ନୂଆପଡ଼ାରେ ଜୟଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ କୋମନାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ଅବସରରେ ସେ ଏକ ରୋଡ୍ ସୋ’ କରିଛନ୍ତି। ରୋଡ୍…
