ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ମାମଲା: ୪ଟି ସ୍ଥାନରେ ଚଢ଼ାଉ, ୮୪ ଲକ୍ଷ ଟଙ୍କା ଜବତ

ଭୁବନେଶ୍ବର: ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ମାମଲାରେ ଇଡିର ଚଢ଼ଉ । ମାଲିକ ପ୍ରଦୀପଙ୍କ ଘରୁ ମିଳିଲା ନଗଦ ୮୪ ଲକ୍ଷ । ମନି ଲଣ୍ଡରିଂ ନିବାରଣ ଆଇନ୍ ୨୦୦୨ (ପିଏମ୍ଏଲଏ) ଅନୁସାରେ ବ୍ରହ୍ମପୁରର ୪ ଟି ସ୍ଥାନରେ ଚଢ଼ଉ କରାଯାଇଛି । ଚଢ଼ଉ…

କେନାଲକୁ ଖସିଲା ବାଇକ, ଯୁବକ ମୃତ

କଣ୍ଟାବାଞ୍ଜି: କେତେବେଳେ କାହା ଜୀବନରେ ଖରାପ ସମୟ ଆସି ପହଞ୍ଚେ ସେ ବିଷୟରେ କେହି ଆଗରୁ ଜାଣି ନଥାନ୍ତି । ଦୁର୍ଘଟଣା ଘଟିଗଲା ପରେ ବି ସହଜରେ ବିଶ୍ୱାସ କରିହୁଏ ନାହିଁ । ଚାହୁଁ ଚାହୁଁ କ୍ଷଣିକ ଭିତରେ ସବୁ କିଛି ଓଲଟ…

ଅଷ୍ଟ୍ରେଲିଆ ବିପକ୍ଷ ଶେଷ ଟି-୨୦ ବାତିଲ: ସିରିଜ କବଜା କଲା ଭାରତ

ଅଷ୍ଟ୍ରେଲିଆ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ କବଜା କରିଛି ଭାରତ। ଶେଷ ମ୍ୟାଚଟି ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଥିବାବେଳେ ଟିମ ଇଣ୍ଡିଆ ୨-୧ରେ ଶୃଙ୍ଖଳା ହାତେଇଛି। ଶନିବାର ଅନୁଷ୍ଠିତ ଶେଷ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟି କରି ୪.୫…

ବିହାରରେ ମୋଦୀଙ୍କ ଜୋରଦାର ପ୍ରଚାର

ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଜୋରଦାର ପ୍ରଚାର ହେଉଛି । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୧ ତାରିଖରେ ହେବ, ଯାହାକି ଶେଷ ପର୍ଯ୍ୟାୟ ମତଦାନ ହେବ…

ଦରଦାମ ନିୟନ୍ତ୍ରଣ କରିବାକୁ ମଲ୍‌ଟିପ୍ଲେକ୍ସ ମାଲିକଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ସମୟ ବାହାର କରି ସିନେମା ଦେଖିବା ପାଇଁ ପରିବାର ସହିତ ମଲ୍‌ଟିପ୍ଲେକ୍ସକୁ ଯାଉଥିବା ଲୋକଙ୍କ ଉପରେ ହେଉଥିବା ଶୋଷଣକୁ ସୁପ୍ରିମକୋର୍ଟ ସମାଲୋଚନା କରିଛନ୍ତି। ଏହି ପ୍ରସଙ୍ଗ ଉପରେ ସୁପ୍ରିମକୋର୍ଟ ବିଚାରପତି ବିକ୍ରମ ନାଥ ଓ ବିଚାରପତି…

ତୁର୍କୀରେ ପରଫ୍ୟୁମ ଡିପୋରେ ନିଆଁ ଲାଗି ୬ ମୃତ

ଇସ୍ତାନବୁଲ : ଉତ୍ତର-ପଶ୍ଚିମ ତୁର୍କୀରେ ଏକ ପରଫ୍ୟୁମ ଡିପୋରେ ଭୟଙ୍କର ନିଆଁ ଲାଗିଛି । ଏଥିପାଇଁ ୬ ଜଣ ଲୋକଙ୍କ ଜୀବନ ଚାଲିଯାଇଛି । ଘଟଣାରେ ଜଣେ ଆହତ ହୋଇଛନ୍ତି । ଘଟଣା ବିଷୟରେ ଖବର ମିଳିବା ପରେ ଅଗ୍ନିଶମ ଟିମର ଅଧିକାରୀ…

ଡିସେମ୍ବର ୧ରୁ ୧୯ ତାରିଖ ଯାଏଁ ଚାଲିବ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ : ଡିସେମ୍ବର ୧ ତାରିଖରୁ ସଂସଦର ଶୀତ ଅଧିବେଶନ । ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜ୍ଜୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ରାଷ୍ଟ୍ରପତି ଦ୍ରୌପଦୀ…

ସେନା ଗୁଳିରେ ୨ ଆତଙ୍କୀ ନିହତ

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀରର କୁପୱାଡାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର । ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ । ଏହାପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି । ରିପୋର୍ଟ ଅନୁଯାୟୀ, କୁପୱାଡ଼ାର କେରନ ସେକ୍ଟରରେ…

ଦିଲ୍ଲୀରେ ଅଗ୍ନିକାଣ୍ଡ: ଜଳିଗଲା ଅନେକ ଘର

ନୂଆଦିଲ୍ଲୀ: ଶୁକ୍ରବାର ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ରିଥାଲା ମେଟ୍ରୋ ଷ୍ଟେସନ ନିକଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଦିଲ୍ଲୀ ଅଗ୍ନିଶମ ସେବା (DFS) ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି । DFS କହିଛି ଯେ ରାତି…

ରୁଷ ମିଲିଟାରୀରେ ନିଯୁକ୍ତ ୪୪ ଭାରତୀୟ, ତୁରନ୍ତ ମୁକ୍ତ କରିବାକୁ ଭାରତର ଦାବି

ନୂଆଦିଲ୍ଲୀ: ରୁଷ ସେନାରେ ୪୪ ଭାରତୀୟ । ସେମାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ରୁଷ ନିକଟରେ ଭାରତ ଦାବି ଦୋହରାଇଛି  ।  ଏହା  କହିଛନ୍ତି ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ । ରୁଷ ସେନାରେ ନିଯୁକ୍ତ ଭାରତୀୟଙ୍କ ସଂପର୍କରେ ମସ୍କୋ କର୍ତ୍ତୃପକ୍ଷଙ୍କ…