ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୨୨ ହାର୍ଡକୋର ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ୨୨ ଜଣ ମାଓବାଦୀ ପୋଲିସ ସମ୍ମୁଖରେ ଅସ୍ତ୍ରଶସ୍ତ୍ର ସହିତ ଆତ୍ମସମର୍ପଣ କରିଛନ୍ତି । ରାଜ୍ୟ ସରକାର ମାଓବାଦୀଙ୍କ ଉପରେ ପୁରସ୍କାର ବୃଦ୍ଧି କରିବା ପରେ ଏହି ଆତ୍ମସମର୍ପଣ ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଥିବା କୁହାଯାଉଛି ।…

ଚାଷୀ ଆନ୍ଦୋଳନ ପାଇଁ ଯାତ୍ରୀ ହନ୍ତସନ୍ତ, ୪ଟି ବ୍ଲକରେ ଅଖ ଚକ ଠପ୍

ଉମରକୋଟ : ଧାରଣାରେ ଚାଷୀ, ଯାତ୍ରୀ ହନ୍ତସନ୍ତ ।  ନବରଙ୍ଗପୁର ଜିଲ୍ଲାରେ ଦ୍ବିତୀୟ ଦିନରେ ପହଂଚିଛି ଚାଷୀ ଆନ୍ଦୋଳନ ।  ୪ଟି ବ୍ଲକରେ ଠପ୍ ହୋଇଯାଇଛି ଚକ ଓ ଅଖ ।  ଗୁରୁତର ପ୍ରଭାବ ପଡିଛି ସାଧାରଣ ପରିବହନ ସେବା ଉପରେ । …

ନୂଆବର୍ଷରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା, କେବଳ ସିଂହଦ୍ଵାର ଦେଇ ପ୍ରବେଶ

ପୁରୀ : ଦିନକ ପରେ ବଡ଼ ଦିନ ।  ଖ୍ରୀଷ୍ଟମାସ ଏବଂ ନୂଆ ବର୍ଷରେ ଶ୍ରୀ ମନ୍ଦିରରେ ଲାଗିବ ଭକ୍ତଙ୍କ ଭିଡ଼ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଉଛି ସ୍ୱତନ୍ତ୍ର ବ୍ୟବସ୍ଥା…

ପଲ୍ୟୁସନ ସାର୍ଟିଫିକେଟ ପାଇଁ ଏବେଠୁ ରାଜଧାନୀରେ ଗାଡ଼ି ଚାଳକଙ୍କ ଲମ୍ବାଲାଇନ୍

ଭୁବନେଶ୍ୱର : ଗାଡ଼ିଚାଳକଙ୍କୁ ଘାରିଲାଣି ପଲ୍ୟୁସନ ସାର୍ଟିଫିକେଟ ଭୟ । ରାଜଧାନୀରେ ଦେଖିବାକୁ ମିଳିଛି ଲମ୍ବାଲାଇନ । ଅଧିକ ଫାଇନ ଓ ପେଟ୍ରୋଲ ନ ମିଳିବା ଭୟରେ PUCC ପଏଣ୍ଟମାନଙ୍କରେ ଲାଗିଛି ଏହି ଲମ୍ବା ଲାଇନ । ବାଇକ ଅଟୋ ଓ କାର…

ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ , ୨୦ ଛାତ୍ରଛାତ୍ରୀ ଆହତ

ବିନିକା: ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ । ୨୦ ସ୍କୁଲ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସୋନପୁର ଡୁଙ୍ଗୁରିପାଲି ନିକଟରେ ଜାତୀୟ ରାଜପଥ ୧୨୬(A)ରେ ମଙ୍ଗଳବାର ସ୍କୁଲ ପିକନିକ୍ ପାଇଁ ଯାଉଥିବା ଗୋଟିଏ ବସ୍ ଏକ ଟ୍ରାକ୍ଟରକୁ ଧକ୍କା ଦେଇଥିଲା।…

ମାର୍ବାଡ଼ ମହୋତ୍ସବରେ ଯୋଗ ଦେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଓ ଲୋକସଭା ବାଚସ୍ପତି

ସମ୍ବଲପୁର: ସମ୍ବଲପୁରରେ ଲୋକସଭା ସାଂସଦ ଓମ ବିର୍ଲା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ସମ୍ବଲପୁରରେ ଆୟୋଜିତ ମାରୱାଡ଼ ମହୋତ୍ସବର ଉଦଯାପନୀ ସମାରୋହରେ ଯୋଗ ଦେଇଛନ୍ତି ।  ରାଜସ୍ଥାନ ଫାଉଣ୍ଡେସନ ଏବଂ ଖେତରାଜପୁର ମାରୱାଡ଼ି ଯୁବ ମଞ୍ଚ…

କେବେ ଦୂର ହେବ ମଣ୍ଡି ସମସ୍ୟା ? ଶୀତ କାକରରେ ସାରା ରାତି ଧାରଣାରେ ବସିଲେ ଚାଷୀ

ଉମରକୋଟ: ସରୁନି ମଣ୍ଡି ସମସ୍ୟା ।  ପ୍ରବଳ ଥଣ୍ଡାକୁ ଖାତିର ନକରି ହାକ ପାଇଁ ରାଜରାସ୍ତାରେ ଧାରଣା ।  ଶୀତ କାକରରେ ରାତି ସାରା ଧାରଣାରେ ବସିଛନ୍ତି ଚାଷୀ ।  ଧାନ ଓ ମକା ଅଭାବୀ ବିକ୍ରିକୁ ନେଇ ନବରଙ୍ଗପୁର ଜିଲ୍ଲାର ୩ଟି…

ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କଲେ ପୂର୍ବତନ ଆଇଜି

ପଞ୍ଜାବ: ପଞ୍ଜାବର ପୂର୍ବତନ ଆଇଜି ତଥା ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ଅମର ସିଂହ ଚହଲ ସୋମବାର ନିଜକୁ ଗୁଳି କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଚହଲଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି।…

ବାଂଲାଦେଶରେ ହାଦୀ ପରେ ଆଉ ଜଣେ ନେତାଙ୍କୁ ଗୁଳି

ବାଂଲାଦେଶ: ବାଂଲାଦେଶରେ ଥମୁନି ହିଂସା। ଯୁବନେତା ଶରିଫ ଓସମାନ ବିନ୍‌ ହାଦୀଙ୍କୁ ହତ୍ୟା କରାଯିବା ପରେ ଦେଶରେ ହିଂସା ଉଗ୍ର ରୂପ ନେଇଥିବାବେଳେ ସୋମବାର ଆଉ ଜଣେ ନେତାଙ୍କୁ ଗୁଳି କରାଯାଇଛି। ସେହି ନେତା ଜଣକ ହେଉଛନ୍ତି ମହମ୍ମଦ ମୋତାଲେବ ସିକ୍‌ଦାର।…

ଲାଞ୍ଚ ନେଇ ବନ୍ଧା ହେଲେ ଲେଫ୍ଟନାଣ୍ଟ କର୍ଣ୍ଣେଲ

ନୂଆଦିଲ୍ଲୀ: ତିନି ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ସିବିଆଇ ପକ୍ଷରୁ  ସେନାରେ କାର୍ଯ୍ୟରତ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲଙ୍କୁ ଗିରଫ କରାଯାଇଛି। ​‌େ​‌ଡପୁଟେସନରେ ଆସିଥିବା ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମା ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନସ୍ଥ ପ୍ରତିରକ୍ଷା ଉତ୍ପାଦନ ବିଭାଗରେ…