ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀ ବଜିରପୁର ଶିଳ୍ପାଞ୍ଚଳରେ ଶନିବାର ଏକ ବାସନ କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଦମକଳ ବାହିନୀର ୯ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ବିହାର ଥାନା ଅଞ୍ଚଳରେ ଥିବା ଏହି କାରଖାନାରେ ଷ୍ଟିଲ୍ ଆଲୁମିନିୟମ୍ ବାସନ…

ଧର୍ମେନ୍ଦ୍ର ଅସୁସ୍ଥ, ଛାତିରେ ଯନ୍ତ୍ରଣା ହେବାରୁ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଦେଓଲ ଅସୁସ୍ଥ ହୋଇପଡିଛନ୍ତି। ଗତ ରାତିରେ ଛାତିରେ ଯନ୍ତ୍ରଣା ହେବା ପରେ ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସୂଚନା ଅନୁସାରେ ଧର୍ମେନ୍ଦ୍ରଙ୍କୁ ନିଶ୍ବାସ ନେବାରେ ଅସୁବିଧା ହେବାରୁ ଆଇସିୟୁରେ ଭର୍ତ୍ତି…

ରାଷ୍ଟ୍ରପତି ନିର୍ବାଚନକୁ ବିରୋଧ: ତାଞ୍ଜାନିଆରେ ହିଂସା, ୭୦୦ ମୃତ

ଡୋଡୋମା: ରାଷ୍ଟ୍ରପତି ନିର୍ବାଚନରେ ଦେଖାଦେଇଥିବା ଅନିୟମିତତାକୁ କେନ୍ଦ୍ରକରି ଆଫ୍ରିକୀୟ ରାଷ୍ଟ୍ର ତାଞ୍ଜାନିଆରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶିତ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଏହା ହିଂସାର ରୂପ ନେଇଥିଲା। ପୁଲିସ ସହ ସଂଘର୍ଷରେ ପ୍ରାୟ ୭୦୦ ଲୋକ ପ୍ରାଣ ହରାଇଥିବାବେଳେ ଶତାଧିକ ଆହତ ହୋଇଛନ୍ତି।…

ଭେଙ୍କଟେଶ୍ବର ସ୍ବାମୀ ମନ୍ଦିର ଦଳାଚକଟାରେ ଆହତ ଓ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶରେ ଶ୍ରୀକାକୁଲମ କାଶୀବୁଗାରେ ଥବା ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଃଖ ପ୍ରକାଶ କରିଛନ୍ତି । ସେ ମୃତକଙ୍କ ପରିବାର ଏବଂ ଆହତଙ୍କ ପାଇଁ…

ପ୍ରଥମ ପରୀକ୍ଷଣ ସଫଳ, ଜେୱର ବିମାନବନ୍ଦରରେ ଘରୋଇ ଉଡ଼ାଣ ପାଇଁ ରାସ୍ତା ସଫା

ନୋଏଡା: ଉତ୍ତର ପ୍ରଦେଶ ଜେୱରରେ ନିର୍ମିତ ବିମାନବନ୍ଦରରେ ପ୍ରଥମ କାଲିବ୍ରେସନ ବିମାନ ସଫଳତାପୂର୍ବକ ଅବତରଣ କରିଛି। ବନ୍ଦରର ସମସ୍ତ ପ୍ରଯୁକ୍ତିବିଦ୍ୟା ସୁବିଧା, ରନୱେ ଓ ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଜାତୀୟ ମାନକ ଅନୁସାରେ ଯୋଗ୍ୟ କି ନାହିଁ ତାହା ପରୀକ୍ଷା ପାଇଁ ଏହି…

ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା: ୧୨ମୃତ, ମୃତକଙ୍କ ମଧ୍ୟରେ ଓଡ଼ିଆ ଯୁବତୀ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବତୀ ରହିଛନ୍ତି। ସେ ହେଲେ ଆର. ରୁପା। ତାଙ୍କ ଘର ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଡ଼ିପଦର ଗ୍ରାମରେ। ଏହି ଘଟଣା ଜଣାପଡ଼ିବା…

ଜେଇଇ ମେନ୍ସ ୨୦୨୬ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ : ଜେଇଇ ମେନ୍ସ ୨୦୨୬ ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନ୍ୟାସନାଲ ଟେଷ୍ଟି ଏଜେନ୍ସୀ ଅଧିନରେ ସେସନ-୧ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି । ଅପେକ୍ଷା କରିଥିବା ପ୍ରାର୍ଥୀ ତୁରନ୍ତ ୱେବସାଇଟକୁ ଯାଇ ଆବେଦନ କରିପାରିବେ । ଏନଟିଏର…

ଓଲଟିଲା ପିକଅପ୍ ଭ୍ୟାନ୍, ଚାଲିଗଲା ୩ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ବାଗପତ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୮ ଜଣ ଆହତ ହୋଇଛନ୍ତି  । ଚାଷୀଙ୍କ ପନିପରିବା ନେଇ ଦିଲ୍ଲୀର ଆଜାଦପୁରରୁ ମଣ୍ଡି ଯାଉଥିବା ସମୟରେ ଏପରି…

୩ ଦିନରେ ମିଳିବ ଜିଏସଟି ପଂଜୀକରଣ ମଂଜୁରୀ

ନୂଆଦିଲ୍ଲୀ : ଜିଏସଟି ହାରକୁ ସରଳ କରିବା ପରେ ଏବେ ସରକାର ଜିଏସଟି ପଂଜୀକରଣ ପ୍ରକ୍ରିୟାକୁ ସରଳ କରିଛନ୍ତି। ଆଜିଠାରୁ (November 1) ମାତ୍ର ତିନିଦିନରେ ଜିଏସଟି ପଂଜୀକରଣର ମଂଜୁରୀ ମିଳିପାରିବ । ସରକାରଙ୍କର ଏହି ସରଳ ଜିଏସଟି ପଂଜୀକରଣ ସ୍କିମ…

ତେଜପ୍ରତାପଙ୍କ ବିରୋଧରେ ପ୍ରଚାର କରିବିନି: ରାବ୍ରୀ ଦେବୀ

ବିହାର: ରାଷ୍ଟ୍ରୀୟ ଜନତା ଦଳ (RJD) ଏବଂ ଲାଲୁ ପରିବାରରୁ ବିତାଡ଼ିତ ନେତା ତଥା ନିଜ ବଡ଼ପୁଅ ତେଜପ୍ରତାପ ଯାଦବଙ୍କ ସମ୍ପର୍କରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ । ସେ କହିଛନ୍ତି ଯେ…