December 2025

ନାବାଳିକାକୁ ଦୁଷ୍କର୍ମ: ଘର ମାଲିକ ଗିରଫ

ଭୁବନେଶ୍ୱର : ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଘଟଣା । ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଘର ମାଲିକ ଗିରଫ । ନିଆଳିର ନରେଶ ମହାନ୍ତିକୁ ଗିରଫ କଲା ମହିଳା ଥାନା ପୋଲିସ । ଗିରଫ କରି ତାକୁ କୋର୍ଟ ଚାଲାଣ କରାଯାଇଛି ।…

ଭିଜିଲାନ୍ସ ଅଫିସର ପରିଚୟ ଦେଇ ଓଏଏସ ଅଫିସରଙ୍କଠାରୁ ଠକେଇ, ଶଳା-ଭିଣୋଇ ଗିରଫ

କଟକ : ନିଜକୁ ଭିଜିଲାନ୍ସ ଅଫିସର ପରିଚୟ ଦେଇ ବରିଷ୍ଠ ଓଏଏସ ଅଫିସରଙ୍କୁ ଠକେଇ ଅଭିଯୋଗ । ୪ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶଳା-ଭିଣୋଇ ଗିରଫ । ଭିଜିଲାନସ ଅଧିକାରୀ ଓ ରାଉରକେଲା ପୋଲିସ ମିଳିତ ଚଢ଼ାଉ କରି ସେମାନଙ୍କୁ…

ଟୋକନ ଅବ୍ୟବସ୍ଥା, ରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର : ସମ୍ବଲପୁରରେ ଚାଷୀଙ୍କ ଆନ୍ଦୋଳନ। ଟୋକନକୁ ନେଇ ଜିଲ୍ଲାର ୩ଟି ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ । ରେମେଡ, ସିନ୍ଦୁରପଙ୍କ ଓ ଧମା ଠାରେ ଜାତୀୟ ରାଜପଥ ଅବରୋଧ କରାଯାଇଛି । ଜିଲ୍ଲାରେ ୬୦ ହଜାର ଚାଷୀ ଧାନ ବିକ୍ରି…

ସତ୍ୟବିହାରରେ ଜଳିଗଲା ବାର୍, ନଥିଲା ବିଧିବଦ୍ଧ ଲାଇସେନ୍ସ

ଭୁବନେଶ୍ବର : ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ । ଭୁବନେଶ୍ବର ସତ୍ୟବିହାର ଅଞ୍ଚଳରେ ଜଳିଗଲା ବାର୍ । ହୁତୁହୁତୁ ହୋଇ ଜଳିଲା ବିଲଡିଂ, ଧୂଆମୟ ହେଲା ଅଞ୍ଚଳ । ଘଣ୍ଟାଏ କାଳ କସରତ ପରେ ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ ।…

କଲରାପତରିଆକୁ ବିଷ ଦେଇ ମାରିଦେଲେ ଗ୍ରାମବାସୀ

ବଣାଇ : ବଳଦ ଖାଇଦେବାରୁ ବାଘକୁ ବିଷ । କଲରାପତରିଆକୁ ବିଷ ଦେଇ ମାରିଦେଲେ । ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନା ତାମରା ରେଞ୍ଜର କୁସୁମଡ଼ିହି ସେକ୍ସନର ଖେସାରା ଜଙ୍ଗଲରୁ ବାଘର ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ RCCF, DFO…

ମୋକିମଙ୍କ ବୟାନକୁ ନେଇ କଂଗ୍ରେସରେ କନ୍ଦଳ, ଦଳରେ ଦେଖା ଦେଲାଣି ନେତୃତ୍ବ ସଂକଟ

ଭୁବନେଶ୍ବର: ରାଜ୍ୟ କଂଗ୍ରେସରେ ପୁଣି ବାହାରିଲା ପୁରୁଣା ରୋଗ। କଂଗ୍ରେସରେ ଦେଖା ଦେଲାଣି ନେତୃତ୍ବ ସଂକଟ। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ନିଜ ଦଳର ନେତା। ଦଳ ଭିତରେ ଚାଲିଛି ଛକାପଞ୍ଝା। ମୋକିମଙ୍କ ବୟାନକୁ…

ଭାରତ ଉପରେ ୫୦% ଟାରିଫ ଲାଗୁ କଲା ମେକ୍ସିକୋ

ନୂଆଦିଲ୍ଲୀ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି କରିଛି ମେକ୍ସିକୋ। ଆସନ୍ତା ୨୦୨୬ରୁ ଏହି ନୂଆ ବର୍ଦ୍ଧିତ ଶୁଳ୍କ ଲାଗୁ ହେବ। ଭାରତରୁ ଆମଦାନୀ ହେଉଥିବା ବିଭିନ୍ନ ସାମଗ୍ରୀ ବା ଉତ୍ପାଦ ଉପରେ ଶୁଳ୍କ ଲାଗୁ ହେବ।…

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଉମର ଖଲିଦକୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ ଉମର ଖଲିଦକୁ ଦିଲ୍ଲୀ ଏକ ତଳ କୋର୍ଟ ଅନ୍ତରୀଣ ଜାମିନ ଦେଇଛନ୍ତି। ଭଉଣୀ ବିବାହ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି କୋର୍ଟ ଉମରକୁ ୧୪ ଦିନିଆ ସର୍ତ୍ତମୂଳକ ଜାମିନରେ ଯିବାକୁ ଅନୁମତି…

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ କାରାଦଣ୍ଡ

ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ ଫୈଜ ହମୀଦଙ୍କୁ ୧୪ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ପାକିସ୍ତାନର ଏକ ସାମରିକ କୋର୍ଟ ଏହି ଦଣ୍ଡାଦେଶ ଦେଇଛନ୍ତି। ଫୈଜଙ୍କ ନାଁରେ ରାଜନୈତିକ ହସ୍ତକ୍ଷେପ, ଅଫିସିଆଲ ସକ୍ରେଟ୍ସ ଆକ୍ଟର ଉଲ୍ଲଂଘନ ଭଳି…

ପର୍ଯ୍ୟଟନ ଋତୁକୁ ଦୃଷ୍ଟିରେ ରଖି ଅଧିକ ୧୦୦ ବିମାନ ଉଡ଼ାଇବ ସ୍ପାଇସ୍ ଜେଟ୍

ନୂଆଦିଲ୍ଲୀ : ଘରୋଇ ଏୟାରଲାଇନ୍ସ ସ୍ପାଇସ୍ ଜେଟ୍‌ ଏହାର ବିମାନ ଉଡାଣ ସଂଖ୍ୟା ବୃଦ୍ଧି କରିବ ବୋଲି ବୁଧବାର ଘୋଷଣା କରିଛି। ପର୍ଯ୍ୟଟନ ଋତୁର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍ପାଇସ୍ ଜେଟ୍ ଅଧିକ ୧୦୦ଟି ବିମାନ ଉଡାଣ କରିବ। ଯେଉଁସବୁ ରୁଟ୍‌ରେ…