ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ୩ ଗିରଫ
ବେଗୁନିଆ : ରାଜ୍ୟରେ ଦିନକୁ ଦିନ ଚୋରା ବ୍ରାଉନ ସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି । ଆଜି ବେଗୁନିଆ ଅବକାରୀ ବିଭାଗ ଖବର ପାଇ କପାସିଆ ସ୍କୁଲ ନିକଟରେ ଚଢାଉ କରିଥିଲା। ଏବଂ ବିପୁଳ ପରିମାଣର ବ୍ରାଉନ୍ ସୁଗାର ଜବତ…
ବେଗୁନିଆ : ରାଜ୍ୟରେ ଦିନକୁ ଦିନ ଚୋରା ବ୍ରାଉନ ସୁଗାର କାରବାର ବୃଦ୍ଧି ପାଇବାରେ ଲାଗିଛି । ଆଜି ବେଗୁନିଆ ଅବକାରୀ ବିଭାଗ ଖବର ପାଇ କପାସିଆ ସ୍କୁଲ ନିକଟରେ ଚଢାଉ କରିଥିଲା। ଏବଂ ବିପୁଳ ପରିମାଣର ବ୍ରାଉନ୍ ସୁଗାର ଜବତ…
ଢାକା : ବାଂଲାଦେଶର ଏକ ଅଦାଲତ ୩ଟି ଦୁର୍ନୀତି ମାମଲାରେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୨୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛି । ଖବର ଅନୁସାରେ ପୂର୍ବଚୋଲରେ ରାଜୁକ-ନ୍ୟୁ-ଟାଉନ୍ ପ୍ରକଳ୍ପରେ ଜମି ଆବଣ୍ଟନରେ ଅନିୟମିତତା ଅଭିଯୋଗରେ ଏହି ତିନୋଟି ମାମଲା…
କଟକ: ଶିକ୍ଷକ ଶିକ୍ଷୟିତ୍ରୀ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟକା। ରାଜ୍ୟ ସରକାର କରିଥିବା ଚିଠିକୁ ହାଇକୋର୍ଟ ଖାରଜ କରିଛନ୍ତି। ୧୫ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବଦଳି କରିବା ପାଇଁ ସାଂସଦ ଓ ବିଧାୟକ ମାନଙ୍କୁ କ୍ଷମତା ଦିଆଯାଇଥିଲା। ଶିକ୍ଷାକ୍ଷେତ୍ରରେ…
ଭୁବନେଶ୍ଵର: ରାଜ୍ୟକୁ ପୁଣି ଫେରିଛି ଶୀତ। ୧୦ ଡିଗ୍ରୀ ତଳେ ରହିଛି ୬ ସହରର ତାପମାତ୍ରା। ଜି.ଉଦୟଗିରି ୭.୪, ରାଉରକେଲା ୭.୭ , ଝାରସୁଗୁଡା ୮.୧ , ସେମିଳିଗୁଡା ୮.୬, କିରେଇ ୯.୩, ଦାରିଙ୍ଗବାଡି ୯.୫ , ଭୁବନେଶ୍ଵର ୧୩.୫ ଏବଂ…
ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟଓ୍ବା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ବାତ୍ୟା ସୃଷ୍ଟି ହୋଇଛି। ଉତ୍ତର-ଉତ୍ତର ପଶ୍ଚିମକୁ ଗତି କରିବ ବାତ୍ୟା। ୩୦ ତାରିଖ ବେଳକୁ ଉତ୍ତର ତାମିଲନାଡୁ-ପୁଡୁଚେରୀ-ଦକ୍ଷିଣ ଆନ୍ଧ୍ରକୁ ମୁହାଁଇବା ନେଇ ସୂଚନା…
କଟକ :କଟକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖପ୍ପାକୁ ନେଇ ଦରମା ବନ୍ଦ ପ୍ରସଙ୍ଗ। ସାନି ସଂଶୋଧନ ତାଲିକା ଜାରି କରିଛି କଟକ ଜିଲ୍ଲା ପ୍ରଶାସନ। ୯୧ ଜଣଙ୍କ ସ୍ଥାନରେ ପ୍ରଶାସନ ୩୬ ଜଣଙ୍କ ବନ୍ଦ କରିଛି। ବରିଷ୍ଠ ପାହ୍ୟା…
ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଦିନ ଭୁବନେଶ୍ୱରର ରାଜଭବନ ପରିସରରେ ନବନିର୍ମିତ କଳିଙ୍ଗ ଅତିଥି ନିବାସର ଉଦଘାଟନ କରିଛନ୍ତି। ଉଦଘାଟନ ଉତ୍ସବରେ ଓଡ଼ିଶାର ରାଜ୍ୟପାଳ ଡ. ହରି…
ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ବୋଧନରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି।…
ଭୁବନେଶ୍ୱର: ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ (AOBOA) ଡିସେମ୍ବର ୧ ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦିଆଯାଇଥିଲା। ଏନେଇ ୧୭ ନଭେମ୍ବରରେ ସଂଘ ପକ୍ଷରୁ ଚେତାବନୀ…
ରାଉରକେଲା: ରାଉରକେଲା ପାନପୋଷ ରୋଡରେ ଗୁରୁବାର ସକାଳୁ ଘଟି ଯାଇଛି ଏକ ସିରିଜ୍ ଦୁର୍ଘଟଣା। ଦ୍ରୁତଗାମୀ ଯାତ୍ରୀବାହୀ ବସ୍ ରାସ୍ତା କଡ଼ରେ ଠିଆ ହୋଇଥିବା ଗାଡ଼ିଗୁଡ଼ିକ ଉପରେ ମାଡ଼ି ଯିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦୁର୍ଘଟଣାରେ ଗୋଟିଏ ପଜେରୋ ଗାଡ଼ି, ଗୋଟିଏ…