ଭୁବନେଶ୍ୱରରେ ରୋଡ୍ସ କଂଗ୍ରେସ ସମାବେଶ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ୮୪ତମ ଇଣ୍ଡିଆନ୍‌ ରୋଡ କଂଗ୍ରେସ (ଅ୍ଧବଆରସି) ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହାର ଶୁଭାରମ୍ଭ କରିଛନ୍ତି । ୧୦ତାରିଖ ପର୍ଯ୍ୟନ୍ତ ଚାଲିବାକୁ…

ଏଲନ ମସ୍କଙ୍କ ଦରମା, ପାକିସ୍ତାନ ଅର୍ଥନୀତିର ଅଢ଼େଇ ଗୁଣ

ଶୀର୍ଷକଟି ଟିକେ ଅଡୁଆ ଲାଗୁଥାଇପାରେ, କିନ୍ତୁ ଏହା ସତ୍ୟ। ବିଶ୍ଵର ବଡ଼ ଧନୀମାନଙ୍କ ମଧ୍ୟରୁ ଅନ୍ୟତମ ଏଲନ ମସ୍କଙ୍କ ଦରମା ପାକିସ୍ତାନ ଅର୍ଥନୀତିର ଅଢ଼େଇ ଗୁଣ ସଙ୍ଗେ ସମାନ। ବିଶ୍ଵର ସୁବୁଠୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ଦରମା କେତେ ତାହା…

ଦିଲ୍ଲୀ ବିମାନବନ୍ଦରରେ ବଳମ୍ବ ହେଲା ୧୦୦ଟି ବିମାନ ଉଡ଼ାଣ, ATC ସିଷ୍ଟମରେ ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ: ଦିଲ୍ଲୀ ବିମାନବନ୍ଦର ଅନୁଯାୟୀ, ଏୟାର ଟ୍ରାଫିକ୍ କଣ୍ଟ୍ରୋଲ୍ (ATC) ସିଷ୍ଟମରେ ଏକ ଯାନ୍ତ୍ରିକ ସମସ୍ୟା ଯୋଗୁଁ ଶୁକ୍ରବାର ସକାଳେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର (IGIA)ରେ ଅତି କମରେ ୧୦୦ ଟି ବିମାନ ଉଡ଼ାଣ ବିଳମ୍ବିତ ହୋଇଥିଲା । ବିମାନ…

ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ ୧୫୦ ବର୍ଷ ପୂର୍ତ୍ତି ସମାରୋହ, ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ ୧୫୦ ବର୍ଷ ପୂର୍ତ୍ତି ସମାରୋହ । ରାଷ୍ଟ୍ର ଚେତନାକୁ ଜାଗ୍ରତ କରୁଥିବା ଭାବପୂର୍ଣ୍ଣ ବନ୍ଦନା ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ ୧୫୦ତମ ପୂର୍ତ୍ତି ସମାରୋହ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରବ୍ୟାପୀ ସ୍ମରଣୋତ୍ସବର ଶୁଭାରମ୍ଭ…

ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ ଏବଂ ବ୍ଲାକମେଲିଂ, ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ଆହତ

କୌଶାମ୍ବୀ: ଉତ୍ତର ପ୍ରଦେଶର କୌଶାମ୍ବୀ ଜିଲ୍ଲାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ପ୍ରେମ ସମ୍ପର୍କରେ ଫସାଇବା, ଦୁଷ୍କର୍ମ କରିବା ଏବଂ ବ୍ଲାକମେଲ୍ କରିବା ଅଭିଯୋଗରେ ଅଭିଯୁକ୍ତ ଜଣେ ବ୍ୟକ୍ତି ପୋଲିସ ଏନକାଉଣ୍ଟରରେ ଆହତ ହୋଇଛନ୍ତି, ଶୁକ୍ରବାର ଦିନ ଅଧିକାରୀମାନେ କହିଛନ୍ତି । ପୋଲିସ ଅନୁଯାୟୀ,…

ପାକିସ୍ତାନର ଇତିହାସ ବେଆଇନ ଏବଂ ଗୁପ୍ତ ପରମାଣୁ କାର୍ଯ୍ୟକଳାପରେ ପରିପୂର୍ଣ୍ଣ: ଭାରତ

ନୂଆଦିଲ୍ଲୀ : ପାକିସ୍ତାନର ଗୁପ୍ତ ପରମାଣୁ ପରୀକ୍ଷଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚାଞ୍ଚଲ୍ୟକର ଦାବି ସଂପର୍କରେ ପ୍ରଥମ ପ୍ରତିକ୍ରିୟା ରଖିଛି ଭାରତ । ଭାରତ ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ଭାରତ ଟ୍ରମ୍ପଙ୍କ ବିବୃତ୍ତିକୁ ଗୁରୁତ୍ବ ଦେଇଛି।…

ପୃଥିବୀକୁ ୧୫୦ ଥର ଧ୍ବଂସ କରିପାରିବ ଆମେରିକା: ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବୟାନକୁ ନେଇ ସାରା ବିଶ୍ବରେ ହଇଚଇ ସୃଷ୍ଟି ହୋଇଛି । ସେ କହିଛନ୍ତି ଯେ ଆମେରିକା ପାଖରେ ଏତେ ପରମାଣୁ ଅସ୍ତ୍ର ଅଛି ଯେ ତାହା ବିଶ୍ବକୁ ୧୫୦ ଥର ଧ୍ବଂସ କରିଦେବ ।…

ଇଣ୍ଡୋନେସିଆରେ ସ୍କୁଲରେ ବିସ୍ଫୋରଣ, ୫୪ ଆହତ

ଜାକର୍ତ୍ତା: ଶୁକ୍ରବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ସ୍କୁଲ ଭିତରେ ଏକ ବିସ୍ଫୋରଣ ଘଟିଛି। ଏକ ମସଜିଦ କ୍ୟାମ୍ପସ ମଧ୍ୟରେ ଥିବା ଏକ ସ୍କୁଲରେ ଶୁକ୍ରବାର ପ୍ରାର୍ଥନା ସମୟରେ ଏହି ବିସ୍ଫୋରଣ ଘଟିଥିଲା। ଏହି ଘଟଣାରେ ଆହତଙ୍କ ସଂଖ୍ୟା ୫୪ ବୋଲି…

ବେଇମାନ୍ ଓ ପ୍ରାର୍ଥୀ ଚୋରିକୁ ନେଇ ନବୀନଙ୍କୁ ଟାର୍ଗେଟ କଲେ ଡାକ୍ତର ସମ୍ବିତ ପାତ୍ର

ନୂଆପଡ଼ା: ନୂଆପଡ଼ାରେ ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ ନବୀନ ପଟ୍ଟନାୟକଙ୍କୁ କଡ଼ା ଭାଷାରେ ସମାଲୋଚନା କରିବା ସହ ବେଇମାନ୍ ଓ ପ୍ରାର୍ଥୀ ଚୋରିକୁ ନେଇ ଟାର୍ଗେଟ କରିଛନ୍ତି। ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ…

କମ୍ବଳ-ବେଡ଼ସିଟ ମାଗିବାରୁ ଯବାନଙ୍କୁ ହତ୍ୟା କଲେ ରେଳ କର୍ମଚାରୀ

ନୂଆଦିଲ୍ଲୀ: ଚଳନ୍ତା ଟ୍ରେନରେ ଜଣେ ସୈନିକଙ୍କ ହତ୍ୟା ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି ଜାତୀୟ ମାନବାଧିକାର କମିଶନ। ଅଭିଯୁକ୍ତ ରେଳ କର୍ମଚାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏବଂ ସୈନିକଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରିବାକୁ ମାନବାଧିକାର କମିଶନ…