December 2025

କଣ୍ଟାବାଞ୍ଜି ବିଧାୟକଙ୍କୁ ହତ୍ୟା ଧମକ; ଥାନାରେ ଏତଲା

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ କଣ୍ଟାବାଞ୍ଜି ୧ ନମ୍ବର ୱାର୍ଡର କାଉନସିଲର ବଣ୍ଟି ଖାନ ଦେଲେ ହତ୍ୟା ଧମକ। ଦୁର୍ବ୍ୟବହାର ସହ ମାରିଦେବାକୁ ଧମକ ମିଳିଛି । ଜିଆର୍‌ପି ଥାନାରେ ଅଭିଯୋଗ କଲେ ନିଜେ ବିଧାୟକ ଲକ୍ଷ୍ମଣ ବାଗ। ଅଭିଯୋଗ…

ମହାଶିବରାତ୍ରୀ ପୂର୍ବରୁ ଏକାମ୍ର ପ୍ରକଳ୍ପ କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଭୁବନେଶ୍ବର ଏକାମ୍ର ପ୍ରକଳ୍ପ କାମ ମହାଶିବରାତ୍ରୀ ପୂର୍ବରୁ ସାରିବାକୁ ଯୋଜନା ରହିଛି। ମହାଶିବରାତ୍ରି ପୂର୍ବରୁ ଜରୁରୀକାଳୀନ ଭିତ୍ତିରେ ପାର୍କିଂ ଏବଂ ମନ୍ଦିରର ଚତୁଃପାର୍ଶ୍ଵର ଆଲୋକୀକରଣ କାର୍ଯ୍ୟ, ପାର୍କିଂ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ବିନ୍ଦୁ ସାଗରକୁ ସଫା ସହ ଦେବୀ…

ପୁଟିନଙ୍କ ଗସ୍ତ ପୂର୍ବରୁ ଭାରତ ସହିତ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିକୁ ଋଷର ମଞ୍ଜୁରୀ

ନୂଆଦିଲ୍ଲୀ: ଋଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ନେଇ ଚର୍ଚ୍ଚା ଜୋର ଧରିଛି। ବ୍ଲାଦିମିର ପୁଟିନ୍ ଦୁଇ ଦିବସୀୟ ଯାତ୍ରାରେ ଗୁରୁବାର ଭାରତ ଆସୁଛନ୍ତି। କିନ୍ତୁ ପୁଟିନ ଆସିବା ପୂର୍ବରୁ ଋଷ ସଂସଦ ବା ଡୁମା ଭାରତ ସହ ଗୁରୁତ୍ବପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତିକୁ…

ବିମାନବନ୍ଦରରେ ଫସି ରହିଲେ ୧୦୦୦ରୁ ଅଧିକ ଯାତ୍ରୀ

ହାଇଦ୍ରାବାଦ: ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ଏୟାରଲାଇନ୍ସର ବିମାନ ଚଳାଚଳରେ ଯାନ୍ତ୍ରିକ ତ୍ରୁଟି ପରିଲକ୍ଷିତ ହୋଇଛି। ମୁମ୍ବାଇ, ଅହମ୍ମଦାବାଦ, ବେଙ୍ଗାଲୁରୁ, ଚେନ୍ନାଇ ଏବଂ ଦିଲ୍ଲୀକୁ ଯାଉଥିବା ଅନେକ ବିମାନ ଏହାଦ୍ବାରା ପ୍ରଭାବିତ ହୋଇଛି। ଯାହାଫଳରେ ଗତକାଲି ରାତିରୁ ପ୍ରାୟ…

୧୯ ଅଣ-ୟୁରୋପୀୟ ଦେଶର ପ୍ରବାସ ଆବେଦନ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ଜାତୀୟ ସୁରକ୍ଷା ଏବଂ ଜନସାଧାରଣଙ୍କ ସୁରକ୍ଷା ଉପରେ ଚିନ୍ତା ପ୍ରକାଶ କରି ୧୯ଟି ଅଣ-ୟୁରୋପୀୟ ଦେଶରୁ ପ୍ରବାସୀମାନଙ୍କ ଆବେଦନ ସ୍ଥଗିତ କରିଛନ୍ତି । ଯେଉଁଥିରେ ଗ୍ରୀନ କାର୍ଡ ଏବଂ ଆମେରିକୀୟ ନାଗରିକତା ପ୍ରକ୍ରିୟାକରଣ ଅନ୍ତର୍ଭୁକ୍ତ । ଗତ ଜୁନ୍…

୨୦୨୬ ଏପ୍ରିଲରୁ ୨୦୨୭ ଫେବୃଆରୀ ମଧ୍ୟରେ ୨ଟି ପର୍ଯ୍ୟାୟରେ ହେବ ଜନଗଣନା

ନୂଆଦିଲ୍ଲୀ: ଆସନ୍ତାବର୍ଷ ଏପ୍ରିଲରୁ ୨୦୨୭ ଫେବୃଆରୀ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଦେଶବ୍ୟାପୀ ଜନଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ସୂଚନା ଦେଇଛନ୍ତି। ମଙ୍ଗଳବାର ଲୋକସଭାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲିଖିତ ପ୍ରଶ୍ନର ଉତ୍ତର ଦେଇ…

ଶପଥ ଗ୍ରହଣର ଲେଖା ପଢ଼ିପାରିଲେନି ବିଧାୟିକା

ପାଟନା: ବିହାର ବିଧାନସଭାର ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଥିବା ବେଳେ ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିଛନ୍ତି। ତେବେ ଏହି ପ୍ରସଙ୍ଗରେ ଜେଡିୟୁ ବିଧାୟିକା ବିଭା ଦେବୀଙ୍କୁ ଗୃହରେ ଅପଦସ୍ଥ ହେବାକୁ ପଡିଛି। ବିଭା ଦେବୀଙ୍କ ନାମ ଡକାଯିବାରୁ ସେ…

କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ, ଝରକା ଭାଙ୍ଗି ରୋଗୀଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ

ଗୁଜରାଟ : ଗୁଜରାଟର ଭାବନଗର କାଲ ନାଲା ଅଞ୍ଚଳର ଏକ କମ୍ପ୍ଲେକ୍ସରେ ଆଜି ସକାଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ବେସମେଣ୍ଟରୁ ଆରମ୍ଭ ହୋଇଥିବା ନିଆଁ ଶୀଘ୍ର କୋଠା ସାରା ବ୍ୟାପି ଯାଇଥିଲା । କୋଠାରେ ଅନେକ ହସ୍ପିଟାଲ ରହିଛି ।…

ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ, ସର୍ଚ୍ଚ ଅପରେସନ୍ ଆରମ୍ଭ

ନୂଆଦିଲ୍ଲୀ : ପୁଣି ଦିଲ୍ଲୀର ୨ଟି ୟୁନିଭର୍ସିଟିକୁ ବୋମା ଧମକ ମିଳିଛି । ଦିଲ୍ଲୀର ଏହି ୨ଟି ରାମଜସ କଲେଜ ଏବଂ ଦେଶ ବନ୍ଧୁ କଲେଜକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଯାହା ଇ-ମେଲ୍ ଦ୍ବାରା ମିଳିଥିବା ସୂଚନା ରହିଛି…

ଦିଲ୍ଲୀ MCD ନିର୍ବାଚନ: ୨ଟି ଆସନରେ ହାରିଲା ବିଜେପି

ନୂଆଦିଲ୍ଲୀ : ଦିଲ୍ଲୀ ନଗର ନିଗମ(MCD)ର ୧୨ ଟି ୱାର୍ଡର ଉପନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି । ଯେଉଁଥିରେ ଭାରତୀୟ ଜନତା ପାର୍ଟି(BJP) ୭ଟି ଏବଂ ଆମ୍ ଆଦାନୀ ପାର୍ଟି(AAP) ୩ଟି ସିଟ୍ ହାସଲ କରିବାରେ ସଫଳ ହୋଇଛି । କଂଗ୍ରେସ…