ଚୀନ୍ ଓ ମେକ୍ସିକୋରୁ ଆମେରିକାକୁ ଆସୁଥିବା ଡ୍ରଗ୍ସ ଉପରେ ରଖାଯିବ କଡ଼ା ନଜର: ଟ୍ରମ୍ପ

ଆମେରିକା : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି । ‘ଫେଣ୍ଟାନିଲ୍’ ନାମକ ମାରାତ୍ମକ ଡ୍ରଗ୍ସକୁ ‘ଗଣ ବିନାଶକ ଅସ୍ତ୍ର’ ବା ୱେପନ୍ ଅଫ୍ ମାସ୍ ଡେଷ୍ଟ୍ରକସନ୍ ଭାବେ ଘୋଷଣା କରିଛନ୍ତି । ଟ୍ରମ୍ପ କହିଛନ୍ତି ଫେଣ୍ଟାନିଲ୍ କେବଳ ଏକ ନିଶା…

ବସ୍-ଟ୍ରକ୍ ମୁହାଁମୁହିଁ ; ୪ମୃତ, ୧୧ ଆହତ

ଉତ୍ତରପ୍ରଦେଶ : ପୁଣି ଉତ୍ତରପ୍ରଦେଶ ବସ୍ତିର ନ୍ୟାସନାଲ ହାଇୱେ-୨୮ ରେ ବଡ଼ ଦୁର୍ଘଟଣା ଘଟିଛି । ଏପରି ଘଟଣା ଆଜି ସକାଳୁ ଦେଖିବାକୁ ମିଳିଛି । ଯେଉଁ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନ୍ୟ ୧୧ ଜଣ ଗମ୍ଭୀର ଭାବେ ଆହତ…

ପହଲଗାମ ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀକୁ ଧରାଇଲେ ମିଳିବ ୧୦ ଲକ୍ଷ ଟଙ୍କା: NIA

ନୂଆଦିଲ୍ଲୀ:  ପହଲଗାମ ଆକ୍ରମଣର ଖୁଲାସା କରୁଛି ଏନଆଇଏ । ବର୍ତ୍ତମାନ ଏହି ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀର ପରିଚୟ ସାମ୍ନାକୁ ଆସିଛି । ଏହାରି ମଧ୍ୟରେ ଆକ୍ରମଣର ମୁଖ୍ୟଷଡ଼ଯନ୍ତ୍ରକାରୀକୁ ଧରାଇଦେବା ପାଇଁ ଏନଆଇଏ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ।…

ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ପରେ ଜଳିଗଲା ଗାଡ଼ି; ଚାଲିଗଲା ୪ ଜୀବନ, ୧୦୦ରୁ ଉର୍ଦ୍ଧ୍ବ ଆହତ

ଉତ୍ତରପ୍ରଦେଶ : ଘନ କୁହୁଡ଼ି ଯୋଗୁଁ ଉତ୍ତରପ୍ରଦେଶ ମଥୁରାର ଏକ୍ସପ୍ରେସୱେରେ ୭ଟି ବସ୍ ଏବଂ ୩ ଟି କାର୍ ଧକ୍କା ହୋଇଛି । ଦୁର୍ଘଟଣା ହେବା ପରେ ବସ୍ ଏବଂ କାରଗୁଡିକରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଛି । ଯେଉଁଥିରେ ୪ ଜଣଙ୍କର…

ଘନ କୁହୁଡ଼ି : ଦିଲ୍ଲୀରେ ୨୨୮ ବିମାନ ବାତିଲ, ଅନଲାଇନରେ ପାଠ ପଢିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ଅନଲାଇନରେ ହେବ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା । ସ୍ବାସ୍ଥ୍ୟଗତ କାରଣକୁ ଦୃଷ୍ଟିରେ ରଖି…

ନବବର୍ଷରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଉଚ୍ଚସ୍ତରୀୟ ବୈଠକ

ପୁରୀ: ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ  ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବାର ସମ୍ଭାବନା ରହିଛି। ଭକ୍ତଙ୍କ ସୁରକ୍ଷା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ମନ୍ଦିର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥାର ସୁସମନ୍ୱୟ ଓ ସୁପରିଚାଳନା ଉପରେ ମଙ୍ଗଳବାର…

ଲଘୁ ଖଣିଜ ଚାଲାଣ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଡିଜିପି

ରାଜ୍ୟରେ ଚୋରା ବାଲି, ମୋରମ, ମାଙ୍କଡା ପଥର ମାଫିଆ ତଥା ବେଆଇନ ଗୋ-ଚାଲାଣକାରୀଙ୍କ ବିରୋଧରେ ଓଡିଶା ପୋଲିସ ପକ୍ଷରୁ ଦୃଢ  କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ଓ ଗୋ ଚାଲାଣ ଉପରେ ରୋକ…

ଦେଶର ଫାର୍ମା ହବ୍ ହେବ ଓଡ଼ିଶା : ପୁଞ୍ଜି ନିବେଶ ହେବ ୬୨୬୩ କୋଟିରୁ ଅଧିକ ଟଙ୍କା

ଭୁବନେଶ୍ୱର : ଦେଶର ଫାର୍ମା ହବ୍ ହେବ ଓଡ଼ିଶା । ଓଡ଼ିଶା ଫାର୍ମା ସମ୍ମିଳନୀରେ ଓଡ଼ିଶା ଔଷଧ ଓ ଚିକିତ୍ସା ଉପକରଣ ନୀତି -୨୦୨୫ ଲଞ୍ଚ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମ୍ମିଳନୀରେ ୪୨ଟି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି ।…

ଆଶ୍ରମ ବିଦ୍ୟାଳୟରେ ଯୁକ୍ତ ୨ ଛାତ୍ରଙ୍କୁ ବୀଭତ୍ସ ହତ୍ୟା !

ସୁବର୍ଣ୍ଣପୁର: ଯୁକ୍ତ ୨ ଛାତ୍ରଙ୍କୁ ହତ୍ୟା। ପିଟି ପିଟି ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ହୋଇଛି ଅଭିଯୋଗ। ସୁବର୍ଣ୍ଣପୁରର ତରଭା ଆଶ୍ରମ ବିଦ୍ୟାଳୟରେ ଏଭଳି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଚାରଭଟା ଡାକ୍ତରଖାନାରେ ଛାତ୍ରଙ୍କ…

କୋଟିଏ ଟଙ୍କାର ଠକେଇ; ଦମ୍ପତି ଗିରଫ

ଭୁବନେଶ୍ୱର : ବନ୍ଧା ହେଲେ ବଣ୍ଟି ଅର୍ ବବଲି ।  କୋଟିଏ ଟଙ୍କା ଠକେଇ କରି ଠକ ଦମ୍ପତି ଗିରଫ ।  MCL ର ପୁର୍ବତନ ଚାର୍ଟାଡ ଆକାଉଣ୍ଟାଣ୍ଟ ଓ ତାଙ୍କ ପତ୍ନୀ ଗିରଫ ।  ଚନ୍ଦ୍ରଶେଖର ସାହୁ ଓ ଝରଣା ସାହୁଙ୍କୁ…