December 2025

ଆରାବଳୀ ମାମଲା: ନିଜ ରାୟ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ନିଜ ରାୟ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ । ବହୁ ଚର୍ଚ୍ଚିତ ଆରାବଳୀ ଖଣି ଖନନ ମାମଲାରେ କୋର୍ଟ ପୂର୍ବରୁ ଦେଇଥିବା ରାୟରେ ସ୍ଥଗିତାଦେଶ ଜାରି କରିଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ…

ମଝି ଆକାଶରେ ଦୁଇ ହେଲିକପ୍ଟର ଧକ୍କା, ଜଣେ ମୃତ

ଆମେରିକା : ଆମେରିକାର ନ୍ୟୁ ଜର୍ସିରେ ଭୟଙ୍କର ବିମାନ ଦୁର୍ଘଟଣା । ଦୁଇଟି ହେଲିକପ୍ଟର ମଝି ଆକାଶରେ ଧକ୍କା ହେବା ଫଳରେ ଖଣ୍ଡ ଖଣ୍ଡ ହୋଇଯାଇଛି । ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଜଣକ ଗୁରୁତର ଆହତ…

କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ, ଟିଫିନ ବୋମା ଓ ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲାର କରିପୁ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ମିଳିଛି ମାଓ ସାମଗ୍ରୀ। ଯାହା ମଧ୍ୟରେ ରହିଛି ଗୋଟିଏ ଟିଫିନ ବୋମା ଏବଂ ବିପୁଳ ପରିମାଣର ବିସ୍ପୋରକ। ସୁରକ୍ଷା କର୍ମୀଙ୍କୁ କ୍ଷତି ପହଞ୍ଚାଇବା…

ଜିରୋ ନାଇଟ୍‌ରେ ମଦ ପିଇ ଗାଡ଼ି ଚଳାଇଲେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଜିରୋ ନାଇଟରେ ମଦ ପିଇ ଗାଡ଼ି ଚଳାଇ ଧରାପଡ଼ିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଦ୍ଵେତନଗରୀ ପୁଲିସ କମିଶନର ଏସ. ଦେବଦତ୍ତ ସିଂହ ଏପରି ଚେତାବନୀ ଦେଇଛନ୍ତି। ଯଦି କେହି ଅମାନିଆ ହୁଅନ୍ତି, ତେବେ ସେମାନଙ୍କ ଗାଡ଼ି ଜବତ କରାଯିବା ସହିତ କୋର୍ଟ…

ଫେରିଗଲେ ମୁଖ୍ୟ ନିର୍ବାଚନ କମିଶନର: ବୁଥ୍‌ ସ୍ତରୀୟ ବୈଠକ ସ୍ଥଗିତ

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ କମିଶନର ଶ୍ରୀ ଜ୍ଞାନେଶ କୁମାର ଦିଲ୍ଲୀ ଫେରି ଯାଇଛନ୍ତି । ପିତାଙ୍କ ସ୍ୱାସ୍ଥ୍ୟ ଖରାପ ହେବା ଖବର ଶୁଣିବା ପରେ ସେ ତୁରନ୍ତ ଦିଲ୍ଲୀ ଫେରି ଯାଇଛନ୍ତି । ଫଳରେ ଆଜି ହେବାକୁ ଥିବା ତୃତୀୟ ଦିନର…

ନକଲି ବିଦେଶୀ ମଦ କାରଖାନା ଉପରେ ଚଢ଼ାଉ

କୋରାପୁଟ: ଜିଲା କୋଟପାଡ଼ ଥାନା ଅନ୍ତର୍ଗତ ବଣ୍ଡାଗୁଡ଼ାରେ ସୋମବାର ଏକ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଏକ ଘରେ ଦୁଇ ଜଣ ବ୍ୟକ୍ତି ଏହି ନକଲି ମଦ କାରଖାନା ଚଳାଉଥିଲେ। ବିଭିନ୍ନ ରସାୟନିକ ସାମଗ୍ରୀ ମିଶ୍ରଣ କରି ନାମୀଦାମୀ…

୪ଦଫା ଦାବିରେ ଟାଟା ପାୱର ଅଫିସ ଘେରାଉ କଲା କଂଗ୍ରେସ

ଭୁବନେଶ୍ୱର: ରାଜଧାନୀରେ କଂଗ୍ରେସର ଜୋରଦାର ବିକ୍ଷୋଭ । ଟିପିସିଓଡିଏଲ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ କର୍ମୀ ଓ ନେତାଙ୍କ ପକ୍ଷରୁ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନେ ଆନ୍ଦୋଳନରେ ସାମିଲ ହୋଇ ୪ଦଫା…

ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ

ସମ୍ବଲପୁର : ବୀର ମାଟି କୁଦୋପାଲିରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ତ୍ରିରଙ୍ଗା ଯାତ୍ରା ପୂର୍ବରୁ କେନ୍ଦ୍ରମନ୍ତ୍ରୀ ସିନ୍ଦୁରପଙ୍କ ଛକ ନିକଟରେ ଏକ ସହିଦ ଗେଟକୁ ଉଦଘାଟନ କରିଥିଲେ l ଏହାପରେ ଏକ ଆଦର୍ଶ…

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ଉତ୍ତେଜନା

ନୟାଗଡ : ପ୍ରସୂତୀଙ୍କ ମୃତ୍ଯୁକୁ ନେଇ ଉତ୍ତେଜନା । ନୟାଗଡ ସହରର ଏକ ଘରୋଇ ହସ୍ପିଟାଲରେ ଉତ୍ତେଜନା । ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର । ଗତକାଲି ବୋଦସା ଗାଁର ସୁନିଆ ନାୟକ ନାମକ ପ୍ରସୂତି…

୨୦୨୬ ରଥଯାତ୍ରା ଲାଗି ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ

ପୁରୀ: ୨୦୨୬ ରଥଯାତ୍ରା ଲାଗି ଆରମ୍ଭ ହେଲା ପ୍ରାରମ୍ଭିକ ପ୍ରସ୍ତୁତି। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ମାଳ, ପତନି, ଲାଗିଲୁଗା ସହ ଟାକୁଆ ସରପୁଳି, ବିରିପିଠା ଓ ଲଡୁ ମହାପ୍ରସାଦ ନେଇ ରଥ ତତ୍ତ୍ୱାବଧାରକଙ୍କ ନେତୃତ୍ୱରେ ଏକ ତିନିଜଣିଆ ପ୍ରତିନିଧି ଦଳ ଆଜି ନୟାଗଡ଼…