ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ
ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ । ହସପିଟାଲ ସୁଇପର ଅଫିସରେ ଅଗ୍ନିକାଣ୍ଡ । ସଫେଇ ପାଇଁ ରଖାଯାଇଥିବା ଏସିଡରୁ ନିଆଁ ଲାଗିଥିବା ସୂଚନା । ରୁମ ଭିତରେ ଫିନାଇଲ, କପଡ଼ା, ସ୍ପିରିଟ, ହସ୍ପିଟାଲରେ ବ୍ୟବହୃତ ସାମଗ୍ରୀ ଷ୍ଟକ୍ ରହିଥିଲା ।…
