୧୯ରେ ଭାରତ ଅଣାଯିବ ଗ୍ୟାଙ୍ଗଷ୍ଟର ଅନମୋଲ ବିଷ୍ଣୋଇ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଏବଂ ଏନସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟାର ମୁଖ୍ୟ ଅଭିଯୁକ୍ତ ବୋଲି ବିବେଚିତ କୁଖ୍ୟାତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇର ଭାଇ ଅନମୋଲ ବିଷ୍ଣୋଇକୁ ବୁଧବାର (୧୯ ନଭେମ୍ବର, ୨୦୨୫) ଭାରତ ଅଣାଯିବ। ଦିଲ୍ଲୀ ପୁଲିସର…

ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ଫାର୍ମାସିରେ ଉପଲବ୍ଧ ହେବନି କଫ ସିରପ

ନୂଆଦିଲ୍ଲୀ:ମଧ୍ୟପ୍ରଦେଶରେ କଫ ସିରପ ଯୋଗୁ ଅନେକ ପିଲାଙ୍କ ମୃତ୍ୟୁର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଥିଲା। ଏପରି ଘଟଣାକୁ ରୋକିବା ପାଇଁ, ସରକାର କହିଛନ୍ତି ଯେ, ଖୁବ୍ ଶୀଘ୍ର ଏକ ନୂତନ ନିୟମ ପ୍ରଣୟନ କରିବେ। ଯଦି ଏହା କାର୍ଯ୍ୟକାରୀ ହୁଏ,…

୨୦୨୭ ସୁଦ୍ଧା ସବୁ ଗାଁକୁ ରାସ୍ତା, ବିଦ୍ୟୁତ, ପାନୀୟଜଳ: ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆମ୍ଭେମାନେ ଯିଏ ଯେଉଁ ପଦବୀରେ ଥାଉ ନା କାହିଁକି, ଆମେ ସମସ୍ତେ ଜନସେବା ପାଇଁ ଉତ୍ସର୍ଗୀକୃତ ଏବଂ ଆମର କାର୍ଯ୍ୟକଳାପ ପାଇଁ ଆମେ ଜନସାଧାରଣଙ୍କ ପାଖରେ ଉତ୍ତରଦାୟୀ। ସେଥିପାଇଁ ଆପଣମାନେ ଲୋକଙ୍କ ସହିତ ମିଶନ୍ତୁ, ସାଧାରଣ ଲୋକଟିର କଥା ଧୈର୍ଯ୍ୟର…

ଜଳିଗଲା ଆମ୍ବୁଲାନ୍ସ , ୩ ମୃତ

ଗୁଜରାଟ : ଗୁଜରାଟ ଅରବଲ୍ଲୀ ଜିଲ୍ଲାରେ ରୋଗୀଙ୍କୁ ନେଇ ଯାଉଥିବା ବେଳେ ଜଳିଗଲା ଆମ୍ବୁଲାନ୍ସ । ଆମ୍ବୁଲାନ୍ସରେ ଥିବା ୩ ଜଣଙ୍କ ଜୀବନ ଚାଲିଯାଇଛି । ଏହାଛଡା ଅନେକ ଲୋକ ଆହତ ହୋଇଛନ୍ତି । ଖବର ମୁତାବକ, ମୋଡାସାର ରାଣାସାୟଦ ଛକ ନିକଟରେ…

କଙ୍ଗୋ ବିମାନବନ୍ଦରରେ ରନୱେରେ ଅବତରଣ ବେଳେ ବିମାନରେ ଲାଗିଲା ନିଆଁ

କଙ୍ଗୋ : କଙ୍ଗୋ ବିମାନବନ୍ଦରର ଏକ ଭିଡିଓ ବର୍ତ୍ତମାନ ଖୁବ୍ ଜୋରରେ ଭାଇରଲ ହେଉଛି । ରନୱେରେ ଅବତରଣ କରିବା ସମୟରେ ବିମାନରେ ଅଗ୍ନିକାଣ୍ଡ ଘଟିଛି ।  ଯାହା ଭାଇରଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି । ଏଥିରେ କଙ୍ଗୋର ଜଣେ ସରକାରୀ…

ଭାରତୀୟଙ୍କ ପାଇଁ ଭିସା ଫ୍ରି ଏଣ୍ଟ୍ରି ବନ୍ଦ କଲା ଇରାନ

ଇରାନ : ଇରାନ ଯିବାକୁ ପ୍ଲାନ ଅଛି କି ? ଏଣିକି ଇରାନ ଗଲେ ଦରକାର ପଡ଼ିବ ଭିସା । କାହିଁକି ନା ଭାରତୀୟଙ୍କ ପାଇଁ ଭିସା ଫ୍ରି ଏଣ୍ଟ୍ରି ବନ୍ଦ କରିଛି ଇରାନ । ୨୨ ନଭେମ୍ବର ୨୦୨୫ଠାରୁ ଏହା ଲାଗୁ…

ଅଲ-ଫଲାହରେ ଇଡି ଚଢ଼ଉ

ନୂଆଦିଲ୍ଲୀ : ଅଲ-ଫଲାହରେ ଇଡି ଚଢ଼ଉ । ଆର୍ଥିକ ଅନିୟମିତତା ଅଭିଯୋଗରେ ଚଢ଼ାଉ । ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ ମାମଲାର ତଦନ୍ତ ମଧ୍ୟରେ ଅଲ-ଫଲାହ ବିଶ୍ବବିଦ୍ୟାଳୟ ମୁଖ୍ୟାଳୟ ଓ ଅନ୍ୟ ୨୪ଟି ସ୍ଥାନରେ ଇଡି ଚଢ଼ଉ କରିଛି । ଦିଲ୍ଲୀ-ଏନସିଆର, ଓଖଲା ଅଞ୍ଚଳ…

ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେବେ ନୀତିଶ

ବିହାର: ବିହାରର ଦଶମ ମୁଖ୍ୟମନ୍ତ୍ରୀ ଭାବେ ଆଗାମୀ ଗୁରୁବାର ଶପଥ ନେବେ ନୀତିଶ କୁମାର । ଏଥିପାଇଁ ବିଜେପି ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି । ବିହାର ବିଧାନସଭା ନିର୍ବାଚନରେ ଏନଡିଏର ବିପୁଳ ବିଜଯ ପରେ ନୀତିଶ କୁମାର ଗୁରୁବାର ୨୦ ନଭେମ୍ବର…

ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ, ଦିଲ୍ଲୀ ବିସ୍ଫୋରଣ ପୂର୍ବରୁ ଭିଡିଓ କରି କହିଥିଲା ଉମର

ନୂଆଦିଲ୍ଲୀ : ନୂଆଦିଲ୍ଲୀ ବିସ୍ଫୋରଣର ମାଷ୍ଟରମାଇଣ୍ଡ ଆତଙ୍କୀ ଡାକ୍ତର ଉମର ନବୀର ନୂଆ ଭିଡିଓ ସାମ୍ନାକୁ ଆସିଛି । ଏହି ଭିଡିଓରେ ଉମର ନବୀ ଇଂଲିଶରେ ଆତ୍ମଘାତୀ ବିସ୍ଫୋରଣ ଖରାପ ନୁହେଁ ବୋଲି କହୁଛି । ଆତ୍ମଘାତୀ ଆକ୍ରମଣକୁ ସଠିକ୍ ବୋଲି କହୁଛି…

ସାଉଦି ଆରବ ବସ୍ ଦୁର୍ଘଟଣା: ଚାଲିଗଲା ହାଇଦ୍ରାବାଦର ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ

ହାଇଦ୍ରାବାଦ : ସାଉଦି ଆରବ ମଦିନାରେ ବସ୍ ଅଗ୍ନିକାଣ୍ଡ ଘଟଣାରେ ୪୨ ଜଣ ଭାରତୀୟଙ୍କ ଜୀବନ ଚାଲିଯାଇଛି । ଏହି ଘଟଣାରେ ଗୋଟିଏ ପରିବାରର ୧୮ ସଦସ୍ୟଙ୍କ ଜୀବନ ଚାଲିଯାଇଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୩ ପିଢିଙ୍କ ଜୀବନଯାତ୍ରା ଶେଷ…