December 2025

ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ରହ୍ମପୁର ଗସ୍ତ କରିଛନ୍ତି । ଆଜି ଦିନ ସାଢେ ୧୧ ଟା ବେଳେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ରାମଲିଙ୍ଗେଶ୍ୱର୍ ପାର୍କରେ ପହଞ୍ଚି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ…

ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

କେନ୍ଦୁଝର : ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର । ମୃତକ ହେଲେ କେନ୍ଦୁଝର ସରକାରୀ ମହିଳା ମହାବିଦ୍ୟାଳୟର ଅତିଥି ଅଧ୍ୟାପିକାଙ୍କ ପ୍ରିୟଙ୍କା ଦାସ । ପୁରୁଷ ବନ୍ଧୁଙ୍କ ଘରେ ପ୍ରିୟଙ୍କାଙ୍କ…

ଆଶ୍ରମ ବିଦ୍ୟାଳୟରେ ସୂଚନା ଫଳକ ପଡି ଛାତ୍ରଙ୍କ ମୃତ୍ୟୁ

କୋଟପାଡ଼ : ସୂଚନା ଫଳକ ପଡି ଛାତ୍ର ମୃତ୍ୟୁ । କୋରାପୁଟ ଜିଲ୍ଲା କୋଟପାଡ଼ ଥାନା ସରକାରୀ ଉନ୍ନିତ ଆଶ୍ରମ ବିଦ୍ୟାଳୟରେ ଅଘଟଣ ଘଟିଛି । ମୃତକ ଗୁମୁଡା ପଂଚାୟତ ସୁଉନିଗୁଡା ଗାଁର ପ୍ରେମାନନ୍ଦ ଭତ୍ରା । ସେ ତୃତୀୟ ଶ୍ରେଣୀରେ…

ଗାଡ଼ି ସାଇଡମରାକୁ ନେଇ ଆକ୍ରମଣ, ଏୟାରପୋର୍ଟ ଥାନାରେ ଉତ୍ତେଜନା

ଭୁବନେଶ୍ବର : ଗାଡ଼ି ସାଇଡମରାକୁ କେନ୍ଦ୍ର କରି ଆକ୍ରମଣ । ଭୁବନେଶ୍ବର ଏୟାରପୋର୍ଟ ଥାନାରେ ଉତ୍ତେଜନା । ଘଟଣାସ୍ଥଳରେ ସ୍ଥିତି ନିୟନ୍ତ୍ରଣ ପାଇଁ ଡିସିପିଙ୍କ ପ୍ରୟାସ । ଗାଡି ସାଇଡ ମରାକୁ କେନ୍ଦ୍ରକରି ଜଣେ ଡ୍ରାଇଭରଙ୍କୁ ଆକ୍ରମଣ । ଆକ୍ରମଣରେ ଡ୍ରାଇଭର…

୧୮୩ ହୋମଗାର୍ଡ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ, ଏୟାରଷ୍ଟ୍ରିପରେ ବସି ଦେଲେ ଲିଖିତ ପରୀକ୍ଷା

ସମ୍ବଲପୁର : ୧୮୩ ପଦ ପାଇଁ ୮ହଜାର ପରୀକ୍ଷାର୍ଥୀ । ସମ୍ବଲପୁର ଜିଲ୍ଲାରେ ହୋମ ଗାର୍ଡ ପଦବୀ ପାଇଁ ପରୀକ୍ଷା ଦେଲେ ୮୦୦୦ ପରୀକ୍ଷାର୍ଥୀ । ଜମାଦାରପାଲି ଏୟାରଷ୍ଟ୍ରିପରେ ବସି ଏକାଠି ଲିଖିତ ପରୀକ୍ଷା ଦେଇଛନ୍ତି ଆଶାୟୀ । ୧୮୩ ହୋମଗାର୍ଡ…

ଭୁବନେଶ୍ବରରେ ପହଞ୍ଚିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ

ଭୁବନେଶ୍ବର : ଭୁବନେଶ୍ବର ଫେରିଲେ ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ଯୁବକ । ଅପହରଣର ୪୫ ଦିନ ପରେ ତାଙ୍କୁ ଉଦ୍ଧାର କରାଯାଇଛି । ଭୁବନେଶ୍ବରରେ ପହଞ୍ଚି ଆତ୍ମବିଭୋର ହୋଇପଡିଥିଲେ ଆଦର୍ଶ । ମାଆ, ସ୍ତ୍ରୀ ଓ ପୁଅକୁ ଦେଖି…

ସ୍ୱାସ୍ଥ୍ୟସେବା ଦାବିରେ ୧୨ ଘଣ୍ଟା ଦେବଗଡ଼ ବନ୍ଦ

ଦେବଗଡ଼ : ୧୨ଘଣ୍ଟିଆ ଦେବଗଡ଼ ବନ୍ଦ। ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବିରେ ଜିଲ୍ଲା ମହିଳା ଏକତା ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ମଞ୍ଚ ପକ୍ଷରୁ ବନ୍ଦ ଡାକରା…

ମନରେଗା ନାମ ପରିବର୍ତ୍ତନକୁ ନେଇ ସଂସଦରେ ହଟ୍ଟଗୋଳ

ନୂଆଦିଲ୍ଲୀ: ସଂସଦରେ ମନରେଗା ଯୋଜନାର ନାମ ପରିବର୍ତ୍ତନ କରି “ଜି-ରାମ-ଜି” ଯୋଜନା ନାମିତ ପ୍ରସ୍ତାବ ପରେ ପ୍ରବଳ ହଙ୍ଗାମା । ପ୍ରିୟଙ୍କା ଗାନ୍ଧୀ ଓ ଶଶୀ ତରୁରଙ୍କ ନେତୃତ୍ଵରେ ଗାନ୍ଧୀ ମୂର୍ତ୍ତି ତଳେ ବିରୋଧୀ ସାଂସଦଙ୍କ ପ୍ରତିବାଦ । ଆଜି ଲୋକସଭାରେ…

ନ୍ୟାସନାଲ ହେରାଲ୍ଡ ମାମଲା: ସୋନିଆ ଓ ରାହୁଲଙ୍କୁ ବଡ ଆଶ୍ଵସ୍ତି

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଏବଂ ରାହୁଲ ଗାନ୍ଧୀଙ୍କୁ ବଡ ଆଶ୍ଵସ୍ତି ମିଳିଛି। ମନି ଲଣ୍ଡ୍ରିଂ ନେଇ ଦିଲ୍ଲୀ କୋର୍ଟ ଇଡି ଚାର୍ଜସିଟ୍‌କୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଇଡି ଚାର୍ଜ ସିଟ୍ ଉପରେ ବିଚାର କରିବାକୁ କୋର୍ଟ ମନା କରିଛନ୍ତି।…

ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ବିଭ୍ରାଟ, ଇସ୍ତଫା ଦେଲେ ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ

କୋଲକତା : ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ ଇସ୍ତଫା ଦେଇଛନ୍ତି । ଲୋକପ୍ରିୟ ପୁଟବଲ ଖେଳାଳି ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ହୋଇଥିବା ବିଭ୍ରାଟ ନେଇ ଖେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି । ଟିଏମସିର ପ୍ରବକ୍ତା କୃ ଣାଲ…