ଶିଳ୍ପା ସେଟ୍ଟୀଙ୍କ ପବରେ ଆୟକର ବିଭାଗର ଚଢ଼ାଉ

ବେଙ୍ଗାଲୁରୁ : ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସହ ମାଲିକାନା ଲଗଜରି ରେଷ୍ଟୁରାଣ୍ଟ ‘ବାସ୍ତିଆନ୍ ବିରୋଧରେ ବେଙ୍ଗାଲୁରୁ ପୋଲିସ ପକ୍ଷରୁ ମାମଲା ରୁଜୁ । ଅନୁମୋଦିତ ସମୟଠାରୁ ଅଧିକ ସମୟ ଧରି ପବ ଖୋଲିଥିବାରୁ ବାଷ୍ଟିଆନ୍ ଗାର୍ଡେନ୍ ସିଟି ସମେତ ବେଙ୍ଗାଲୁରୁର ଦୁଇଟି…

ପୁଣି ୧୦ ସ୍କୁଲକୁ ବୋମା ଧମକ, ଛୁଟି ଘୋଷଣା କଲେ ସ୍କୁଲ ପ୍ରଶାସନ

ଗୁଜରାଟ : ପୁଣି ସ୍କୁଲକୁ ବୋମା ଧମକ । ଗୁଜରାଟ ଅହମଦାବାଦର ୧୦ଟି ସ୍କୁଲକୁ ମିଳିଛି ବୋମା ଧମକ । ୧୦ଟି ସ୍କୁଲକୁ ଇମେଲ ମ୍ୟାଧ୍ୟମରେ ବୋମା ଧମକ ମିଳିଛି । ସ୍କୁଲ ଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ‘ମୁନରୋ କ୍ୟୁକେଲ ‘ ନାମକ…

କାଲିଠୁ ଦିଲ୍ଲୀରେ ୱାର୍କ ଫ୍ରମ୍ ହୋମ୍, ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ପ୍ରଦ୍ୟୁଷଣକୁ ନଜରରେ ରଖି ଆସନ୍ତାକାଲିଠୁ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ୫୦ ପ୍ରତିଶତ କର୍ମଚାରୀ ୱାର୍କ…

ଆମେରିକାରେ ପ୍ରବେଶ କଟକଣା ଲଗାଇଲେ ଟ୍ରମ୍ପ, ସମୁଦ୍ରରେ ହେଲା ସବୁଠୁ ବଡ଼ ନାକାବନ୍ଦୀ

ଆମେରିକା : ଭେନେଜୁଏଲା ବିରୋଧରେ ଟ୍ରମ୍ପଙ୍କ ‘ମହାଯୁଦ୍ଧ’! । ସମୁଦ୍ର ମଝିରେ ଅଟକିଲା ତେଲ ଟ୍ୟାଙ୍କର । ଆମେରିକାର ସବୁଠୁ ବଡ଼ ନାକାବନ୍ଦୀ । ମାଦୁରୋ ସରକାରକୁ ‘ଆତଙ୍କବାଦୀ’ ଘୋଷଣା କଲେ ଆମେରିକା ରାଷ୍ଟ୍ରପତି । ଗତ ୧୬ ତାରିଖରେ ଆମେରିକା ଭେନେଜୁଏଲାର…

କିସ୍‌ରେ ନବମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣା: ଡାଲି ପଡିବାରୁ ସହପାଠି ତଣ୍ଟି ଚିପି ହତ୍ୟା କରିଥିବା କହିଲେ ପୁଲିସ କମିଶନର

ଭୁବନେଶ୍ୱର: କିସ୍‌ରେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟଣା । ଉପରେ ଡାଲିପଡିବା ଘଟଣାରେ ଅନ୍ୟଛାତ୍ରମାନେ ହତ୍ୟା କରିଥିବା ପୁଲିସ୍‌ କମିଶନର ଏସ୍‌ ଦେବଦତ୍ତ ସିଂ କହିଛନ୍ତି ।  ବିଦ୍ୟାଳୟ ପରିସରରେ କିଛି ଛାତ୍ର ଜୋକର ଗ୍ୟାଙ୍ଗ ଗଢିଥିଲେ । ସେମାନେ…

ସମୁଦ୍ରରେ ବୁଡ଼ି ଛାତ୍ରୀ ମୃତ

ପୁରୀ : ପିକନିକ୍ ଆସି ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ । ମୃତ ଛାତ୍ରୀ କଟକ ବକ୍ସି ବଜାର ବଣିଆ ସାହିର ଶିଳ୍ପାଶ୍ରୀ ସାହୁ । ପୁରୀ ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ଘଟିଛି ଅଘଟଣ । ମୃତଦେହ ଜବତ କରାଯାଇ ସଦର…

ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ କର୍ମଚାରୀଙ୍କ ଆନ୍ଦୋଳନ, ରୋଗୀସେବା ଠପ

କଟକ : କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ କର୍ମଚାରୀଙ୍କ ଆନ୍ଦୋଳନ । ଫଳରେ ରୋଗୀସେବା ସଂପୂର୍ଣ୍ଣ ଠପ । ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ରୋଗୀଙ୍କୁ ସେବା ଯୋଗାଇ ଦେବା ପାଇଁ ଆଟେଣ୍ଡାଣ୍ଟ ଓ ଅନ୍ୟ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ କ୍ୱେସ…

ଅନ୍ଧବିଶ୍ଵାସ ହେଲା କାଳ, ଗୁଣିଗାରେଡ଼ି ପାଇଁ ଖୋଳିଥିବା ଗାତରେ ଚାଲିଗଲା ଜୀବନ

କେନ୍ଦ୍ରାପଡା : ଅନ୍ଧବିଶ୍ଵାସ ନେଲା ଜୀବନ। ଗ୍ରହ ଶାନ୍ତି ପୂଜା ବେଳେ ଅଘଟଣ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ । ମିଳିଥିବା ସୂଚନା ଅନୁଯାୟୀ ଜଗବନ୍ଧୁ ମହାରଣାଙ୍କ ଘରେ ଗୁଣି ଗାରେଡ଼ି ପାଇଁ…

ବଲାଙ୍ଗୀରରେ ଖୋଲିନି ମଣ୍ଡି, ଧାନ ବିକ୍ରି କରିନପାରି ଚିନ୍ତାରେ ଚାଷୀ

ବଲାଙ୍ଗୀର: ବଲାଙ୍ଗୀର ଜିଲାରେ ଧାନ ମଣ୍ତି ଖୋଲିନଥିବାରୁ ଚାଷୀମାନଙ୍କୁ ଧାନ ବିକ୍ରୟ କରିବାରେ ସମସ୍ୟା ଉପୁଜିଛି। ଏହି ବିଷୟକୁ ନେଇ ବିଧାୟକ କଳିକେଶ ନାରାୟଣ ସିଂହଦେଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ…

ବିସ୍କୁଟ୍ ଲୋଭ ଦେଖାଇ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ! ଅଭିଯୁକ୍ତ ଗିରଫ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅଞ୍ଚଳରେ ପୁଣି ଲଜ୍ଜା। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ କେହି ଦୁର୍ବୃତ୍ତ ଶିଶୁ କନ୍ୟାକୁ ବିସ୍କୁଟ୍ ଦେବାର ଲୋଭ ଦେଖାଇ…