ଭାଇବୋହୂକୁ ହାଣିଲା ଦେଢ଼ଶୂର

ଘଟଗାଁ : ଭାଇବୋହୂକୁ ହାଣି ହତ୍ୟା କରିଛି ଦେଢ଼ଶୂର। କେନ୍ଦୁଝର ଜିଲା ଘଟଗାଁ ଅନ୍ତର୍ଗତ  ବାଇଗଣପାଳ ଗାଁରେ ଘଟିଛି ଏଭଳି ହତ୍ୟାକାଣ୍ଡ। ହତ୍ୟାର ଶିକାର ହୋଇଛନ୍ତି ହୃଷୀକେଶ ମହାକୁଡ଼ଙ୍କ ସ୍ତ୍ରୀ ନିରୂପମା ମହାକୁଡ଼। ସୂଚନା ଅନୁସାରେ ପାରିବାରିକ ବିବାଦକୁ ନେଇ ନିରୂପମାଙ୍କୁ…

ମାରଣାସ୍ତ୍ର ସହ ୧୪ ଡକାୟତ ଗିରଫ, ୬ ଲକ୍ଷ ଟଙ୍କା ଜବତ

ଯାଜପୁର: ପୁଲିସ କବଜାରେ ଧରାପଡ଼ିଛି ଏକ ୧୪ ଜଣିଆ ଡକାୟତ ଗ୍ୟାଙ୍ଗ। ବିଭିନ୍ନ ଅଞ୍ଚଳରେ ଅପରାଧ ଘଟାଉଥିବା ଏଭଳି ଏକ ଗ୍ୟାଙ୍ଗକୁ ଧରିଛି ଯାଜପୁର ପୁଲିସ। ପୁଲିସ ୧୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର…

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ

ଭୁବନେଶ୍ଵର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। କ୍ୟାମ୍ପସ୍‌ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍…

ବରଗଡ ଧନୁଯାତ୍ରା ପାଇଁ ୧ କୋଟିର ଅନୁଦାନ

ବରଗଡ଼: ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ । ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି…

ଉପାନ୍ତ ଅଞ୍ଚଳରେ ଚିକିତ୍ସା ଯୋଗାଇଲେ ମେଡିକାଲ୍‌ ଟିମ୍

ମାଲକାନଗିରି : ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନା’ ରେ ଉପାନ୍ତ ଅଞ୍ଚଳବାସୀଙ୍କ ପାଇଁ ବିଶେଷଜ୍ଞ ଚିକିତ୍ସା ସେବା ସୁନିଶ୍ଚିତ ହେଉଛି। ମାଲକାନଗିରି ଜିଲ୍ଲାବାସୀଙ୍କୁ ଉଚ୍ଚମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟ ସେବା ଯୋଜନା’ ରେ ଗତକାଲି ଶ୍ରୀ ରାମ…

ଦନ୍ତା ଆକ୍ରମଣରେ ଦୁଇ ମୃତ

ଦେବଗଡ : ଦେବଗଡ ବନଖଣ୍ଡ ରିଆମାଳ ଓ ଛେଣ୍ଡିପଦା ବନାଞ୍ଚଳ ଜୁରାଡଙ୍ଗା ଗାଁରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଗୋଠ ଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ କୁଞ୍ଜ ଦେହୁରୀ (୬୨) ଏବଂ ରଜନୀ ବେହେରା (୪୫)…

ଏଏସଆଇଙ୍କୁ ଚାପୁଡ଼ା ମାରିଲେ ଆଇଆଇସି: ଦୁହିଁଙ୍କୁ ବଦଳି କଲେ ଏସପି

ଯାଜପୁର ଟାଉନ :  ଏଏସଆଇଙ୍କୁ ଥାନା ଅଧିକାରୀ ଚାପୁଡ଼ା ମାରିବା ଅଭିଯୋଗ ।  ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନେଲେ ଯାଜପୁର ଏସପି ।  ଯାଜପୁର ଅଳକୁଣ୍ଡ ଥାନାରେ ଏଏସଆଇଙ୍କୁ ଥାନା ଅଧିକାରୀ ଚାପୁଡ଼ା ମାରିବା ନେଇ SDPOଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି…

ମହାନଦୀ ଜଳ ବିବାଦ: ଆସନ୍ତାକାଲି ଯୁଗ୍ମ ବୈଷୟିକ କମିଟି ବୈଠକ

ଭୁବନେଶ୍ବର: ଛତିଶଗଡ ସହ ମହାନଦୀ ଜଳ ବିବାଦ ମାମଲା । ଶୁକ୍ରବାର ଅର୍ଥାତ୍ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଉଭୟ ରାଜ୍ୟ ଜଏଣ୍ଟ ଟେକ୍ନିକାଲ ଟିମ୍ ମଧ୍ୟରେ ବୈଠକ ବସିବ । ୨୦ ତାରିଖରେ ରହିଛି ଟ୍ରିବ୍ୟୁନାଲ୍ ଶୁଣାଣି ।…

ମଲ୍ ଓ ମଲ୍ଟିପ୍ଲେକ୍ସରେ ପ୍ରତି ୬ମାସରେ ହେବ ଫାୟାର ସେଫଟି ଅଡିଟ୍

ଭୁବନେଶ୍ବର: ପ୍ରତି ୬ମାସରେ ମଲ୍ ଓ ମଲ୍ଟିପ୍ଲେକ୍ସରେ ହେବ ଫାୟାର ସେଫଟି ଅଡିଟ୍ । ତଦାରଖ ହେବ ଫାୟାର ସେଫଟି ଲାଇସେନ୍ସ। ଲୋକଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ନିୟମ କଡାକଡି କରାଯାଇଛି ।  ଏନେଇ ଟ୍ବିନସିଟି ମଲ୍, ମଲ୍ଟିପ୍ଲେକ୍ସ ପରିଚାଳକ ଓ ମାଲିକ…

ମାଆକୁ ପେଟ୍ରେଲ ଢ଼ାଳି ଜାଳିଦେଲା ପୁଅ

ଭଦ୍ରକ: ନିଶା ସେବନ କରି ପୁଅର ଉନ୍ମତ୍ତ କାଣ୍ଡ। ନିଶା ଖାଇବାକୁ ଟଙ୍କା ନଦେବାରୁ ଜନ୍ମ କଲା ମାଆକୁ ପେଟ୍ରୋଲ ଢ଼ାଳି ଜାଳିଦେଲା ପୁଅ। ନିଶା ଉଜାଡି ଦେଲା ପରିବାର। ନିଶା ଖାଇବା ପାଇଁ ପାଗଳ ହୋଇ ଜନ୍ମ କଲା ମାଆକୁ…