ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା
ନୂଆଦିଲ୍ଲୀ: ଖସୁଛି ଟଙ୍କାର ମୂଲ୍ୟ । ଶକ୍ତିଶାଳୀ ହେଉଛି ଡଲାର । ଆମେରିକା ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ ରେକର୍ଡ଼ ସ୍ତରରେ ହ୍ରାସ । ୯୦ ଟଙ୍କା ପାର କଲା ଗୋଟିଏ ଡଲାର । ଅକ୍ଟୋବରରେ ଟ୍ରେଡ୍ ଡେଫିସିଟ୍ ହେବାରୁ ସ୍ଥିତି…
ନୂଆଦିଲ୍ଲୀ: ଖସୁଛି ଟଙ୍କାର ମୂଲ୍ୟ । ଶକ୍ତିଶାଳୀ ହେଉଛି ଡଲାର । ଆମେରିକା ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ ରେକର୍ଡ଼ ସ୍ତରରେ ହ୍ରାସ । ୯୦ ଟଙ୍କା ପାର କଲା ଗୋଟିଏ ଡଲାର । ଅକ୍ଟୋବରରେ ଟ୍ରେଡ୍ ଡେଫିସିଟ୍ ହେବାରୁ ସ୍ଥିତି…
ମାଲକାନଗିରି: ମାଲକାନଗିରି- ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷା କର୍ମୀଙ୍କ ଗୁଳିରେ ୫ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାରେ ଜଣେ ଯବାନ ସହିଦ ହୋଇଥିବାବେଳେ ଜଣେ…
ଦଶପଲ୍ଲା: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ କ୍ଷତାକ୍ତ ଅବସ୍ଥାରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ନିକଟରେ ଏକ ହ୍ୟାଣ୍ଡ ବ୍ୟାଗ୍ ,…
କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୬- ୨୭ ଶିକ୍ଷାବର୍ଷ ନିମନ୍ତେ ହାଇସ୍କୁଲ ସାର୍ଟିଫିକେଟ (ମାଟ୍ରିକ) ପରୀକ୍ଷା ଦେବା ପାଇଁ ଚଳିତ ବର୍ଷ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କ ପଞ୍ଜୀକରଣ ଡିସେମ୍ବର ୩ ତାରିଖରୁ ଆରମ୍ଭ ହେବ।…
ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ସୂଚୀ ଘୋଷଣା । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଡିସେମ୍ବର ୧୫ରୁ ମିଳିବ ଆଡମିଟ କାର୍ଡ । ଜାନୁଆରୀ ୨ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା । ଉଚ୍ଚ ମାଧ୍ୟମିକ…
ସମ୍ବଲପୁର: ସମ୍ବଲପୁରରେ ନାବାଳିକାଙ୍କ ମୃତଦେହ ଉଦ୍ଧାର । ଅଇଁଠାପାଲି ଥାନା ଶାନ୍ତି ନଗରରେ ଡ୍ରେନରୁ ଜଣେ ନାବାଳିକାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପୋଲିସ ମେଡିକାଲକୁ ପଠାଇଛି । ସେପଟେ ପୋଲିସ ଘଟଣାର ତଦନ୍ତ ଆରମ୍ଭ…
ଭୁବନେଶ୍ବର: ୩୧ ତାରିଖ ଯାଏ e-KYC ପ୍ରକ୍ରିୟା । ରାସନକାର୍ଡ e-KYC ଅବଧି ବାବଦରେ ଯୋଗାଣମନ୍ତ୍ରୀଙ୍କ ଲିଖିତ ଉତ୍ତର । ଆସନ୍ତା ୩୧ ତାରିଖ ଯାଏ ଜାରିରହିବ e-KYC ପ୍ରକ୍ରିୟା । e-KYC ପ୍ରକ୍ରିୟାରେ ୬ ଲକ୍ଷ ୮୩ ହଜାର ମୃତ ବ୍ୟକ୍ତି…
ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ଇଣ୍ଡିଗୋ ଫ୍ଲାଇଟ ବିଳମ୍ବ ନେଇ ଉତ୍ତେଜନା । ୭୦୦ରୁ ଅଧିକ ଯାତ୍ରୀଙ୍କ ଅସନ୍ତୋଷ ଦେଖିବାକୁ ମିଳିଛି । ଗତକାଲି ରାତି ୯ଟାରୁ ୧୧ ଟା ଭିତରେ ଇଣ୍ଡିଗୋ ବିମାନଟି ଭୁବନେଶ୍ୱରରୁ ବାଙ୍ଗାଲୋର, ଦିଲ୍ଲୀ ଓ ମୁମ୍ବାଇ…
ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ପୋଲିସ ପକ୍ଷରୁ ଏସପିଙ୍କ ନିର୍ଦେଶ କ୍ରମେ ବାସୁଦେବପୁରରେ ବାଙ୍ଗଲାଦେଶୀ ଯାଞ୍ଚ ପକ୍ରିୟା ଆରମ୍ଭ କରିଛନ୍ତି । ଗତକାଲି ବିଳମ୍ବିତ ରାତିରେ ଭଦ୍ରକ sp ମନୋଜ କୁମାର ରାଉତ, Sdpo ବିଚିତ୍ରାନନ୍ଦ ସେଠି, ବାସୁଦେବପୁର iic ଲୋପାମୁଦ୍ରା…
ରାଜନଗର : ଭିତରକନିକାରେ ଲାଗିଲାଣି ବିଦେଶାଗତ ପକ୍ଷୀଙ୍କ ଭିଡ଼ । ଶୀତ ଆରମ୍ଭ ହେବା ପରେ ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ କୋଳାହଳ ଶୁଣିବାକୁ ମିଳିଲାଣି । ରଙ୍ଗବେରଙ୍ଗର ପକ୍ଷୀଙ୍କ ରାବରେ ଫାଟି ପଡୁଛି ପରିବେଶ । ଜଳକ୍ରୀଡ଼ା କରିବା ସହିତ ଖାଦ୍ୟ ସଂଗ୍ରହ…