ପିଟି ପିଟି ମହିଳାଙ୍କୁ ହତ୍ୟା ଅଭିଯୋଗ

ବାରଙ୍ଗ: ରାଜଧାନୀରେ ଚାଞ୍ଚଲ୍ୟ । ମହିଳାଙ୍କୁ ମାଡ଼ ମାରି ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର ଲୋକ । ସେପଟେ ଫେରାର ହୋଇଯାଇଛନ୍ତି ଶାଶୁଘର ଲୋକେ । ଝିଅ ମୃତ୍ୟୁକୁ ସହଜରେ ଗ୍ରହଣ କରି ପାରୁ ନାହାନ୍ତି ପରିବାର । ନ୍ୟାୟ ପାଇଁ…

ବ୍ୟବସାୟୀଙ୍କ କାର ଅଟକାଇ ଲୁଟି ନେଲେ ଲକ୍ଷାଧିକ ଟଙ୍କା

ଜୟପୁର: ବ୍ରିଜ ଉପରେ ଫିଲ୍ମ ଷ୍ଟାଇଲରେ ଲୁଟ । ବ୍ୟବସାୟୀଙ୍କ କାର ଅଟକାଇ ଲକ୍ଷାଧିକ ଟଙ୍କା ଲୁଟିନେଲେ । କ୍ୟାମେରାରେ କଏଦ ହେଲା ଲୁଟ ବେଳର ଚିତ୍ର । ଜୟପୁର କୋଟପାଡ଼ର ଜଣେ ବ୍ୟବସାୟୀଙ୍କ ଠାରୁ ଟଙ୍କା ଲୁଟ୍ । କୋଟପାଡ଼ କୁନ୍ଦୁରା…

ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ

ସୁବର୍ଣ୍ଣପୁର: ହୁ ହୁ ହୋଇ ଜଳିଗଲା ଟ୍ରକ । ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା- ବୀରମହାରାଜପୁର ରାସ୍ତା ଜଟେସିଂହା ହରିହରଯୋର ସେତୁ ନିକଟରେ ଘଟିଛି ଅଘଟଣ । ଇଣ୍ଡିଆନ୍ ଗ୍ୟାସ୍ ବୋଝେଇ ଟ୍ରକଟି ଡିପୋରୁ ମାଲ…

ଅନଲାଇନ ପେମେଣ୍ଟକୁ ନେଇ ଗଣ୍ଡଗୋଳ, ଦୋକାନୀଙ୍କୁ ଆକ୍ରମଣ କଲା ଗ୍ରାହକ

ଭୁବନେଶ୍ୱର : ରାଜଧାନୀରେ ବୁଲିଲା ଖଣ୍ଡା । ଗ୍ରାହକ ଖଣ୍ଡା ଚୋଟରେ ଦୋକାନୀ ଆହାତ। ବଡଗଡ ଥାନା ଟଙ୍କପାଣି ରୋଡ଼ ଚିଲି ପୋଖରୀ ପାଖରେ ଘଟିଛି ଘଟଣା । ଅନଲାନରେ ପେମେଣ୍ଟକୁ ନେଇ ଗଣ୍ଡୋଗୋଳ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ଦୋକାନୀଙ୍କୁ…

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ପଞ୍ଚକ ବ୍ରତ, ଠିଆକିଆ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ : ଶ୍ରୀକ୍ଷେତ୍ରରେ ଆଜିଠୁ ଆରମ୍ଭ ହେଲା ପଞ୍ଚକ ବ୍ରତ । ଚଳିତବର୍ଷ ପଞ୍ଚକ ବ୍ରତ ୫ଦିନ ପରିବର୍ତ୍ତେ ୪ଦିନ ଅନୁଷ୍ଠିତ ହେବ । ଏଥିପାଇଁ ମହାପ୍ରଭୁଙ୍କ ବାଙ୍କଚୂଡ ବେଶକୁ ବାଦ୍ ଦେଇ ଅନ୍ୟ ୪ ବେଶ ଅନୁଷ୍ଠିତ ହେବ । ପଞ୍ଚକର…

ଲାଇନ୍ ପାର୍ ହେବା ବେଳେ ଧକ୍କା ଦେଲା ଟ୍ରେନ, ଦନ୍ତା ମୃତ

ମୟୂରଭଞ୍ଜ: ଟ୍ରେନ ଧକ୍କାରେ ହାତୀ ମୃତ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଆଗ୍ରିଆ ଠାରେ ହାତୀକୁ ଧକ୍କା ଦେଲା ଟ୍ରେନ । ଭୁବନେଶ୍ୱର ଠାରୁ ବାଙ୍ଗିରିପୋଷି ଫେରୁଥିବା ସୁପର ଫାଷ୍ଟ ଟ୍ରେନ ଧକ୍କାରେ ଘଟିଛି ଅଘଟଣ । ରାତି ପ୍ରାୟ ୧୧…

ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ବଜିରପୁର ଶିଳ୍ପାଞ୍ଚଳରେ ଶନିବାର ଏକ ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀର ୯ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ବିହାର ଥାନା ଅଞ୍ଚଳରେ ଥିବା ଏହି କାରଖାନାରେ ଷ୍ଟିଲ୍ ଆଲୁମିନିୟମ୍ ବାସନ…

ଧର୍ମେନ୍ଦ୍ର ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଦେଓଲ ଅସୁସ୍ଥ ହୋଇପଡିଛନ୍ତି। ଗତ ରାତିରେ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁସାରେ ଧର୍ମେନ୍ଦ୍ରଙ୍କୁ ନିଶ୍ବାସ ନେବାରେ ଅସୁବିଧା ହେବାରୁ ଆଇସିୟୁରେ ଭର୍ତ୍ତି…

ରାଷ୍ଟ୍ରପତି ନିର୍ବାଚନକୁ ବିରୋଧ: ତାଞ୍ଜାନିଆରେ ହିଂସା, ୭୦୦ ମୃତ

ଡୋଡୋମା: ରାଷ୍ଟ୍ରପତି ନିର୍ବାଚନରେ ଦେଖାଦେଇଥିବା ଅନିୟମିତତାକୁ କେନ୍ଦ୍ରକରି ଆଫ୍ରିକୀୟ ରାଷ୍ଟ୍ର ତାଞ୍ଜାନିଆରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶିତ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଏହା ହିଂସାର ରୂପ ନେଇଥିଲା। ପୁଲିସ ସହ ସଂଘର୍ଷରେ ପ୍ରାୟ ୭୦୦ ଲୋକ ପ୍ରାଣ ହରାଇଥିବାବେଳେ ଶତାଧିକ ଆହତ ହୋଇଛନ୍ତି।…

ଭେଙ୍କଟେଶ୍ବର ସ୍ବାମୀ ମନ୍ଦିର ଦଳାଚକଟାରେ ଆହତ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶରେ ଶ୍ରୀକାକୁଲମ କାଶୀବୁଗାରେ ଥବା ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ…