ଭୋଟ ଚୋରି କରିଥିଲେ ନେହେରୁ ଓ ଇନ୍ଦିରା: ଅମିତ ଶାହା
ନୂଆଦିଲ୍ଲୀ : ଲୋକସଭାରେ ବୁଧବାର ଦ୍ବିତୀୟ ଦିନ ପାଇଁ ଏସ୍ଆଇଆର ଓ ନିର୍ବାଚନ ସଂସ୍କାର ପ୍ରସଙ୍ଗରେ ଆଲୋଚନା ହୋଇଛି। ଆଲୋଚନାରେ ଭାଗ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଥିଲେ ଯେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଚାଲିଥିବା ସ୍ବତନ୍ତ୍ର ଭୋଟର ତାଲିକା…
