ଇଣ୍ଡୋନେସିଆରେ ସଡ଼କ ଦୁର୍ଘଟଣା, ୧୬ ମୃତ
ଇଣ୍ଡୋନେସିଆ : ଇଣ୍ଡୋନେସିଆର ସେଣ୍ଟ୍ରାଲ ଜାବା ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦେଖିବାକୁ ମିଳିଛି । ଗତକାଲି ସକାଳେ ସେମାରାଙ୍ଗ ସହରରେ ଏକ ଦ୍ରୁତଗାମୀ ବସ୍ ହଠାତ୍ ନିୟନ୍ତ୍ରଣ ହରାଇ ଓଲଟି ପଡିଥିଲା । ଯାହାଫଳରେ ଘଟଣାସ୍ଥଳରେ ୧୬ ଜଣ ଯାତ୍ରୀଙ୍କ…
ଇଣ୍ଡୋନେସିଆ : ଇଣ୍ଡୋନେସିଆର ସେଣ୍ଟ୍ରାଲ ଜାବା ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦେଖିବାକୁ ମିଳିଛି । ଗତକାଲି ସକାଳେ ସେମାରାଙ୍ଗ ସହରରେ ଏକ ଦ୍ରୁତଗାମୀ ବସ୍ ହଠାତ୍ ନିୟନ୍ତ୍ରଣ ହରାଇ ଓଲଟି ପଡିଥିଲା । ଯାହାଫଳରେ ଘଟଣାସ୍ଥଳରେ ୧୬ ଜଣ ଯାତ୍ରୀଙ୍କ…
ନୂଆଦିଲ୍ଲୀ: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ । ଭାରତର ଭିସା ସେବା ବନ୍ଦ କରିବା ନିଷ୍ପତ୍ତି ପ୍ରତିବାଦରେ ବାଂଲାଦେଶ ଏହି ନିଷ୍ପତ୍ତି ନେଇଛି । ବାଂଲାଦେଶର ବିଚ୍ଛିନ୍ନତାବାଦୀ ନେତା ଶରିଫ ଉସମାନ ହାଦିଙ୍କ ମୃତ୍ୟୁ ପରେ ଦୁଇ ଦେଶ…
କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ପୁଲିସ ମଙ୍ଗଳବାର ୭ ଶିଶୁଙ୍କ ସହିତ ୯ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଶ୍ରମିକମାନଙ୍କ ମଧ୍ୟରେ ୪ପୁରୁଷ ଓ ୫ମହିଳା ରହିଛନ୍ତି। ସୂଚନା ଅନୁସାରେ, ତୁରେକେଲା ଥାନା ଧୁସାମୁଣ୍ଡା ଗ୍ରାମର ସର୍ଦ୍ଦାର ସୁଜନ ଘିଭେଲା…
ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ(ଏସସିବି) ମେଡିକାଲ କଲେଜରେ ତିଆରି ହେବ ୧୭ ମହଲା ବିଶିଷ୍ଟ ପାର୍କିଂ ଅଟ୍ଟାଳିକା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିବା ସମୟରେ…
କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ନାରାୟଣପୁର ପଞ୍ଚାୟତ ପଡ଼େଇକାନୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ମଙ୍ଗଳବାର ଜଣେ ଡଙ୍ଗରିଆ କନ୍ଧ ମହିଳାଙ୍କ ମୃତଦେହ ଜବତ କରିଛି ପୁଲିସ। ପୁଲିସ କହିବା ଅନୁଯାୟୀ, କିଛି ଲୋକ ସକାଳେ ଶୌଚ ପାଇଁ ଯାଉଥିବା…
ରାଇକିଆ: କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ଦେଶ ଗଠନ ପାଇଁ ଲକ୍ଷ୍ୟ ରଖିଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୁଲିସ ମାଓବାଦର ମୂଳୋତ୍ପାଟନ ପାଇଁ ପ୍ରୟାସ କରୁଛି। ଏ ଦିଗରେ ପୁଲିସ ବ୍ୟାପକ ସଚେତନତା ସୃଷ୍ଟି କରିବା…
ଭୁବନେଶ୍ବର: ଖଣି ନିଲାମ କରିବା ପ୍ରସଙ୍ଗରେ ବଡ ବୈଠକ ଡାକିଲେ ରାଜ୍ୟ ସରକାର ।ଏହି ପ୍ରସଙ୍ଗରେ ଆସନ୍ତା ବର୍ଷ ଜାନୁଆରୀ ୩ ତାରିଖ ଅପରାହ୍ମ୪ ଟାରେ ଇସ୍ପାତ ଓ ଖଣିବିଭାଗ ର ଗୁରୁତ୍ଵପୁର୍ଣ୍ଣ ବୈଠକ ବସିବା ନେଇ ଜଣାପଡିଛି। ଏହି ବୈଠକରେ…
ଭୁବନେଶ୍ବର: ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଇଁ ଦ୍ଵେତନଗର ଭୁବନେଶ୍ଵର ଏବଂ କଟକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହି ଦୁଇଟି ଦିନ ପାଇଁ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଉଭୟ ସହରରେ ଅଧିକ ୧୫ ପ୍ଲାଟୁନ ଫୋର୍ସ ନିୟୋଜିତ…
କଟକ: ବିଧାୟକଙ୍କ ଦରମା ବୃଦ୍ଧି ମାମଲା । ହାଇକୋର୍ଟରେ ବିଧାୟକଙ୍କ ଦରମା ବୃଦ୍ଧି ମାମଲା ଗ୍ରହଣ ହେଲା ନାହିଁ । AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ ଯୁକ୍ତି ପରେ ଗ୍ରହଣ କଲେନି ହାଇକୋର୍ଟ । ପ୍ରିମାଚ୍ୟୁର କହି ମାମଲାକୁ ଗ୍ରହଣ କଲେନି…
ଭୁବନେଶ୍ବର: ଟ୍ରେନର ଶୌଚାଳୟ ପାଖରେ ବସି ଓଡ଼ିଶାର କୁସ୍ତି ଖେଳାଳି ଉତ୍ତରପ୍ରଦେଶ ଯିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାର ସତ୍ୟାସତ୍ୟ ଉପରେ ସରକାର ଅନୁଧ୍ୟାନ…