୫ରେ ଅଫଲାଇନ ଟିକେଟ ବିକ୍ରି, ସୁରକ୍ଷା ଦୃଷ୍ଟିରୁ ୪ତାରିଖରୁ ବାରବାଟୀରେ ହେବ ପୋଲିସ ଫୋର୍ସ ମୁତୟନ

କଟକ : କଟକ ବାରବାଟୀରେ ନାଲିମାଟି ପିଚରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ । ୯ ତାରିଖରେ ମହାମୁକାବିଲା ପାଇଁ ବାରବାଟୀ ଷ୍ଟାଡିୟମରେ ଚାଲିଛି ଶେଷ ପ୍ରସ୍ତୁତି । ହାଇଭୋଲଟେଜ ମ୍ୟାଚରେ ହେବ ଚଉକା, ଛକା ବର୍ଷା । ଅନଲାଇନ୍…

ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଫାଇରିଂ ଧମକ ଦେଇ ଅଡୁଆରେ ପ୍ରଦୀପ ମାଝୀ: ଥାନାରେ ଏତଲା

ନବରଙ୍ଗପୁର: ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ଏତଲା । ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ନବରଙ୍ଗପୁର ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ମାମଲା ଦାୟର କରିଛନ୍ତି ନବରଙ୍ଗପୁର ଜିଲ୍ଲା ମଙ୍ଗଳ…

ବନକଲାଗି ନୀତି ଲାଗି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି…

ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାର ବିକାଶରେ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ (DMF)…

ଇମ୍ରାନ ସୁସ୍ଥ ଓ ସୁରକ୍ଷିତ ଥିବା କହିଲେ ଭଉଣୀ ଉଜମା

ନୂଆଦିଲ୍ଲୀ : ଆଜି ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲରେ ଭେଟିବା ପାଇଁ ଯାଇଛନ୍ତି ଇମ୍ରାନଙ୍କ ଭଉଣୀ ଉଜମା । ଜେଲରେ ଇମ୍ରାନଙ୍କୁ ଭେଟିବା ପରେ ସେ ସୁସ୍ଥ ଥିବା ଭଉଣୀ ସୂଚନା ଦେଇଛନ୍ତି। କିଛି ଦିନ ତଳେ ଜେଲ…

ଶ୍ରୀଲଙ୍କାକୁ ରିଲିଫ ପଠାଇବା ଲାଗି ପାକିସ୍ତାନ ପାଇଁ ଆକାଶମାର୍ଗ ଖୋଲିଲା ଭାରତ

ନୂଆଦିଲ୍ଲୀ: ପାକିସ୍ତାନ ପାଇଁ ଆକାଶମାର୍ଗ ଖୋଲିଲା ଭାରତ। ଅପରେସନ ସିନ୍ଦୂର ସମୟରେ ଭାରତ ଆକାଶମାର୍ଗକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ କରିଦେଇଥିଲା। ହେଲେ ବାତ୍ୟା ଦ୍ବାରା କ୍ଷତିଗ୍ରସ୍ତ ଶ୍ରୀଲଙ୍କାକୁ ରିଲିଫ ପଠାଇବା ଲାଗି ଆକାଶମାର୍ଗ ଅନୁମତି ପ୍ରଦାନ ପାଇଁ ପାକିସ୍ତାନ ଅନୁରୋଧ କରିଥିଲା। ମାନବତା…

ଭାରତ ଆସିବେ ପୁଟିନ୍, ସୁରକ୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ହାଇଆଲର୍ଟ

ନୂଆଦିଲ୍ଲୀ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପୁଟିନଙ୍କ ଗସ୍ତ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଭାରତ ଏବଂ ରୁଷ ଉଭୟର ଏଜେନ୍ସି ଏହି ସ୍ତରକୁ…

ଖୋଲିଲା ଭାରତର ସବୁଠାରୁ ଲମ୍ବା ଗ୍ଲାସ୍ ସ୍କାଇୱାକ୍

ବିଶାଖାପଟନମ୍ : ଆନ୍ଧ୍ରପ୍ରଦେଶ ବିଶାଖାପାଟନମରେ ନିର୍ମାଣ ହୋଇଛି ବହୁ ପ୍ରତିକ୍ଷୀତ ଗ୍ଲାସ୍ ବ୍ରିଜ । ଡିସେମ୍ବର ୧ ତାରିଖରେ ଟିଡିପି ସାଂସଦ ଭରତ କୈଳାଶଗିରିରେ ନିର୍ମାଣ ହୋଇଥିବା ସ୍କାଇ ୱାକ୍ ବ୍ରିଜକୁ ଉଦ୍ଘାଟନ କରିଛନ୍ତି । ସମୁଦ୍ର ପତ୍ତନଠୁ ୧୦୦୦ ଫୁଟ…

ଯାନ୍ତ୍ରିକ ତ୍ରୁଟି ପାଇଁ ସବୱେରେ ଫସିଲା ଚେନ୍ନାଇ ମେଟ୍ରୋ ଟ୍ରେନ୍

ଚେନ୍ନାଇ :  ଆଜି ସକାଳେ ଚେନ୍ନାଇ ମେଟ୍ରୋ  ଯାନ୍ତ୍ରିକ ତ୍ରୁଟିର ସମ୍ମୁଖୀନ ହୋଇଥିଲା । ଯାହା ୱିମକୋ ନଗର ଡିପୋ ଏବଂ ଚେନ୍ନାଇ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଚାଲେ । ସେଣ୍ଟ୍ରାଲ ମେଟ୍ରୋ ଏବଂ ହାଇକୋର୍ଟ ଷ୍ଟେସନ ମଧ୍ୟରେ ମେଟ୍ରୋଟି ଫସିଯାଇଥିଲା । ଯାହାଫଳରେ…

ଶ୍ରୀଲଙ୍କାକୁ ଏକ୍ସପାୟାର ରିଲିଫ ସାମଗ୍ରୀ ପଠାଇଲା ପାକିସ୍ତାନ

ଶ୍ରୀଲଙ୍କା: ବନ୍ୟା ତଥା ଘୂର୍ଣ୍ଣିଝଡ଼ ଡିଟୱା ଦ୍ବାରା ପ୍ରଭାବିତ ହୋଇ ଶ୍ରୀଲଙ୍କା ଏବେ ସଙ୍କଟରେ ଗତି କରୁଛି । ଏଭଳି ସ୍ଥଳେ ପାକିସ୍ତାନ ଶ୍ରୀଲଙ୍କାକୁ ପଠାଇଥିବା ରିଲିଫ ସାମଗ୍ରୀକୁ ନେଇ ନୂଆ ବିବାଦ ଦେଖାଦେଇଛି । ପାକିସ୍ତାନ ପଠାଇଥିବା ରିଲିଫ୍ ସାମଗ୍ରୀ ସବୁ…