୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲେଡି IIC

ଲକ୍ଷ୍ମୀପୁର : ଭିଜିଲାନ୍ସ ଜାଲରେ ଲେଡି IIC ।  ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ଦଶମନ୍ତପୁର ଥାନା IIC ସୁକୁମା ହାଁସଦା ।  ୨୦ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ ।  କେସ୍ ଡାଏରୀ ଦାଖଲ ପାଇଁ ନେଉଥିଲେ ଲାଞ୍ଚ…

ଭଡ଼ା ଟଙ୍କା ମାଗିବାରୁ ଘର ମାଲିକାଣୀଙ୍କ ଜୀବନ ନେଲେ ଭଡ଼ାଟିଆ,

ଉତ୍ତର ପ୍ରଦେଶ: ଭଡ଼ା ଟଙ୍କା ମାଗିବାକୁ ଯାଇଥିଲେ ଯେ ଭଡ଼ାଟିଆଙ୍କ ହାତରେ ମାଲିକାଣୀଙ୍କ ଜୀବନ ଗଲା । ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଘଟଣା ପୁରା ସତ । ଉତ୍ତର ପ୍ରଦେଶର ଗାଜିଆବାଦ ଜିଲ୍ଲାରୁ ଆସିଛି ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା…

ଦୁର୍ଘଟଣାରେ ଦାଦା, ପୁତୁରା ମୃତ

ଚାନ୍ଦବାଲି : ଦୁର୍ଘଟଣାରେ ଦାଦାପୁତୁରା ମୃତ । ଏକାସାଙ୍ଗରେ ଚାଲିଗଲା ଦାଦା ଓ ପୁତୁରାଙ୍କ ଜୀବନ । ଭଦ୍ରକ ଜିଲ୍ଲା ବାଂଶଡା ଧାମରା ମୁଖ୍ୟ ରାସ୍ତାର ଗୁଆଁଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଉଭୟଙ୍କୁ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର: ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର। ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ନିଷ୍ପତ୍ତି ନେଇ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା। ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ହୋଇଛି। ଏହା ମଧ୍ୟରୁ ଗୋଟିଏ ଲେନ୍‌ ଆମ୍ବୁଲାନ୍ସ…

୨୦ ହଜାର ଟଙ୍କାରେ କରିପାରିବେ ଆପାର୍ଟମେଣ୍ଟର କମନ୍ ଏରିଆ ରେଜିଷ୍ଟ୍ରେସନ୍

ଭୁବନେଶ୍ୱର: ଆଉ ଚଳିବନି ବିଲ୍ଡରଙ୍କ ମନମାନି। ସହଜ ହେଲା ଆପାର୍ଟମେଣ୍ଟ କମନ ଏରିଆ ପଞ୍ଜିକରଣ। ଆପାର୍ଟମେଣ୍ଟର କମନ ଏରିଆ ବା ସର୍ବସାଧାରଣ ଅଞ୍ଚଳ ପଞ୍ଜିକରଣକୁ ନେଇ ଉପୁଜିଥିବା ଦ୍ବନ୍ଦ୍ବ ଦୂର ହୋଇଛି। ରାଜ୍ୟ ସରକାର ଏହି ପଞ୍ଜିକରଣକୁ ସହଜ କରିଛନ୍ତି। ରିଅଲ…

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ

ମାଲକାନଗିରି : ଟଳିପଡିଲେ ୩ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲା ଗୋଲାପାଲ୍ଲୀ ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା । ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ…

ଲୋକସଭାରେ ତିନିଦିନ ଉପସ୍ଥିତ ପାଇଁ କଂଗ୍ରେସ ସାଂସଦଙ୍କୁ ହ୍ୱିପ୍ ଜାରି

ନୂଆଦିଲ୍ଲୀ: କଂଗ୍ରେସ ଲୋକସଭାରେ ଏକ ସଚେତନ ଜାରି କରିଛି । ଦଳର ସାଂସଦମାନଙ୍କୁ ଆଗାମୀ ତିନି ଦିନ ପାଇଁ ନିମ୍ନ ସଦନରେ ଉପସ୍ଥିତ ରହିବାକୁ ବାଧ୍ୟତାମୂଳକ କରିଛି । କାରଣ ଭିବି-ଜି ରାମ୍ ଜି ଭଳି ଗୁରୁତ୍ୱପୂର୍ଣ୍ଣ ଆଇନ ଏବଂ ଭାରତର ବେସାମରିକ…

ଇଥିଓପିଆ ସଂସଦକୁ ସମ୍ବୋଦକ କଲେ ପ୍ରଧାନମନ୍ତ୍ରୀ ନେରନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଇଥିଓପିଆ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନେରନ୍ଦ୍ର ମୋଦୀ । ଆଜି ଏହି ଅବସରରେ ଇଥିଓପିଆ ସଂସଦକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଦୀ କହିଛନ୍ତି ଯେ ଏହା ମୋ ପାଇଁ ଗର୍ବର ବିଷୟ କି ଲୋକତନ୍ତ୍ରର ମହିନ୍ଦରକୁ ଆସିଛି । ବନ୍ଧୁତାର…

ଭାରତୀୟ ସେନାକୁ ମିଳିଲା ଶେଷ ଆପାଚେ ହେଲିକପ୍ଟର, ଖୁବ୍ ଶୀଘ୍ର ଯୋଧପୁର ୪୫୧ ଆର୍ମି ଏଭିଏସନ୍ ସ୍କ୍ବାଡ୍ରନରେ ହେବ ମୁତୟନ

ନୂଆଦିଲ୍ଲୀ: ଭାରତୀୟ ସେନାକୁ ବଳକା ତିନୋଟି ବୋଇଂ ଆପାଚେ ଆକ୍ରମଣକାରୀ (ଏଏଚ୬୪ଇ) ହେଲିକପ୍ଟର ମିଳିଛି । ଖୁବ୍ ଶୀଘ୍ର ହେଲିକପ୍ଟରଟି ଯୋଧପୁର ସ୍ଥିତ ସେନାର ୪୫୧ ଆର୍ମି ଏଭିଏସନ୍ ସ୍କ୍ବାଡ୍ରନ୍ ସହିତ ଯୋଗଦେବ ବୋଲି ସୂଚନା ମିଳିଛି । ସେନା ସୂଚନା ଅନୁଯାୟୀ,…

ବେଙ୍ଗାଳୁରୁରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଳିଗଲେ ଓଡ଼ିଆ ଶ୍ରମିକ

ବେଙ୍ଗାଲୁରୁ: ପୁଣି ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ । କାମ କରୁଥିବାବେଳେ ଚାଲିଗଲା ଶ୍ରମିକଙ୍କ ଜୀବନ । ବିଦ୍ୟୁତ ସଂସ୍ପର୍ଶରେ ଆସି ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । କିନ୍ତୁ ସୁରକ୍ଷା ବ୍ୟବସ୍ଥା କାହିଁକି ନଥିଲା ବୋଲି ପ୍ରଶ୍ନ କରିଛନ୍ତି ପ୍ରବାସୀ…