ମହାନଗର ସାମ୍ବାଦିକ ସଂଘ ପକ୍ଷରୁ ପ୍ରେସ ଦିବସ ପାଳନ

କଟକ : ମହାନଗର  ସାମ୍ବାଦିକ ସଂଘ ପକ୍ଷରୁ ରବିବାର ଦିନ ପ୍ରେସ ଦିବସ ଉପଲକ୍ଷେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଗଲା । ଏହି ଅବସରରେ ‘ସାମ୍ବାଦିକଙ୍କ ସୁରକ୍ଷା ଓ ସରକାରଙ୍କ କର୍ତ୍ତବ୍ୟ ’ ଶୀର୍ଷକରେ ବକ୍ତାମାନେ ନିଜର ଅଭିଭାଷଣ ରଖିଥିଲେ |…

ଗ୍ବାଲିୟରରେ ସଡ଼କ ଦୁର୍ଘଟଣା, ୫ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଫର୍ଚ୍ୟୁନର କାର୍, ବାଲି ବୋଝେଇ ଟ୍ରାକ୍ଟର ଏବଂ ଟ୍ରଲି ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି…

ବାଙ୍ଗାଇ ଜଙ୍ଗଲରୁ ୩ କିଲୋ ଆଇଇଡି ଉଦ୍ଧାର

ଶ୍ରୀନଗର: ଜଙ୍ଗଲରେ ଲୁଚି ରହିଥିବା ଏକ ବଡ ଷଡଯନ୍ତ୍ର ପଣ୍ଡ ହୋଇଛି। ରାଜୌରୀ ଜିଲ୍ଲାର ଥାନାମାଣ୍ଡି ଅଞ୍ଚଳର ବାଙ୍ଗାଇ ଜଙ୍ଗଲରୁ ୩ କିଲୋଗ୍ରାମର ଆଇଇଡି ମିଳିଥିଲା । ଫଳରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା। ଅଧିକାରୀମାନଙ୍କ କହିବାନୁଯାୟୀ ଘଟଣାଟି ରାଜୌରୀ…

୧୭ରେ ଜେଡିୟୁର ବିଧାୟକ ଦଳ ବୈଠକ

ବିହାର: ବିହାରରେ ନୂତନ ସରକାର ଗଠନ ଏବଂ ମେଣ୍ଟ ସରକାରରେ ଅଂଶୀଦାରଙ୍କ ଅଂଶଧନ ପାଇଁ ଫର୍ମୁଲା ଚୂଡାନ୍ତ ହୋଇଛି । ନୀତୀଶ କୁମାରଙ୍କ ଜନତା ଦଳ ୟୁନାଇଟେଡ(ଜେଡିୟୁ) ଦଳ ଆସନ୍ତାକାଲି ଏକ ବିଧାୟକ ଦଳ ବୈଠକ ଡାକିଛନ୍ତି । ଯେଉଁଠାରେ ବିଧାୟକ…

ଦିଲ୍ଲୀ ବିସ୍ଫୋରଣ ମାମଲା: ଆଇ-୨୦ କାର ମାଲିକ ଗିରଫ କଲା ଏନଆଇଏ

ନୂଆଦିଲ୍ଲୀ: ଦିଲ୍ଲୀ ଲାଲ୍‌ କିଲ୍ଲା ଅଞ୍ଚଳରେ ହୋଇଥିବା ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଆତଙ୍କବାଦୀଙ୍କ ଅନ୍ୟ ଜଣେ ସହଯୋଗୀଙ୍କୁ ଗିରଫ କରିଛି। ସେହି ବ୍ୟକ୍ତି ଜଣକ ହେଉଛି ଆକ୍ରମଣରେ ବ୍ୟବହୃତ ଆଇ-୨୦ କାର ମାଲିକ ଆମିର ରଶିଦ ଅଲ୍ଲୀ। ବିସ୍ଫୋରଣରେ…

ଖୋଲିଲା ଲାଲକିଲ୍ଲା ମେଟ୍ରୋ ଷ୍ଟେସନ

ନୂଆଦିଲ୍ଲୀ : ଲାଲକିଲ୍ଲା ବିସ୍ଫୋରଣ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀର ଲାଲକିଲ୍ଲା ମେଟ୍ରୋ ଷ୍ଟେସନକୁ ବନ୍ଦ କରି ଦିଆଯାଇଥିଲା । ବର୍ତ୍ତମାନ କିନ୍ତୁ ପୁଣି ଷ୍ଟେସନ୍ର ସମସ୍ତ ଗେଟ୍ କାର୍ଯ୍ୟକ୍ଷମତା ପାଇଁ ଖୋଲି ଦିଆଯାଇଛି ବୋଲି ଡିଏମଆରସି ଟ୍ବିଟ୍ ଘୋଷଣା କରିଛନ୍ତି…

ଟେମ୍ପୋକୁ ଧକ୍କା ଦେଲା ଟ୍ରଲର: ୬ ତୀର୍ଥଯାତ୍ରୀ ମୃତ, ୧୪ ଆହତ

ରାଜସ୍ତାନ : ରାଜସ୍ତାନ ଯୋଧପୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୬ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିଲାବେଳେ ୧୪ ଜଣ ଆହତ ହୋଇଛନ୍ତି । ଯାହା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ରବିବାର…

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୭ ମୃତ

କରାଚୀ : ପାକିସ୍ତାନର ସିନ୍ଧ ପ୍ରଦେଶରେ ଏକ ବଡ଼ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ୭ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି । ଏହି ବିସ୍ଫୋରଣ ଏକ ଅବୈଧ ଅସ୍ଥାୟୀ ବାଣ ଫ୍ୟାକ୍ଟ୍ରିରେ ହୋଇଥିବା ଜଣାପଡିଛି । ଶନିବାର ରାତିରେ…

ଧସିଲା ପଥର ଖାଦାନ ଦୁଇ ଶ୍ରମିକ ମୃତ, ଫସିଛନ୍ତି ୧୫

ନୂଆଦିଲ୍ଲୀ: ଧସିଲା ପଥର ଖାଦାନ। ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଖାଦାନରେ ଆହୁରି ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି| ଉତ୍ତରପ୍ରଦେଶ ସୋନଭଦ୍ର ଅଞ୍ଚଳରେ ଏହି ଅଘଟଣ ଘଟିଛି| ଏକ ପଥର ଖାଦାନରେ ୧୫ରୁ ଅଧିକ ଶ୍ରମିକ ଫସିଛନ୍ତି। ଶ୍ରମିକଙ୍କ…

ଅଡୁଆରେ ମହୁଆ ମୋଇତ୍ରା, କ୍ୟାସ୍-ଫର୍-କ୍ବାଇରୀ ମାମଲାରେ ହେବ ଚାର୍ଜସିଟ୍ ଦାଖଲ

ନୂଆଦିଲ୍ଲୀ: ବଢ଼ିଲା ମହୁଆ ମୋଇତ୍ରଙ୍କ ଅଡୁଆ । ‘କ୍ୟାସ୍-ଫର୍-କ୍ୱେରୀ ମାମଲାରେ ଟିଏମ୍ ସି ସାଂସଦଙ୍କ ବିରୋଧରେ ହେବ ଚାର୍ଜସିଟ ଦାଖଲ । ଚାର୍ଜସିଟ୍ ଦାଖଲ ପାଇଁ ସିବିଆଇକୁ ଅନୁମତି ଦେଲେ ଲୋକପାଳ। ମହୁଆଙ୍କ ସହ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କ ବିରୋଧରେ ଚାର୍ଜସିଟ୍…