କୋଣାର୍କ ନାଟ୍ୟ ମଣ୍ଡପ ଉପରକୁ ପର୍ଯ୍ୟଟକଙ୍କୁ ଚଢିବା ମନା
ଗୋପ : ଏଣିକି କୋଣାର୍କ ସୂର୍ଯ୍ୟ ମନ୍ଦିର ନାଟମଣ୍ଡପରେ ପର୍ଯ୍ୟଟକଙ୍କ ଚଢ଼ିବା ଉପରେ ଭାରତୀୟ ପ୍ରତ୍ନତତ୍ତ୍ଵ କର୍ତ୍ତୃପକ୍ଷ (ଏଏସ୍ଆଇ) କଟକଣା ଜାରି କରିଛି । ବିଶ୍ଵ ଐତିହ୍ୟ ସୂର୍ଯ୍ୟମନ୍ଦିର ନିୟମିତ ଭାବେ ଦୁର୍ଘଟଣା ଘଟୁଥିବାକୁ ଦୃଷ୍ଟିରେ ଏପରି ନିୟମ କରାଯାଇଛି । ଏହି…
