୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀମୁକ୍ତ ହେବ ଓଡ଼ିଶା: ଏଡିଜି

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ଓଡ଼ିଶା ମାଓବାଦୀମୁକ୍ତ ହେବ। କନ୍ଧମାଳ ଜିଲା ଫୁଲବାଣୀରେ ଶୁକ୍ରବାର ମାଓବାଦୀ ବିରୋଧୀ ଅପରେସନର ସମୀକ୍ଷା ସମୟରେ ଏହା କହିଛନ୍ତି ଏଡିଜି ସଞ୍ଜୀବ ପଣ୍ଡା। ସମୀକ୍ଷା ପରେ ଏଡିଜି ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ତଥ୍ୟ ପ୍ରଦାନ…

୨୭ରେ ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ

ଭୁବନେଶ୍ବର : ଶନିବାର ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ(ଇସିଆଇ) ଜ୍ଞାନେଶ କୁମାର। ସେ ୩ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ ପୁରୀରୁ…

୮ ଦିନ ପରେ ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭବାନୀପାଟଣା: କର୍ଲାପାଟ ଥାନା ଅନ୍ତର୍ଗତ ସାଏସୂର୍ଣ୍ଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ହେଇଛି। ମୃତକ ହେଉଛନ୍ତି ବିଭୀଷଣ ଗୌଡ (୪୩)। ସେ ସାଏସୂର୍ଣ୍ଣି ହାଇସ୍କୁଲରେ ରାତ୍ର ଜଗୁଆଳି ଭାବେ କାର୍ଯ୍ୟ କରୁଥିଲେ। ଗତ ପ୍ରାୟ…

ଶିଖରଚଣ୍ଡୀ ପାହାଡ଼ ନିକଟରେ ହାତୀ, ସତର୍କ କରାଇଲା ବନ ବିଭାଗ

ବାରଙ୍ଗ: ଭୁବନେଶ୍ୱର ଶିଖରଚଣ୍ଡୀ ପାହାଡ଼କୁ ପିକନିକ୍ କରିବାକୁ ଯାଉଛନ୍ତି କି ? ଯଦି ଯାଉଛନ୍ତି ଟିକେ ସାବଧାନତା ଅବଲମ୍ବନ କରନ୍ତୁ ।  କାରଣ ପାହାଡ଼ ନିକଟ ଜଙ୍ଗଲରେ ବୁଲୁଛନ୍ତି ହାତୀ ।  ଦୁଇ ବଡ଼ ଦନ୍ତାହାତୀ ଘୂରି ବୁଲୁଛନ୍ତି ପାହାଡ଼ ନିକଟରେ ।  ଆଜି ସକାଳୁ ଦୁଇଟି ଦନ୍ତା ଭରତପୁର ଜଙ୍ଗଲରୁ ଆସି ଶିଖରଚଣ୍ଡୀ ପାହାଡ଼ ନିକଟରେ ଲୁଚି ରହିଛନ୍ତି । ବନ ବିଭାଗ କର୍ମଚାରୀ ଦନ୍ତା ଦୁଇଟି ଉପରେ ନଜର ରଖିଛନ୍ତି । ଦନ୍ତା ଦୁଇଟି କିପରି ସୁରକ୍ଷିତ ଭାବେ ପୁଣି ଭରତପୁର ଜଙ୍ଗଲକୁ ଫେରିବେ ସେ ନେଇ ବନ ବିଭାଗ ଟିମ ଉଦ୍ୟମ କରୁଛି ।  ଅଞ୍ଚଳବାସୀଙ୍କୁ ସତର୍କ ରହିବାକୁ ମାଇକ ଯୋଗେ ସତର୍କ କରିଛି ବନ ବିଭାଗ ।

ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ

ରାଉରକେଲା: ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ ।  ସହରର ସ୍ବପ୍ନେଶ୍ବର ମନ୍ଦିର ନିକଟ ପାର୍କିଂରେ ଥିବା ଏକ ଘରୋଇ ବସ୍ ଜାଳିଦେଲେ ଦୁର୍ବୃତ୍ତ ।  ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି ।  ଏନେଇ ବସ୍ ମାଲିକ ଅନୟ ମଲ୍ଲିକ…

ସୀତାକୁଣ୍ଡରେ ବୁଡ଼ିଗଲେ ଦୁଇ ଯୁବକ

ମୟୁରଭଞ୍ଜ : ପିକନିକ ହେଲା କାଳ । ଶିମିଳିପାଳ ପାଦଦେଶ ସୀତାକୁଣ୍ଡ ଜଳପ୍ରାପତରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଯୁବକ ।  ଘଟଣା ସ୍ଥଳରେ ପହଞ୍ଚିଲା ଅଗ୍ନିଶମ ବାହିନୀ ।  ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର କରି ମେଡିକାଲକୁ…

ସ୍କୁଲ ପିଲାଙ୍କୁ ମିଳିବ ମାଗଣା ବସ ସେବା

ଭୁବନେଶ୍ବର:  ସ୍କୁଲ ପିଲାଙ୍କୁ ମାଗଣାରେ ବସ ସେବା । ଛାତ୍ର ଛାତ୍ରୀ ଏବେ ମାଗଣାରେ ସ୍କୁଲ ଯାଇପାରିବେ । ଏ ନେଇ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ଦ୍ୱାରା ଆଗତ ପ୍ରସ୍ତାବକୁ ଅନୁମୋଦନ କଲେ ସରକାର । ସ୍କୁଲ ପିଲା…

ପୂର୍ବତ୍ତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ବର: କୋରେଇର ପୂର୍ବତ୍ତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଭୁବନେଶ୍ୱରରେ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା । ସୂଚନା ଅନୁଯାଇ ଶ୍ରୀମତୀ ମହାନ୍ତି ଗତ କିଛିଦିନ ହେବ ଭୁବନେଶ୍ୱରର ଏମ୍ସ ମେଡିକାଲରେ ଚିକିତ୍ସିତ ହେଉଥିଲେ । ତେବେ ଆଜି ସକାଳେ ତାଙ୍କର ମୃତ୍ଯୁ ହୋଇଥିବା…

ବିଜେଡିର ୨୯ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଶଙ୍ଖ ଭବନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ, ବିଜେପି ସରକାରକୁ ଟାର୍ଗେଟ କଲେ ନବୀନ

ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ପାଳୁଛି ୨୯ତମ ପ୍ରତିଷ୍ଠା ଦିବସ ।  ଶଙ୍ଖ ଭବନରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଏହି ଅବସରରେ ସମସ୍ତଙ୍କୁ ନବୀନ ଶୁଭେଚ୍ଛା ଜଣାଇ ନିଜ ଅଭିଭାଷଣ ରଖିଥିଲେ । ଯେଉଁଥିରେ ଦଳ କରିଥିବା…

ଆଜିଠୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି

ଭୁବନେଶ୍ବର: ଆଜି ଠାରୁ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି| ସକାଳ ୧୦ରୁ ୧୧ଟା ଯାଏଁ ସରକାରୀ ଡାକ୍ତରଖାନାରେ ବହିର୍ବିଭାଗ, ଓପିଡି ବନ୍ଦ ରହିବ । ଏହାସହ ଜାତୀୟ ସ୍ବାସ୍ଥ୍ୟ ମିସନ୍‌ ପକ୍ଷରୁ ହେଉଥିବା କାର୍ଯ୍ୟକୁ ମଧ୍ୟ ବନ୍ଦ…