ଜାନୁଆରୀରୁ ଠପ ହୋଇପାରେ ଓପିଡି ରୋଗୀ ସେବା, ଡାକ୍ତର ସଂଘର ଚେତାବନୀ

ଭୁବନେଶ୍ୱର : ଜାନୁଆରୀରୁ ଠପ ହୋଇପାରେ ଡାକ୍ତରଖାନାରେ ଓପିଡି ରୋଗୀ ସେବା ।  ଜାନୁଆରୀରୁ ଡାକ୍ତର ଓପିଡି ବନ୍ଦ କରିବା ସହିତ ସ୍ୱାସ୍ଥ୍ୟ ସମ୍ପର୍କିତ ଜାତୀୟ କାର୍ଯ୍ୟକ୍ରମକୁ କରିବେ ବୟକଟ ।  ପ୍ରେସମିଟରେ ଏଭଳି ଚେତାବନୀ ଦେଇଛି ଓଡ଼ିଶା ଡାକ୍ତର ସଂଘ- ଓମସା…

ସପ୍ତାହାନ୍ତରେ ସାରା ଦିନ ଖୋଲା ରହିବ BDA ପାର୍କ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ଏହାର ପାର୍କଗୁଡ଼ିକର କାର୍ଯ୍ୟ ସମୟର ଏକ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ପ୍ରାତଃଭ୍ରମଣକାରୀ, ଫିଟନେସ୍ ଉତ୍ସାହୀ ଏବଂ ପରିଦର୍ଶକଙ୍କ ବାରମ୍ବାର ଅନୁରୋଧକୁ ଦୃଷ୍ଟିରେ ରଖି, BDA ସପ୍ତାହାନ୍ତରେ ଏହାର ସମସ୍ତ ପାର୍କଗୁଡ଼ିକୁ ଅପରାହ୍ନରେ ବନ୍ଦ…

ଜମି ଟଙ୍କା ନଦେବାରୁ କାର୍ଯ୍ୟାନୁଷ୍ଠାନ: ଢେଙ୍କାନାଳ ସଦର ତହସିଲଦାର ଅଫିସ ଆସବାବପତ୍ର ଜବତ

ଢେଙ୍କାନାଳ : ଜମି ଟଙ୍କା ନଦେବାରୁ ଢେଙ୍କାନାଳ ସଦର ତହସିଲଦାର ଅଫିସ ଆସବାବପତ୍ର ଜବତ । ଢେଙ୍କାନାଳ ସହରର ବାଜିଚୌକ ସ୍ଥିତ ସତ୍ୟବାଦୀ ବେହେରାଙ୍କ ଆବେଦନର ଶୁଣାଣି କରି ନିର୍ଦ୍ଦେଶ ଦେଇଛନ୍ତି ସିଭିଲ୍ କୋର୍ଟ ଜଜ୍ । ନିର୍ଦ୍ଦେଶ ପରେ ତହସିଲଦାର ସ୍ଵାଧିନ…

ପଠା ପଢ଼ା ଛାଡି ଆନ୍ଦୋଳନ କରିବା ଠିକ ନୁହେଁ, ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ ହେବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଆନ୍ଦୋଳନକାରୀ ଶିକ୍ଷକଙ୍କୁ ଗଣଶିକ୍ଷାମନ୍ତ୍ରୀଙ୍କ କଡ଼ା ଚେତାବନୀ ।  ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ ହେବ ।   ମନ୍ତ୍ରୀ କହିଛନ୍ତି ସରକାର ଶିକ୍ଷକଙ୍କ ଦାବିକୁ ନେଇ ବିଚାର କରୁଛନ୍ତି ।  ଯେଉଁ ଦାବି ଗୁଡିକ ପୂରଣ କରାଯାଇ ପାରିବ ସେ ସବୁ ନିଶ୍ଚିତ…

ବିଶ୍ବବିଦ୍ୟାଳୟରେ ରାଗିଂ, ଡ୍ରଗ୍ସ ନ ନେବାରୁ ଛାତ୍ରଙ୍କୁ ମାଡ଼ !

ପିପିଲି : ବିଶ୍ବବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ । ଡ୍ରଗ୍ସ ନେବାକୁ ବାଧ୍ୟ କରିବା ସହ ପାଇଖାନା ଚଟାଣ ଚଟାଇ ମାଡ଼ ମାରିଲେ । ଭୁବନେଶ୍ବର ଉପକଣ୍ଠ ପିପିଲି ବ୍ଲକ ଅଞ୍ଚଳରେ ଥିିବା ବିଶ୍ବବିଦ୍ୟାଳୟରୁ ଅଭିଯୋଗ ହୋଇଛି । ଛାତ୍ରଙ୍କୁ ମାଡ଼ ମାରିବା…

ମହାନଦୀ ଜଳ ବିବାଦ ମାମଲା: ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ଗଠିତ

ଭୁବନେଶ୍ୱର : ମହାନଦୀ ଜଳ ବିବାଦ ମାମଲା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ୭ ଜଣିଆ କମିଟି ଗଠନ କରାଯାଇଛି । ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ, ଆଇନମନ୍ତ୍ରୀ…

ଗାଈକୁ ଖାଇଲା ବାଘ, ପାଦଚିହ୍ନ ଦେଖି ଗାଁରେ ଆତଙ୍କ

କଣ୍ଟାମାଳ : କଣ୍ଟାମାଳ ସମାକୂପା ଗାଁରେ ବାଘ ଆତଙ୍କ । ଗାଈକୁ ମାରି ଖାଇଲା ବାଘ । ବାଘ ପାଦଚିହ୍ନ ଦେଖି ଲୋକେ ଭୟଭୀତ । ବୋୖଦ୍ଧ ବନଖଣ୍ଡ କଣ୍ଟାମାଳ ରେଞ୍ଜ ନାରଣପ୍ରସାଦ ସମାକୂପା ଗାଁରେ ଦୁଇରୁ ତିନି ଦିନ ହେଲା ଏକ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଦେଲେ କନିଷ୍ଠ ଶିକ୍ଷକ

ଭୁବନେଶ୍ବର : ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ । ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ । ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ଶିଶୁ ବଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ କନିଷ୍ଠ…

ଶ୍ରୀମନ୍ଦିରରେ ଦିବ୍ୟାଙ୍ଗମାନଙ୍କ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା

ପୁରୀ : ପୁରୀ ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ପାଇଁ ହେବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପା଼ଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପ୍ରାରମ୍ଭିକ ଆଲୋଚନା ହୋଇଛି । ଏଥିରେ ଶ୍ରୀମନ୍ଦିର ପରିଚାଳନା କମିଟି ସେବକ ସଦସ୍ୟଙ୍କ…

ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର : ବାରବାଟୀ ବିଜୟ ପରେ ଟିମ୍ ଇଣ୍ଡିଆକୁ ବିପୁଳ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦମଦାର ବିଜୟ ନେଇ ଅଧିନାୟକ ସୂର୍ଯ୍ୟକୁମାର ଓ ଟିମ୍ କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି କ୍ରୀଡ଼ାମନ୍ତ୍ରୀ, ବିଧାୟକ ପ୍ରମୁଖ ଟିମ୍ କୁ ଅଭିନନ୍ଦନ…