାହିଁ ଚାକିରି । କୋର୍ଟ କହିଛନ୍ତି, TET ପାସ୍ କରିବା ପାଇଁ RTE ଆଇନ ଅନୁଯାୟୀ ବର୍ଦ୍ଧିତ ସମୟ ସୀମା ୨୦୧୯ ମାର୍ଚ୍ଚ ୩୧…