ସୁଡଙ୍ଗ ଭିତରେ ଟ୍ରେନ ଦୁର୍ଘଟଣା : ୬୫ ଯାତ୍ରୀ ଆହତ
ଉତ୍ତରାଖଣ୍ଡର: ଉତ୍ତରାଖଣ୍ଡରରେ ସୁଡ଼ଙ୍ଗରେ ଦୁଇଟି ପ୍ରକଳ୍ପରେ ନିୟୋଜିତ ରେଳଗାଡ଼ି ମଧ୍ୟରେ ଧକ୍କା ହୋଇଛି । ଫଳରେ ୬୫ଜଣ ଆହତ ହୋଇଛନ୍ତି । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାର ପିପାଲକୋଟୀ ଅଞ୍ଚଳ ତେହରି ଜଳବିଦ୍ୟୁତ୍ ଉନ୍ନୟନ ନିଗମ (THDC) ଜଳବିଦ୍ୟୁତ୍ ପ୍ରକଳ୍ପ ସୁଡଙ୍ଗରେ ଦୁଇଟି…
