ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି; ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଦ୍ୱାରା ପ୍ରସ୍ତୁତ କ୍ୟାଲେଣ୍ଡରରେ ଏକ ତ୍ରୁଟି ଦେଖାଯିବା ପରେ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛି ମନ୍ଦିର ପ୍ରଶାସନ। ତ୍ରୁଟି ସମ୍ପର୍କରେ ଚିନ୍ତା ପ୍ରକାଶ କରି ମନ୍ଦିର…

ଶ୍ରୀମନ୍ଦିର ଜମି ବନ୍ଦୋବସ୍ତ ନୀତିରେ ସଂଶୋଧନ ନେଇ ସମୀକ୍ଷା ବୈଠକ: ବଢିବ ମନ୍ଦିର ପରିଚାଳନା ଆୟ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ହଜାର ହଜାର ଏକର ଜମି ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଅବ୍ୟବସ୍ଥିତ ଢଙ୍ଗରେ ପଡ଼ିରହିଛି। ଏଥିରୁ ଶ୍ରୀମନ୍ଦିରର କିଛି ଆୟ ମଧ୍ୟ ହେଉନାହିଁ। ଏହିସବୁ ସମସ୍ୟାର ସମାଧାନ ନେଇ ପ୍ରସ୍ତାବ ଉପରେ…

ପ୍ରସାଦ ସେବନ କରି ୫୦ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ରାଜଗଡ: ରାଜଗଡ ଜିଲାରେ ଏକ ଧାର୍ମିକସ୍ଥଳରେ ଆୟୋଜିତ ପ୍ରସାଦ ସେବନ ପରେ ୫୦ରୁ ଅଧିକ ଲୋକ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସୋମବାର ରାତିରେ ରାଜଗଡ ଜିଲା ଖିଲଚିପୁର ଥାନା ଅନ୍ତର୍ଗତ ଗାଦିୟା ଲୁହାର ଗାଁରେ ଆୟୋଜିତ ଏକ ଧାର୍ମିକ…

ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ଗୁଳି କରି ହତ୍ୟା; ହତ୍ୟାକାରୀ କହିଲା-ମୁଁ ମଜା କରୁଥିଲି

ବାଂଲାଦେଶ: ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ସେ ହେଲେ ବଜେନ୍ଦ୍ର ବିଶ୍ଵାସ(୪୨)। ଏକ କାରଖାନା ଭିତରେ ସୁରକ୍ଷାକର୍ମୀ ଭାବେ ଡ୍ୟୁଟି କରୁଥିବା ସମୟରେ ବଜେନ୍ଦ୍ରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗୁଳି କରିବା ପରେ ହତ୍ୟାକାରୀ ତାତ୍ସଲ୍ୟ କରି…

ଦେଶର ଅତ୍ୟାଧୁନିକ ହେଲିକପ୍ଟର DHRUV-NG ଉଦ୍ଘାଟିତ

ନୂଆଦିଲ୍ଲୀ: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (HAL) ଠାରେ ପରବର୍ତ୍ତୀ ପିଢ଼ିର ସିଭିଲ୍ ହେଲିକପ୍ଟର DHRUV-NG ଉଦଘାଟନ କରିଛନ୍ତି । ମନ୍ତ୍ରୀ ଶ୍ରୀ ନାଇଡୁ ଏରୋ ଇଣ୍ଡିଆ ଶୋ’ରେ HAL…

୨୦୨୬ରେ ବେଙ୍ଗଲରେ ବିଜେପି ସରକାର: ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ: ବେଙ୍ଗଲ ନିର୍ବାଚନ ପୂର୍ବରୁ କୋଲକାତାରେ ଅମିତ ଶାହଙ୍କ ରଣହୁଁକାର । ୨୦୨୬ ମସିହାରେ ବେଙ୍ଗଲରେ ବିଜେପି ସରକାର ନିଶ୍ଚିତ ବୋଲି କହିଛନ୍ତି ସୌରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ। ଆହୁରି ମଧ୍ୟ ସେ କହିଛନ୍ତି ୨୦୨୪ରେ ଓଡ଼ିଶା ଓ ଆନ୍ଧ୍ରରେ ପ୍ରଥମ…

ଘାଟିରୁ ଖସିଲା ବସ୍ : ୭ ଯାତ୍ରୀ ମୃତ, ୧୫ ଆହତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଏକ ଭୟଙ୍କର ବସ୍ ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୫ ଜଣ ଆହତ ହୋଇ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ ଉତ୍ତରଖଣ୍ଡର ଆଲମୋରା ଜିଲ୍ଲାର ଭିକିଆସେନ ନିକଟରେ ଏକ ଯାତ୍ରୀବାହୀ ବସ୍…

ପୁଟିନ୍‌ଙ୍କ ଘର ଉପରେ ଡ୍ରୋନ୍‌ ଆକ୍ରମଣ

ମସ୍କୋ- ପୁଟିନ୍‌ଙ୍କ ଘର ଉପରେ ଡ୍ରୋନ୍‌ ଆକ୍ରମଣ କରିବା ପାଇଁ ଚେଷ୍ଟା କରାଯାଇଥିବା ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ୍ ସୂଚନା ଦେଇଛନ୍ତି । ୟୁକ୍ରେନ୍‌ ଏହି ଆକ୍ରମଣ କରିବା ପାଇଁ ଉଦ୍ୟମ କରିଥିବା ସେ କହିଛନ୍ତି । ଡିସେମ୍ବର ୨୮…

୮୦ ବର୍ଷ ବୟସରେ ଆଖି ବୁଜିଲେ ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ବାଂଲାଦେଶ : ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ । ୮୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ବୟସ ଜନିତ ରୋଗରେ ପୀଡ଼ିତ ଥିଲେ । ସେ…

ନୂଆବର୍ଷରେ କାଶୀ ବିଶ୍ୱନାଥଙ୍କ ଦର୍ଶନ ଲାଗି ୨ କିଲୋମିଟର ପର୍ଯ୍ୟନ୍ତ ଲାଗିଛି ଶ୍ରଦ୍ଧାଳୁଙ୍କ ଧାଡ଼ି

ବାରାଣାସୀ: ନୂଆବର୍ଷ ପାଇଁ ଦେଶର ବିଭିନ୍ନ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି । କିଛି ସ୍ଥାନରେ ଲମ୍ବା ଧାଡ଼ି ଲାଗିଥିବାବେଳେ ଅନ୍ୟ ସ୍ଥାନରେ ଠିଆ ହେବା ପାଇଁ ଯଥେଷ୍ଟ ସ୍ଥାନ ନାହିଁ ।  ବିଶ୍ୱାସର ପରିପ୍ରକାଶକୁ ଦୃଷ୍ଟିରେ ରଖି,…