ପୃଥିବୀକୁ ୧୫୦ ଥର ଧ୍ବଂସ କରିପାରିବ ଆମେରିକା: ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବୟାନକୁ ନେଇ ସାରା ବିଶ୍ବରେ ହଇଚଇ ସୃଷ୍ଟି ହୋଇଛି । ସେ କହିଛନ୍ତି ଯେ ଆମେରିକା ପାଖରେ ଏତେ ପରମାଣୁ ଅସ୍ତ୍ର ଅଛି ଯେ ତାହା ବିଶ୍ବକୁ ୧୫୦ ଥର ଧ୍ବଂସ କରିଦେବ ।…
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବୟାନକୁ ନେଇ ସାରା ବିଶ୍ବରେ ହଇଚଇ ସୃଷ୍ଟି ହୋଇଛି । ସେ କହିଛନ୍ତି ଯେ ଆମେରିକା ପାଖରେ ଏତେ ପରମାଣୁ ଅସ୍ତ୍ର ଅଛି ଯେ ତାହା ବିଶ୍ବକୁ ୧୫୦ ଥର ଧ୍ବଂସ କରିଦେବ ।…
ଜାକର୍ତ୍ତା: ଶୁକ୍ରବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ସ୍କୁଲ ଭିତରେ ଏକ ବିସ୍ଫୋରଣ ଘଟିଛି। ଏକ ମସଜିଦ କ୍ୟାମ୍ପସ ମଧ୍ୟରେ ଥିବା ଏକ ସ୍କୁଲରେ ଶୁକ୍ରବାର ପ୍ରାର୍ଥନା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ଏହି ଘଟଣାରେ ଆହତଙ୍କ ସଂଖ୍ୟା ୫୪ ବୋଲି…
ନୂଆପଡ଼ା: ନୂଆପଡ଼ାରେ ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ ନବୀନ ପଟ୍ଟନାୟକଙ୍କୁ କଡ଼ା ଭାଷାରେ ସମାଲୋଚନା କରିବା ସହ ବେଇମାନ୍ ଓ ପ୍ରାର୍ଥୀ ଚୋରିକୁ ନେଇ ଟାର୍ଗେଟ କରିଛନ୍ତି। ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ…
ନୂଆଦିଲ୍ଲୀ: ଚଳନ୍ତା ଟ୍ରେନରେ ଜଣେ ସୈନିକଙ୍କ ହତ୍ୟା ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି ଜାତୀୟ ମାନବାଧିକାର କମିଶନ। ଅଭିଯୁକ୍ତ ରେଳ କର୍ମଚାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ସୈନିକଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରିବାକୁ ମାନବାଧିକାର କମିଶନ…
ଭୁବନେଶ୍ବର: ନୂଆପଡା ଉପ-ନିର୍ବାଚନରେ ସ୍ୱଚ୍ଛତା ବଜାୟ ରଖିବା ଏବଂ ମତଦାତାମାନଙ୍କ ପାଇଁ ମୁକ୍ତ, ଅବାଧ ଓ ଶାନ୍ତିପୂର୍ଣ୍ଣ ପରିବେଶ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶୁକ୍ରବାର ନିର୍ଦେଶାବଳୀ ଜାରି କରିଛନ୍ତି। ମତଦାନ ଶେଷ ହେବାର ୪୮ ଘଣ୍ଟା…
କୋରାପୁଟ: ବାରହା ଶିକାର ପାଇଁ ବିଛାଯାଇଥିବା ଫାଶରେ ପଡ଼ି ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି। ଫାଶରେ ବିଦ୍ୟୁତ ସଂଯୋଗ ହୋଇଥିବାରୁ ଯୁବକଦ୍ଵୟ ତାହା ସଂଶ୍ପର୍ସରେ ଆସି ପ୍ରାଣ ହରାଇଛନ୍ତି। କୋରାପୁଟ ଜିଲା ପିପଳପଦର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁପାଇ ପାହାଡ଼ରେ ଏହି ଅଭାବନୀୟ…
ବ୍ରହ୍ମପୁର : ଅଡୁଆରେ ବ୍ରହ୍ମପୁର ଏସପି । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମାଲରେ ଦେଇଥିବା ମନ୍ତବ୍ୟ ମହଙ୍ଗା ପଡ଼ିଛି । ନିର୍ବାଚନ ମାମଲାରେ ମନ୍ତବ୍ୟ ଦେଇଥିବାରୁ ବ୍ରହ୍ମପୁର ଏସ୍.ପି.ଙ୍କ ଠାରୁ ଶପଥ ପାଠ ତଲବ କଲେ ହାଇକୋର୍ଟ । ବ୍ୟକ୍ତିଗତ ହାଜର…
ଭୁବନେଶ୍ୱର: ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ‘ବେନ୍ଦ ମାତରମ୍’ ସଙ୍ଗୀତ ଗାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ…
ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଡିଜିଟାଲ ଆରେଷ୍ଟ କରି ଦେଢ କୋଟି ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସାଇବର ଠକମାନେ ଡିଜିଟାଲ ଆରେଷ୍ଟ କରି ଜଣେ ବରିଷ୍ଠ ନାଗରିକଙ୍କ ଠାରୁ ଏହି ଅର୍ଥ ଲୁଟି ଥିବା ସାଇବାର ଥାନାରେ…
ଭୁବନେଶ୍ବର: ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍ଏସ୍ସି) ଦ୍ବାରା ପରିଚାଳିତ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପ୍ରକ୍ରିୟାରେ ଟିଜିଟି ସଂସ୍କୃତ ପଦବୀ ପାଇଁ ମେଧା ତାଲିକା ପ୍ରକାଶ ପାଉନି। ସଂସ୍କୃତ ବ୍ୟତୀତ ଅନ୍ୟ ଟିଜିଟି ପଦବୀ ପାଇଁ ମେଧା ତାଲିକା…