ଏଣିକି ସେବାତୀର୍ଥ ନାମରେ ଜଣାଯିବ PMO
ନୂଆଦିଲ୍ଲୀ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ନାମ । ଏବେ ଏହାକୁ ସେବାତୀର୍ଥ ନାମରେ ଜଣାଯିବ । ଏହାର ଉଦ୍ଦେଶ୍ୟ ଶାସନରେ ସେବାର ଭାବନକୁ ବଢାଇବା । ଏହି ପରିବର୍ତ୍ତନ କେବଳ ଗୋଟିଏ ନୁହେଁ, ଦେଶର ଅନେକ ସରକାରୀ ଭବନ ଏବଂ ରାସ୍ତାର…
ନୂଆଦିଲ୍ଲୀ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ନାମ । ଏବେ ଏହାକୁ ସେବାତୀର୍ଥ ନାମରେ ଜଣାଯିବ । ଏହାର ଉଦ୍ଦେଶ୍ୟ ଶାସନରେ ସେବାର ଭାବନକୁ ବଢାଇବା । ଏହି ପରିବର୍ତ୍ତନ କେବଳ ଗୋଟିଏ ନୁହେଁ, ଦେଶର ଅନେକ ସରକାରୀ ଭବନ ଏବଂ ରାସ୍ତାର…
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ସଂଗ୍ରାହଳୟ ନିର୍ମାଣ ପାଇଁ ନିଷ୍ପତ୍ତି ନେଇଛନ୍ତି । ଯାହାର ନିଷ୍ପତ୍ତି କ୍ୟାବିନେଟ୍ ବୈଠକରେ ନିଆଯାଇଥିଲା । ମନ୍ଦିର ସଂଗ୍ରାହଳୟ ୫୨ ଏକର ଜାଗାରେ ନିର୍ମାଣ କରାଯିବ । ଏହା…
ଭୁବନେଶ୍ୱର: କଟକରେ ଭଙ୍ଗା ହେବ ବିପଦସଙ୍କୁଳ କୋଠା। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ । କୋଠାଗୁଡିକୁ ଚିହ୍ନଟ…
ଭୁବନେଶ୍ୱର: ଭଦ୍ରକରେ ବିଜେଡିକୁ ଲାଗିଛି ଝଟ୍କା । ୪ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା ପରେ ଦୋହଲିଯାଇଛି ବିଜେଡି ଗଡ଼। ଭଦ୍ରକରେ ଦଳକୁ ସଙ୍ଗଠିତ କରି ରଖିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କୁ ଗୁରୁଦାୟିତ୍ୱ ଦେଇଛନ୍ତି। ଭଦ୍ରକରେ…
ଭୁବନେଶ୍ବର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲାରେ ଚଢ଼ଉ କରାଯାଇଛି। ରାଜ୍ୟରେ ପନିପରିବା ଦରବୃଦ୍ଧି ନିୟନ୍ତ୍ରଣ କରିବା ଏବଂ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ପାଇଁ ଯାଞ୍ଚ କଡ଼ାକଡ଼ି କରାଯାଇଛି। ରାଜ୍ୟରେ ଗତ କିଛିଦିନ…
ଭୁବନେଶ୍ୱର : ଆନ୍ଦୋଳନକୁ ଓହ୍ଲାଇବେ ବ୍ଲକଗ୍ରାଣ୍ଟ ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀ ସଂଘ I ରାଜଧାନୀରେ ଅହୋରାତ୍ର ଧାରଣାରେ ବସିବାକୁ ନେଇ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ ଶିକ୍ଷକ । ସାରା ରାଜ୍ୟରେ ୨୫୫୭ଟି ହାଇସ୍କୁଲରେ ପାଖାପାଖି ୨୫ ହଜାର ବ୍ଲକ…
କଟକ : ବାରବାଟିରେ BCCI ର ଚିଫ ପିଚ୍ କ୍ୟୁରେଟର୍ ଆଶିଷ ଭୌମିକ । ପିଚ୍ ଅନୁଧ୍ୟାନ କରିବା ସହିତ ପଡ଼ିଆ ବୁଲି ଦେଖିଛନ୍ତି। ରେଡ ସଏଲ୍ ନା ବ୍ଲାକ ସଏଲ୍ ପିଚ୍ ରେ ହେବ ସେନେଇ ଅନୁଧ୍ୟାନ କରିଛନ୍ତି। ଏପଟେ ଭାରତ-ଦକ୍ଷିଣ…
ଭୁବନେଶ୍ବର: ଡିଭାଇଡରରେ ପିଟିହେଲା ବାଇକ । ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ। ଅନ୍ୟ ଜଣେ ଗୁରୁତର । ଭୁବନେଶ୍ବର ଶ୍ରୀଦେବୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ପ୍ରୀତିରଞ୍ଜନ ଜେନା ଓ ଶୁଭମ ନାୟକ । ଉଭୟଙ୍କ ଘର ବଡଗଡ…
ବାରଙ୍ଗ: ନନ୍ଦନକାନନରେ ଦୌଡ଼ିବ ଚିତା । ଆଫ୍ରିକାରୁ ଓଡ଼ିଶାକୁ ପ୍ରଥମ ଥର ପାଇଁ ଆସିବ ଚିତା ବାଘ । ନନ୍ଦନକାନନର ଖୁଆଡ଼ ମଧ୍ୟରେ ପର୍ଯ୍ୟଟକମାନେ ଚିତା ଦେଖିବାର ସୁଯୋଗ ପାଇବେ । ନନ୍ଦନକାନନକୁ ଚିତା ଆସିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚିତା…
ନୂଆପଡା: ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ସର୍ଗୀମୁଣ୍ଡା ଗାଁରେ କଲରାପତରିଆ ବାଘ ଆତଙ୍କ । ଗତ ରାତିରେ ସର୍ଗିମୁଣ୍ଡା ଗାଁର ବେଦବର ମାଝୀଙ୍କ ଗୁହାଳରେ କଲରାପତରିଆ ବାଘ ପଶି ୧୫ଟି ମେଣ୍ଢାକୁ ଟାଣି ନେଇ ମାରି ଖାଇଥିବା ଅଭିଯୋଗ ହୋଇଛି । ଖବରପାଇ…