December 2025

ଓଟିପି ପଠାଇ ଯୁବକଙ୍କଠାରୁ ସାଇବର ଠକ ଲୁଟି ନେଲେ ୪ ଲକ୍ଷ ଟଙ୍କା

ତାଳଚେର : ସାଇବର ଠକଙ୍କ ପଞ୍ଝାରେ ଯୁବକ । ଓଟିପି ପଠାଇ ଲୁଟି ନେଲେ ନଗଦ ୪ ଲକ୍ଷ ୩୬ ହଜାର ଟଙ୍କା । ତାଳଚେର ଥାନା ସହ ସାଇବର ଥାନାର ଦ୍ୱାରସ୍ଥ ହେଲେ ତାଳଚେର ଧରମପୁର ଗାଁର ସୁଶାନ୍ତ ସାହୁ…

ସ୍କୁଲ ଭଙ୍ଗା ଯିବା ନୋଟିସ ଆସିବା ପରେ ତାତିଲେ ଛାତ୍ରଛାତ୍ରୀ, ୪ କିଲୋମିଟର ଚାଲି ଜିଲ୍ଲାପାଳଙ୍କ ଅଫିସକୁ ଗଲେ

ଉଦଳା : ଛାତ୍ରଛାତ୍ରୀଙ୍କ ନିଆରା ପ୍ରତିବାଦ । ୪ କିଲୋମିଟର ଚାଲି ଚାଲି ଗଲେ , ଜିଲ୍ଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଆଗରେ ପାଠ ପଢ଼ିଲେ । ନିଜ ସ୍କୁଲକୁ ବଞ୍ଚାଇବା ପାଇଁ ଏଭଳି ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି ମୟୂରଭଞ୍ଜ…

ଖାଦ୍ୟ ବିଷକ୍ରିୟା, ଚାଲିଗଲା ପରିବାରର ୩ ଜୀବନ

ଢେଙ୍କାନାଳ: ରାତିରେ ପୁରା ପରିବାର ବେଶ ହସ ଖୁସିରେ ଖାଇକି ଶୋଇଲେ କିନ୍ତୁ କିଏ ଜାଣିଥିଲା ସେହି ରାତି ପାଲଟିଯିବ ସେମାନଙ୍କ ପାଇଁ ଶେଷ ରାତି । ଆପଣ ଯଦି ଏପରି କିଛି ଖାଦ୍ୟ ଖାଇ ରାତିରେ ଶୋଉଛନ୍ତି ତେବ ହୋଇଯାଆନ୍ତୁ…

କୋରାପୁଟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ଉଦଘାଟନ ହେଲା ୧୬ଟି ପ୍ରକଳ୍ପ

ଜୟପୁର: କୋରାପୁଟକୁ ୫୪୫ କୋଟିର ଭେଟି । ପରବର ଚତୁର୍ଥ ସନ୍ଧ୍ୟାରେ ଯୋଗଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ ଉପହାର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଜିଲ୍ଲା ପାଇଁ ୫୪୫ କୋଟିରେ ୮୬ଟି ପ୍ରକଳ୍ପ ରହିଛି । ୫୨୧ କୋଟି…

ଏପର୍ଯ୍ୟନ୍ତ ନବରଙ୍ଗପୁରର କୌଣସି ମଣ୍ଡିରୁ ଉଠିନି ଧାନ, ଚାଷୀ ଅସନ୍ତୁଷ୍ଟ

ଉମରକୋଟ: ନବରଙ୍ଗପୁରର କୌଣସି ମଣ୍ଡିରୁ ଏପର୍ଯ୍ୟନ୍ତ ଉଠିନି ଧାନ। ତାତିଲେ ଚାଷୀ । ରାଜରାସ୍ତାରେ ବସିଲେ । ନବରଙ୍ଗପୁର ଜିଲ୍ଲାର ୩ଟି ବ୍ଲକ ତଥା ଉମରକୋଟ, ଝରୀଗାଁ ଓ ରାଇଘର ବ୍ଲକରେ ଚକଅଖ ବନ୍ଦ କଲେ ଚାଷୀ । ଆଜିଠାରୁ ଆସନ୍ତା…

ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ଗଲା ରୋଗୀର ଜୀବନ, ହସପିଟାଲ ସିଲ୍

ବ୍ରହ୍ମପୁର: ରୋଗୀ ମୃତ୍ୟୁ ପରେ ହସପିଟାଲ ସିଲ୍ । ଗତକାଲି ରୋଗୀ ମୃତ୍ୟକୁ ନେଇ ଉତ୍ତେଜନା ପରେ ସିଲ୍ ହେଲା ହସପିଟାଲ । ହସପିଟାଲ ସମ୍ମୁଖରେ ଧାରଣାରେ ବସିଥିଲେ ପରିବାରଲୋକେ । ଜିଲ୍ଲା ପ୍ରଶାସନ ପକ୍ଷରୁ ହସପିଟାଲକୁ ସିଲ୍ କରାଯାଇଛି ।…

ଜୀବନ ନେବାକୁ ହ୍ୟୁମାନଙ୍କୁ ବିଷ ଦିଆଯାଇଥିବା ଆଶଙ୍କା

ଭୁବନେଶ୍ବର: ହ୍ୟୁମାନଙ୍କ ମୃତ୍ୟୁ ପଛରେ ସାଂଘାତିକ ଷଡ଼ଯନ୍ତ୍ର । ଜୀବନ ନେବାକୁ ବିଷ ଦିଆଯାଇଥିବା ଆଶଙ୍କା । ମାଆ ଶେଫାଳୀ ସୁନାଙ୍କ ଥାନାରେ ଏତଲା ପରେ ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ନୂଆ ମୋଡ଼ । ପୁଅ ମୃତ୍ୟୁର ପ୍ରାୟ ଦେଢ ମାସ…

ଆଇଆଇସିଙ୍କୁ ଗାଡ଼ି ମଡ଼ାଇ ହତ୍ୟା ଉଦ୍ୟମ

ଅନୁଗୋଳ: ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ । ଅନୁଗୋଳ ସାଇବର ଥାନା ଅଧିକାରୀ ଖଲେଶ୍ୱର ସେଠିଙ୍କୁ ହତ୍ୟା ଉଦ୍ୟମ । ରାତି ଅଧରେ ବସ ଚଢାଉ ହତ୍ଯା ଉଦ୍ୟମ କଲେ ଦୁର୍ବୃତ୍ତ । ବାଇକ୍ ରେ ଯାଉଥିବାବେଳେ ଗାଡ଼ି…

ଅଗ୍ନିବୀରଙ୍କୁ ଆଶ୍ବସ୍ତି, ସୀମା ସୁରକ୍ଷା ବଳ ନିଯୁକ୍ତିରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା

ନୂଆଦିଲ୍ଲୀ : ଅଗ୍ନିବୀର ଯବାନଙ୍କୁ ବଡ଼ ଆଶ୍ବସ୍ତି । ସୀମା ସୁରକ୍ଷା ବଳ (BSF) କନଷ୍ଟେବଳ ନିଯୁକ୍ତିରେ ପୂର୍ବତନ ଅଗ୍ନିବୀରଙ୍କ ପାଇଁ କୋଟାକୁ ୧୦ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିଛି । ମନ୍ତ୍ରଣାଳୟ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି…

VB G RAM G ବିଲକୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ଇତିହାସ ପାଲଟିଲା ମନରେଗା । VB G RAM G ବିଲକୁ ମିଳିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ । ରାଷ୍ଟ୍ରପତିଙ୍କ ଅନୁମୋଦନ ସହ ଆଇନରେ ପରିଣତ ହୋଇଛି VB G RAM G । ନୂଆ ଆଇନରେ ଗ୍ରାମୀଣ…