ବିହାରରେ ନଭେମ୍ବର ୨୨ ପୂର୍ବରୁ ନୂଆ ସରକାରଙ୍କ ଶପଥ ଗ୍ରହଣ

ପାଟନା : ବିହାରରେ ବିପୁଳ ବିଜୟ ପରେ ଏନଡିଏ ପକ୍ଷରୁ ନୂତନ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂତ୍ର ଅନୁଯାୟୀ, ବିହାର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସହ-ପ୍ରଭାରୀ ବିନୋଦ ତାଓ୍ବଡ଼େ ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ…

ମହାମେଣ୍ଟର ପରାଜୟ ପାଇଁ ୫ଟି ପ୍ରମୁଖ କାରଣ

ପାଟନା: ଚଳିତ ବିଧାନସଭା ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ବିପୁଳ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ଏହି ଫଳାଫଳ ବିରୋଧୀ ମହାମେଣ୍ଟର ଅନ୍ୟତମ ଅଂଶୀଦାର ଦଳ ଆରଜେଡିକୁ ଶକ୍ତ ଧକ୍କା ପହଞ୍ଚାଇଛି। ଗତ ନିର୍ବାଚନରେ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଥିବା ଆରଜେଡି…

ୟୁନୁସଙ୍କ ଭାରତଠାରୁ ଦୂରେଇ ରହିବାର ନୀତି ଅତ୍ୟନ୍ତ ବିପଦପୂର୍ଣ୍ଣ

ଢାକା : ଦେଶରେ ଚାଲୁଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ଉଠାଇଛନ୍ତି। ଫାର୍ଷ୍ଟପୋଷ୍ଟ‌କୁ ଦିଆ ଏକ ବିଶେଷ ସାକ୍ଷାତକାରରେ ସେ କହିଛନ୍ତି ଯେ ଅନ୍ତରୀଣ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ବୈଦେଶିକ ନୀତି…

ନୌଗାଓଁ ଥାନାରେ ବଡ ବିସ୍ଫୋରଣରେ ୯ମୃତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରର ଶ୍ରୀନଗର ସ୍ଥିତ ନୌଗାଓଁ ପୁଲିସ ଥାନାରେ ବଡ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାସହିତ ଅନେକ ଗାଡି ସମ୍ପୂର୍ଣ୍ଣ ଜଳିଯାଇଛି । ବିସ୍ଫୋରଣରେ ପୁଲିସ ଥାନାର କୋଠାର ଏକ…

୧୯ରେ ମିଳିବ ପିଏମ-କିଷାନର ୨୧ତମ କିସ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ଆସନ୍ତା ୧୯ ତାରିଖ (ବୁଧବାର) ପ୍ରଦାନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ…

ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏହି ୪ଜଣ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି ।…

କୋଟିଆ ସୀମାନ୍ତରେ ନିର୍ମାଣ ହେବ ତନଖି ଫାଟକ

ସେମିଳିଗୁଡା: ଆନ୍ଧ୍ରର ଅନୁପ୍ରବେଶ ରୋକିବାକୁ କୋରାପୁଟ ଜିଲାର ସୀମାନ୍ତ ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆରେ ରାଜ୍ୟ ସରକାର ତନଖି ଫାଟକ ଶୀଘ୍ର ସ୍ଥାପନ କରିବେ। ଏଥିପାଇଁ ଯୋଜନା ସରିଛି ବୋଲି କହିଛନ୍ତି ପଟାଙ୍ଗି ବିଡିଓ ରାମକୃଷ୍ଣ ନାୟକ। ନିକଟରେ ଆନ୍ଧ୍ର ଅଧିକାରୀମାନେ…

ନୌଗାମ ପୁଲିସ୍ ଷ୍ଟେସନରେ ବିସ୍ଫୋରଣ ଏକ ଦୁର୍ଘଟଣା, କୌଣସି ଆତଙ୍କୀ ହମଲା ନୁହେଁ: ଡିଜିପି

ନୂଆଦିଲ୍ଲୀ : ଜମ୍ମୁ ଓ କାଶ୍ମୀରର ଶ୍ରୀନଗରର ସ୍ଥିତ ନୌଗାମ ଥାନାରେ ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ଜଣ ଆହତ ହୋଇଛନ୍ତି । ଏହାକୁ ଏକ ଦୁର୍ଘଟଣା ବୋଲି କହିଛନ୍ତି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ନଳିନ ପ୍ରଭାତ ।…

ରାଜନୀତି ସହ ପରିବାର ଛାଡିବା ପାଇଁ ଲାଲୁଙ୍କ ଝିଅ ରୋହିଣୀଙ୍କ ଘୋଷଣା

ନୂଆଦିଲ୍ଲୀ: ବିହାର ନିର୍ବାଚନ ଏଥର ଲାଲୁ ପରିବାରକୁ ଦୁଃଖ ଦେଇଛି। ପୂର୍ବରୁ ନିର୍ବାଚନ ସିଟ୍ ସଂଖ୍ୟା ହ୍ରାସ ପାଇଥିଲା ଆଉ ଏବେ ପରିବାର ଭାଙ୍ଗୁଥିବା ନଜର ଆସୁଛି। ବିହାର ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ୨୪ ଘଣ୍ଟା ମଧ୍ୟରେ ଲାଲୁ ଯାଦବଙ୍କ…

ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ: ଭକ୍ତିପୂତ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଜନଜାତୀୟ ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଏକ୍ସରେ ପୋଷ୍ଟ କରି ଭକ୍ତିପୂତ ପ୍ରଣାମ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଭଗବାନ ବିର୍ସା ମୁଣ୍ଡା…