ବାଂଲାଦେଶରେ ଗାୟକ ଜେମ୍ସଙ୍କ କନସର୍ଟରେ ଆକ୍ରମଣ, ୨୦ ଆହତ
ବାଂଲାଦେଶ: ଷ୍ଟେଜ୍ ଉପରେ ବର୍ଷିଲା ଇଟା ପଥର । ବାଂଲାଦେଶର ଏକ କନସର୍ଟ ଉପରେ ଆକ୍ରମଣ । ବନ୍ଦ ରହିଲା ଲୋକପ୍ରିୟ ବାଂଲାଦେଶୀ ସିଙ୍ଗର ଜେମସଙ୍କ କନସର୍ଟ । ଢାକା ଠାରୁ ପ୍ରାୟ ୧୨୦ କିଲୋମିଟର ଦୂରରେ ଫରିଦପୁରରେ ଘଟିଛି ଘଟଣା…
ବାଂଲାଦେଶ: ଷ୍ଟେଜ୍ ଉପରେ ବର୍ଷିଲା ଇଟା ପଥର । ବାଂଲାଦେଶର ଏକ କନସର୍ଟ ଉପରେ ଆକ୍ରମଣ । ବନ୍ଦ ରହିଲା ଲୋକପ୍ରିୟ ବାଂଲାଦେଶୀ ସିଙ୍ଗର ଜେମସଙ୍କ କନସର୍ଟ । ଢାକା ଠାରୁ ପ୍ରାୟ ୧୨୦ କିଲୋମିଟର ଦୂରରେ ଫରିଦପୁରରେ ଘଟିଛି ଘଟଣା…
ନୂଆଦିଲ୍ଲୀ: ଆମେରିକା ଆକ୍ରମଣରେ ISIS ଆତଙ୍କବାଦୀଙ୍କ ନାଇଜେରିଆ ସଂଗଠନ ଧ୍ବଂସ । ନାଇଜେରିଆର ସୋକୋଟୋ ପ୍ରଦେଶରେ ଥିବା ISIS କ୍ୟାମ୍ପ ଧ୍ବସଂ ହୋଇ ଯାଇଛି। ସୂଚନା ଦେଇଛି ଆମେରିକା ସେନା । ବହୁ ସଂଖ୍ୟାରେ ଆତଙ୍କବାଦୀ ନିହତ ହୋଇଛନ୍ତି । ତେବେ ଏହାର…
ନୂଆଦିଲ୍ଲୀ: ଆମେରିକାରେ ୧୮୦୦ରୁ ଅଧିକ ଫ୍ଲାଇଟ୍ କ୍ୟାନସଲ । ଭୀଷଣ ତୁଷରପାତ ଯୋଗୁ ବାତିଲ ହୋଇଛି ପ୍ରାୟ ୧୮୦୨ ଟି ବିମାନ । ଶୀତକାଳୀନ ଝଡ଼ ଡେଭିନ୍ ଯୋଗୁଁ ବିଭିନ୍ନ ବିମାନବନ୍ଦରରେ ବିମାନ ସେବା ପ୍ରଭାବିତ ହୋଇଛି । ଗତକାଲି ଅପରାହ୍ଣ ପ୍ରାୟ…
ନୂଆଦିଲ୍ଲୀ: ଯଦି ଆପଣ ସୁନା କିଣିବାକୁ ଯାଉଛନ୍ତି । କିମ୍ବା ଏବେ ସୁନା କିଣୁ ନାହାଁନ୍ତି ଭାବୁଛନ୍ତି କିଛି ଦିନ ପରେ କମିଯିବ ଆଉ ପରେ କିଣିବେ ତେବେ ଏହି ଖବର ଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଆପଣଙ୍କର ଏପରି…
ନୂଆଦିଲ୍ଲୀ: ତାରିକ ରହମାନଙ୍କ ଫେରିବା ପରେ ବଢିଲା ବାଂଲାଦେଶୀ ହିନ୍ଦୁଙ୍କ ଭୟ ।ବାଂଲାଦେଶରେ ହିନ୍ଦୁଙ୍କ ଅବସ୍ଥା ଏପରି ହୋଇଯାଇଛି ମୁହଁ ଖୋଲିଲେ ମିଳୁଛି ମୃତ୍ୟୁ ଦଣ୍ଡ ।ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସ ଏବଂ ଅମୃତ ମଣ୍ଡଳଙ୍କୁ ନିର୍ମମ ଭାବେ ହତ୍ୟା…
ନୂଆଦିଲ୍ଲୀ: ଭାରତର ଅପରେସନ ସିନ୍ଦୂରକୁ ଭୁଲି ପାରୁନି ପାକିସ୍ତାନ । ନିଜ ଜୀବନ ବଞ୍ଚାଇବାକୁ କରିଲା ନୂଆ ପ୍ଲାନ । ଭାରତର ଘନ ଘନ ଆକ୍ରମଣକୁ ଦେଖି ଛାନିଆ । ଅପରେସନ ସିନ୍ଦୂର’ରେ ଭାରତ ନିଜର ଦମ ଦେଖାଇଥିଲା । ସଫା…
ବାଲେଶ୍ଵର: ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଏକ ହୋଟେଲ ରୁମରୁ ଯୁବକଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଜବତ ହୋଇଛି। ଯୁବକଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ମୃତ ଯୁବକ ଜଣକ ହେଲେ ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା…
କେନ୍ଦୁଝର: କେନ୍ଦୁଝରରେ ୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଗୋଟିଏ ସଭ୍ୟତାର ବିକାଶ ପଛରେ ସବୁଠାରୁ ବଡ ଭୂମିକା ବିଜ୍ଞାନ…
କଟକ : ଘଣ୍ଟାଏ ଓପିଡି ବନ୍ଦ । ରୋଗୀ ସେବା ବ୍ୟାହତ । ୧୦ ଦଫା ଦାବିରେ ଡାକ୍ତରଙ୍କ ଆନ୍ଦୋଳନ । ସାରା ଓଡ଼ିଶାରେ ଆନ୍ଦୋଳନ କରୁଛନ୍ତି ଡାକ୍ତର । ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ଓପିଡ଼ି ବନ୍ଦ ରଖୁଛନ୍ତି । ଆଜି…
ବାଙ୍ଗିରିପୋଷି: ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଶିକ୍ଷକ ଗିରଫ । ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ୧୧ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ । ଘର ପାଖ ଦୋକାନକୁ ଯାଇଥିବା ବେଳେ ଜଣେ ଶିକ୍ଷକ ମିଠେଇ ଖାଇବାକୁ ଦେଇ ଦୁଷ୍କର୍ମ ଉଦ୍ୟମ…