December 2025

ବାୟୁ ପ୍ରଦୂଷଣ: ଦିଲ୍ଲୀକୁ ପଛରେ ପକାଇଲା ଓଡିଶାର ୩ ସହର…

ଭୁବନେଶ୍ବର: ଭାରତର ରାଜଧାନୀ ଦିଲ୍ଲୀକୁ ବି ପଛରେ ପକାଇଦେଲା ଓଡ଼ିଶାର ବାୟୁ ପ୍ରଦୂଷଣ । ଓଡ଼ିଶାର କିଛି ସହରର ପ୍ରଦୂଷଣ ସ୍ତର ପୂର୍ବାହ୍ନ ୧୧ଟା ସୁଦ୍ଧା ଏତେ ମାତ୍ରାରେ ରହିଛି ଯେ, ଯାହା ଦିଲ୍ଲୀକୁ ବି ଟପିଯାଇଛି । ବାୟୁ ମାନ…

ଚଢ଼ିଗଲା ଟ୍ରାକ୍ଟର: ଶିଶୁ ମୃତ, ମାଆ ଗୁରୁତର

ଅନୁଗୋଳ: ମୃତ୍ୟୁ ଏମିତି ବି ଆସେ । ଟ୍ରାକ୍ଟର ଧକ୍କାରେ ଶିଶୁ ମୃତ, ମାଆ ଗୁରୁତର। ଅନୁଗୋଳ ଜିଲ୍ଲା କିଶୋର ନଗର ଥାନା କରମକଟା ଗାଁରେ ଅଘଟଣ। ଗାଁ ଦାଣ୍ଡର ଡ୍ରେନ କଡ଼ରେ ବସିଥିଲେ ମାଆ ଓ ପୁଅ । ଖରା…

ବନ୍ଧା ହେଲେ ସମ୍ବଲପୁର ସେଟଲମେଣ୍ଟ ଅଫିସର ବରିଷ୍ଠ ରାଜସ୍ବ ସହାୟକ

ଭୁବନେଶ୍ୱର : ସମ୍ବଲପୁର ସେଟଲମେଣ୍ଟ ଅଫିସର ବରିଷ୍ଠ ରାଜସ୍ବ ସହାୟକ ଗିରଫ । ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ବାସୁଦେବ ଭୋଇଙ୍କୁ ବାନ୍ଧିଲା ଭିଜିଲାନ୍ସ । ତାଙ୍କର ବରଗଡ଼ ସହରରେ ଏକ ବହୁତଳ କୋଠା, ସମ୍ବଲପୁର ସହରରେ ଗୋଟିଏ ବିଲଡିଂ…

ଏନକାଉଣ୍ଟର, ମାଓ ନେତା ଗଣେଶ ଉଇକେ ସମେତ ୪ ମୃତ

କନ୍ଧମାଳ: କନ୍ଧମାଳ ସୀମାରେ ବଡ଼ ଧରଣର ଏନକାଉଣ୍ଟର । ସୁରକ୍ଷାକର୍ମୀଙ୍କ ୨୩ ଟିମ୍ ର ଯୁଗ୍ମ ଅପରେସନରେ ଥରିଲା ମାଓଗଡ଼ । ଟପ୍ ମାଓ ନେତା ଗଣେଶ ଉଇକେ ସମେତ ୪ ମୃତ। ମାଓବାଦୀଙ୍କ କେନ୍ଦ୍ରୀୟ କମିଟି ସଦସ୍ୟ ଏବଂ ଓଡ଼ିଶାରେ…

ବ୍ରିଜରୁ ଖସିଲା ବାଇକ, ୨ ମୃତ

ନୂଆପଡ଼ା: ବ୍ରିଜରୁ ଖସିଲା ବାଇକ, ୨ ମୃତ । ନୂଆପଡ଼ା ଜିଲ୍ଲା କୋମନା ଥାନା ହାତୀସରା ବ୍ରିଜ ତଳକୁ ଖସି ପଡିଲା ବାଇକ୍ । ଘଟଣାସ୍ଥଳରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି…

ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଅଭାବନୀୟ ଘଟଣା । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ ଶ୍ୱଶୁର ଆଗରେ ସ୍ତ୍ରୀ କୁ ହତ୍ୟା କଲା ନିଶାସକ୍ତ ସ୍ୱାମୀ । ବଲାଙ୍ଗିର ଦେଓଗାଁ ଥାନା ଜୁର୍ଲାକାନି ଗାଁରେ ଘଟଣା ଘଟିଛି। ମୃତକ ହେଲେ…

ମହୁମାଛି ଆକ୍ରମଣ ଭୟରେ ପାଣିରେ ବୁଡ଼ି ରହିଲେ; ଚାଲିଗଲା ଯୁବକଙ୍କ ଜୀବନ

ସମ୍ବଲପୁର: ସମ୍ବଲପୁର ଜିଲା ମହୁଲପାଲି ଥାନା ବ୍ରାହ୍ମଣଡିହି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଭୟରେ ଜଣେ ଯୁବକ ପୋଖରୀରେ ବୁଡ଼ି ରହିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।…

୩ ଖଣିରେ ରହିଛି ୧୫୮୬ କି.ଗ୍ରା. ସୁନା: ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଭୁବନେଶ୍ବର: ରାଜ୍ୟରେ ସନ୍ଧାନ ମିଳିଥିବା ୩ଟି ସୁନା ଖଣିରେ ୧୫୮୬ କିଲୋଗ୍ରାମ ସୁନା ରହିଛି। ଏହା କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ରାଜ୍ୟ ସରକାର ଏହି ୩ଟି ସୁନା ଖଣିକୁ ନିଲାମ କରିବେ। ନିଲାମ ପ୍ରକ୍ରିୟା ଚାଲିଛି। ଏ…

ଆଦିବାସୀ ଇଲାକାରେ ଅଜଣା ରୋଗ ଆତଙ୍କ ! ୧୫ ଦିନରେ ଗଲାଣି ୧୦ ଜୀବନ

ବାଲେଶ୍ଵର: ଆଦିବାସୀ ଇଲାକାରେ ଏବେ ହାହାକାର ପରିସ୍ଥିତି । ଅଜଣା ରୋଗ ବ୍ୟାପିବା ଯୋଗୁଁ ଏବେ ସମସ୍ତେ ଚିନ୍ତାରେ । ମାତ୍ର ଗୋଟିଏ ପଞ୍ଚାୟତରେ ୧୫ଦିନ ଭିତରେ ୧୦ରୁ ଅଧିକ ଆଦିବାସୀଙ୍କ ମୁଣ୍ଡ ଗଡ଼ିଲାଣି । ବାଲେଶ୍ୱର ଜିଲାର ନୀଳଗିରି ଅଞ୍ଚଳଟି…

ରେଡ୍‌ ଫ୍ଲାଗ୍‌ ଅନ୍ତର୍ଭୁକ୍ତ ହେଲା ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା

ଭୁବନେଶ୍ୱର: ରେଡ୍‌ ଫ୍ଲାର୍ଗ ଅନ୍ତର୍ଭୁକ୍ତ ହୋଇଛି ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା । ଏନେଇ ସୂଚନା ଦେଇଛନ୍ତି ପୁଲିସ ଡିଜି ୱାଇ.ବି.ଖୁରାନିଆ । ଡିଜିପି କହିଛନ୍ତି ଯେ ଅଭିଯୁକ୍ତକୁ ଜଗତସିଂହପୁରରୁ ଗିରଫ କରାଯାଇଛି । ମାମଲାର ତ୍ୱରିତ ତଦନ୍ତ…