ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣା : ଜଗତସିଂହପୁରରୁ ମୁଖ୍ୟ ଅଭିଯୁକ୍ତ ଗିରଫ, ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍‌ର ଛାନଭିନ

ଭଦ୍ରକ ୨୪।୧୨: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ । ଜଗତସିଂହପୁରରୁ ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୋଲିସ । ମୁଖ୍ୟ ଅଭିଯୁକ୍ତ ଗିରଫ ନେଇ ସୂଚନା ଦେଲେ…

ବିବାଦ ଘେରରେ ଓଡ଼ିଶା ସାଇକେଲିଂ ଆସୋସିଏସନ୍

କଟକ ୨୪।୧୨: ବିବାଦ ଘେରରେ ଓଡ଼ିଶା ସାଇକେଲିଂ ଆସୋସିଏସନ୍ । ଉତ୍ତରାଖଣ୍ଡରେ ଆୟୋଜିତ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଯାଇଥିବା ଖେଳାଳି ମାନଙ୍କୁ ମୁଣ୍ଡ ମାଲିସ ଓ ଘସା ମୋଡାରେ ଲଗାଇବା ସହ କୋଚ୍‌ ମାଡ଼ ମାରିଥିଲେ ଫିଟର…

ଓଡିଶା କୋଟିଆର ମାଆ, ଆନ୍ଧ୍ର ହେଉଛି ମାଉସୀ- ରାଜସ୍ଵମନ୍ତ୍ରୀ

ଭୁବନେଶ୍ୱର- ଆନ୍ଧ୍ର ଅଧିକାରୀ ମାନେ କୋଟିଆକୁ ପ୍ରବେଶ କଲେ ସେମାନଙ୍କୁ ବନ୍ଧାଯିବ ବୋଲି ଓଡିଶାର ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। କୋଟିଆ ପ୍ରସଙ୍ଗକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଆନ୍ଧ୍ରର ଲୋକମାନେ କୋଟିଆକୁ ବୁଲିବାକୁ ଆସିପାରିବେ ବୋଲି ବୈଠକ…

ଅନୁ ଗର୍ଗ ହେଲେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରୁ ନେବେ ଦାୟିତ୍ବ

ଭୁବନେଶ୍ଵର: ବରିଷ୍ଠ ପ୍ରଶାସନିକ ଅଧିକାରୀ ଅନୁ ଗର୍ଗ ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ। ନୂଆ ବର୍ଷରୁ ଦାୟିତ୍ଵ ଗ୍ରହଣ କରିବେ ଅନୁ ଗର୍ଗ। ୧୯୯୧ ବ୍ୟାଚର ଆଇଏଏସ ଅଫିସର ଅନୁ ବର୍ତ୍ତମାନ ମୁଖ୍ୟ ଶାସନ ସଚିବ ଥିବା ମନୋଜ ଆହୁଜାଙ୍କ…

୪୦% ପ୍ରଦୂଷଣ ଆମ ପାଇଁ ହୋଇଛି : ନୀତିନ ଗଡକରୀ

ନୂଆଦିଲ୍ଲୀ : ଦିଲ୍ଲୀର ଗମ୍ଭୀର ପ୍ରଦୂଷଣ ଉପରେ ଚିନ୍ତା ପ୍ରକାଶ କରି, କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ସ୍ୱୀକାର କରିଛନ୍ତି ଯେ ଯାନବାହାନରୁ ନିର୍ଗତ ଧୂଆଁ ପାଇଁ ୪୦% ପ୍ରଦୂଷଣ ହୋଇଛି । ଏହାସହ ପ୍ରତିବର୍ଷ…

ଶେଖ ହସିନାଙ୍କ ପରି ହେବ ଅବସ୍ଥା, ବାଂଲାଦେଶ ଛାଡ଼ି ପଳାଇବ; ମହମ୍ମଦ ୟୁନୁସଙ୍କୁ ଚେତାବନୀ ଦେଲେ ହାଦିଙ୍କ ଭାଇ

ନୂଆଦିଲ୍ଲୀ: ବାଂଲାଦେଶରେ ଗତ ବର୍ଷ ଜୁଲାଇ ବିଦ୍ରୋହର ନେତା ଶରିଫ ଉସମାନ ହାଦିର ହତ୍ୟା ପରେ ସ୍ଥିତି ଖରାପ ହୋଇଛି । ଦେଶରେ ପୁଣି ଥରେ ହିଂସା ଆରମ୍ଭ ହୋଇଛି । ଏବେ ହାଦିର ଭାଇ ମହମ୍ମଦ ୟୁନୁସର ନେତୃତ୍ୱାଧୀନ ଅନ୍ତରୀଣ…

ଟ୍ରେନ ଇଂଜିନରେ ଧକ୍କା ହେଲା ଟ୍ରାକ୍ଟର, ଟଳିଲା ବଡ଼ ଦୁର୍ଘଟଣା

ବିହାର : ବିହାର ଭୋଜପୁର ଜିଲ୍ଲାରେ ଅଳ୍ପକେ ଟଳିଲା ବଡ଼ ରେଳ ଦୁର୍ଘଟଣା । ଆରାରୁ ସସାରାମ ଯାଉଥିବା ପାସେଞ୍ଜର ଟ୍ରେନ ଯାଉଥିବା ବେଳେ ଟ୍ରାକରେ ଟ୍ରାକ୍ଟର ସହିତ ଜୋରଦାର ଧକ୍କା ହୋଇଥିଲା । ଧକ୍କା ଏତେ ଭୟଙ୍କର ଥିଲା ଯେ, ଟ୍ରାକ୍ଟରର…

ଲଣ୍ଡନ-ହାଇଦ୍ରାବାଦ ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ

ନୂଆଦିଲ୍ଲୀ: ଲଣ୍ଡନରୁ ହାଇଦ୍ରାବାଦ ଅଭିମୁଖେ ଉଡାଣ କରୁଥିବା ଏକ ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ ମିଳିଛି । ବିମାନଟି ଅବତରଣ କରିବା ପରେ ବିମାନବନ୍ଦର କର୍ତ୍ତୃପକ୍ଷ ପ୍ରୋଟୋକଲ ଅନୁଯାୟୀ ବିମାନକୁ ପୃଥକୀକରଣ କରିବା ସହ ସାମଗ୍ରୀ ଏବଂ ଯାତ୍ରୀମାନଙ୍କର ଯାଞ୍ଚ…

ବାଂଲାଦେଶ ହିଂସା : ଦିଲ୍ଲୀରେ ବିଶ୍ବହିନ୍ଦୁ ପରିଷଦର ପ୍ରତିବାଦ

ନୂଆଦିଲ୍ଲୀ: ବାଂଲାଦେଶ ହିଂସା ଘଟଣାରେ ଦିଲ୍ଲୀରେ ବାଂଲାଦେଶ ହାଇକମିଶନ କାର୍ଯ୍ୟାଳୟ ବାହାରେ ବିଶ୍ବ ହିନ୍ଦୁ ପରିଷଦ ସଦସ୍ୟ ପ୍ରତିବାଦ କରିଛନ୍ତି । ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା କାରଣରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବାଂଲାଦେଶରେ ହିନ୍ଦୁ ଯୁବକ ଦିପୁ ଚନ୍ଦ୍ର…

ଅଡୁଆରେ କାର୍ତ୍ତି ଚିଦାମ୍ବରମ: ଦିଲ୍ଲୀ କୋର୍ଟରେ ଚାର୍ଜ ଫ୍ରେମ୍‌

ନୂଆଦିଲ୍ଲୀ: ଦିଲ୍ଲୀର ଏକ କୋର୍ଟ ଚୀନ୍‌ ଭିସା ଦୁର୍ନୀତି ମାମଲାରେ କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କ ବିରୋଧରେ ହୋଇଥିବା ଅଭିଯୋଗର ଫଇସଲା କରିଛନ୍ତି। ରାଉଜ୍‌ ଆଭେନ୍ୟୁ କୋର୍ଟ ଏହି ମାମଲାରେ ସାଂସଦ ଚିଦାମ୍ବରମ୍‌ ଏବଂ ଅନ୍ୟାନ୍ୟ ବ୍ୟକ୍ତିଙ୍କ ବିରୋଧରେ ଅପରାଧିକ ଷଡଯନ୍ତ୍ରର…