ବିଶ୍ୱବିଜେତା ମହିଳା କ୍ରିକେଟ ଟିମକୁ ସମ୍ବର୍ଦ୍ଧିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱବିଜୟୀ ମହିଳା କ୍ରିକେଟ ଟିମ୍ । ଅଧିନାୟକ ହର୍ମନପ୍ରୀତଙ୍କ ନେତୃତ୍ୱରେ ଭାରତୀୟ ମହିଳା କ୍ରିକେଟ ଟିମର ସଦସ୍ୟମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତାଙ୍କ ବାସଭବନରେ ଭେଟିଛନ୍ତି । ବିଶ୍ୱବିଜେତା ଦଳକୁ ପ୍ରଧାନମନ୍ତ୍ରୀ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଭବିଷ୍ୟତ…
