December 2025

ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ, ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ବର : କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମହମ୍ମଦ ମୋକିମ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ । AICC ପକ୍ଷରୁ ନିଆଗଲା କାର୍ଯ୍ୟାନୁଷ୍ଠାନ । ରାହୁଲ ଗାନ୍ଧି ଓ…

ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ହେଲେ ରାଜ୍ୟପାଳଙ୍କ ଏଡିସି

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି…

ପ୍ରେମିକାଙ୍କୁ ପିଟି ପିଟି ମାରିଦେଲା ପ୍ରେମିକ

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ପିଟି ହତ୍ୟା କରିଛି। ପରେ ପ୍ରେମିକ ଜଣକ ମଧ୍ୟ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ…

୧୭ ତାରିଖରେ ୨୨୯୭୯ ଶିକ୍ଷକ-ଶିକ୍ଷୟିତ୍ରୀ ଦେବେ ଓଟିଇଟି ପରୀକ୍ଷା

କଟକ : ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ବୋର୍ଡର କଣ୍ଟ୍ରୋଲ ରୁମରୁ ପଠାଯାଉଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି…

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ

ରେଢ଼ାଖୋଲ : ଶିକ୍ଷକ ଦାବିରେ ସ୍କୁଲ ଫାଟକରେ ତାଲା । ଶିକ୍ଷକଙ୍କୁ ସ୍କୁଲ ଭିତରେ ରଖି ତାଲା ମାରିଲେ ଅଭିଭାବକ । ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବଂଶାଜାଳରେ ଥିବ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଘଟଣା । ସ୍କୁଲରେ ୫ଜଣ ଶିକ୍ଷକ…

ନାବାଳିକାକୁ ବିଷ ପିଆଇ ମାରିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କଲା ଯୁବକ

ନୟାଗଡ଼ : ନାବାଳିକାକୁ ଜବରଦସ୍ତ ବିଷ ପିଆଇ ମାରିବା ପରେ ନିଜେ ବିଷ ପିଇଲା ଅଭିଯୁକ୍ତ ଯୁବକ । ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ମଗରବନ୍ଧରେ ଏହି ଘଟଣା ଘଟିଛି । ମଗରବନ୍ଧ ଗାଁର ଗୋଲେଖ ନାୟକଙ୍କ ପୁଅ ପୂର୍ଣ୍ଣ ଜଣେ…

ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର

ଭୁବନେଶ୍ୱର : ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର। ଏଣିକି ଓଡିଶା ଲୋକେ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବେ ନାହିଁ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା…

୧୫ ବର୍ଷ ବୟସରେ ୫୦ ତମ ଡାଇଭ୍‌ ପୂରଣ କରି ରେକର୍ଡ କଲେ ତିସ୍ୟା

ସମ୍ବଲପୁର: ସମ୍ବଲପୁରରେ ଜନ୍ମିତ ତିସ୍ୟା ପାଣିଗ୍ରାହୀ । ଓଡ଼ିଆ ଜଳପରୀ । ଗଭୀର ସମୁଦ୍ରରେ ଡାଇଭ୍ କରି ସମସ୍ତଙ୍କୁ କରିଛନ୍ତି ଗର୍ବିତ । ଦୁବାଇ ବାସିନ୍ଦା ଓଡ଼ିଆ ସ୍କୁବା ଡାଇଭର ୧୫ ବର୍ଷୀୟ ତିସ୍ୟା ପାଣିଗ୍ରାହୀ ହାସଲ କରିଛନ୍ତି ନୂଆ ରେକର୍ଡ…

କେନାଲ ଖୋଳାକୁ ନେଇ ପ୍ରଶାସନ-ଗ୍ରାମବାସୀ ଧସ୍ତାଧସ୍ତି, ୪୦ ଜଣକୁ ଉଠାଇଲା ପୋଲିସ

ବ୍ରହ୍ମଗିରି : କେନାଲ ଖୋଳାକୁ ନେଇ ଉତ୍ତେଜନା । ବ୍ରହ୍ମଗିରିରେ କେନାଲ ଖୋଳାକୁ ନେଇ ପ୍ରଶାସନ ଓ ଗ୍ରାମବାସୀ ମୁହଁମୁହିଁ । ପୋଲିସ ସହ ଧସ୍ତାଧସ୍ତି । ୪୦ ଜଣ ମହିଳା ଓ ପୁରୁଷଙ୍କୁ ଉଠାଇ ନେଲା ପୋଲିସ । ୭…

ହାତୀ ପାଦ ତଳୁ ଅଳ୍ପକେ ବଞ୍ଚିଲା ଜୀବନ

ଉଦଳା: ଘର ଓଳିରେ ପଶି ଧାନ ଖାଉଥିଲା ହାତୀ । ହାତୀକୁ ଦେଖି ଘଉଡ଼ାଇବା ପାଇଁ ପାଟି କରିବାରୁ ହାତୀ କଲା ଆକ୍ରମଣ । ତଳେ ପଡିଯିବାରୁ ବ୍ୟକ୍ତିଙ୍କ ହାତ ଉପରେ ଚଢ଼ିଗଲା ହାତୀ । କଥାରେ ଅଛି ଯାହାକୁ ରଖିବେ…