ଇଣ୍ଡିଗୋ ସିଇଓଙ୍କୁ କାରଣ ଦର୍ଶାଅ ନୋଟିସ୍, ୨୪ ଘଣ୍ଟାରେ ଉତ୍ତର ରଖିବାକୁ DGCAର ନିର୍ଦ୍ଦେଶ
ନୂଆଦିଲ୍ଲୀ : ଇଣ୍ଡିଗୋ ସିଇଓଙ୍କୁ ଡିଜିସିଏର କାରଣ ଦର୍ଶାଅ ନୋଟିସ । ଡ୍ୟୁଟିରେ ଖିଲାପ ଥିବା ସୋକଜ୍ ନୋଟିସରେ ଦର୍ଶାଯାଇଛି । କାରଣ ଦର୍ଶାଅ ନୋଟିସ୍ ରେ କୁହାଯାଇଛି, ଯେ ସିଇଓ ପିଟର ଏଲବର୍ସ ବିମାନ ସେବାକୁ ସୁଚାରୁରୂପେ ପରିଚାଳନା କରିବା ଓ…
