ଋଷିକୁଲ୍ୟା ମୁହାଁଣରେ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ: ବନ ବିଭାଗ ତତ୍ପର
ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ବନ୍ଦ ନିକଟ ଋଷିକୂଲ୍ୟା ମୁହାଣ ସମୁଦ୍ର ଅଂଚଳରେ ବିରଳ ସାମୁଦ୍ରିକ କଇଁଚ୍ଛ ଅଲିଭ ରିଡଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି। ସମୁଦ୍ର ମଧ୍ୟରେ ଯୋଡ଼ା ଯୋଡ଼ା ହୋଇ କଇଁଚ୍ଛମାନଙ୍କୁ…
