ଯୁବକଙ୍କୁ ଦଳିଦେଲା ହାତୀ
ବାଶଂପାଳ: ହାତୀ ଆକ୍ରମଣରେ ଯୁବକ ମୃତ । ଧାନ ଫସଲ ସୁରକ୍ଷା ପାଇଁ ହାତୀ ହାବୁଡ଼ାରେ ଗଲା ଯୁବକଙ୍କ ପ୍ରାଣ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ସଲେଇକେନା ପଞ୍ଚାୟତ ରୁଗୁଡିହି ଗ୍ରାମର ଘଟଣା । ମୃତକ ହେଲେ ଗ୍ରାମର ଚକ୍ରଧର ମହାରଣା…
ବାଶଂପାଳ: ହାତୀ ଆକ୍ରମଣରେ ଯୁବକ ମୃତ । ଧାନ ଫସଲ ସୁରକ୍ଷା ପାଇଁ ହାତୀ ହାବୁଡ଼ାରେ ଗଲା ଯୁବକଙ୍କ ପ୍ରାଣ । କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ସଲେଇକେନା ପଞ୍ଚାୟତ ରୁଗୁଡିହି ଗ୍ରାମର ଘଟଣା । ମୃତକ ହେଲେ ଗ୍ରାମର ଚକ୍ରଧର ମହାରଣା…
ଭୁବନେଶ୍ବର: କୋରାପୁଟ ଜିଲ୍ଲାର ଲଙ୍କାପୁଟ ପ୍ରାଥମିକ ବିଦ୍ୟାଳୟର ୨୦ ଜଣ ହଷ୍ଟେଲ ଅନ୍ତେବାସୀ ସୋମବାର ସକାଳେ ନିଖୋଜ ହେବା ପରେ ଆତଙ୍କ ଖେଳିଯାଇଥିଲା। ସ୍କୁଲ ପରିସର ଏବଂ ହଷ୍ଟେଲରେ ସମ୍ପୂର୍ଣ୍ଣ ଖୋଜାଖୋଜି କରିବା ପରେ କୌଣସି ଫଳାଫଳ ମିଳିନଥିଲା। ଯାହା ଫଳରେ…
ଭୁବନେଶ୍ବର: ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଧାନସଭାରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ସେ କହିଛନ୍ତି ଯେ, ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା। ଏବେ ନଳ ଆଉ…
କୋରାପୁଟ: ପିଏମଶ୍ରୀ ବିଦ୍ୟାଳୟର ୪୧ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ। କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକର ଶିରିବେଡା ପିଏମଶ୍ରୀ ବିଦ୍ୟାଳୟ ହଷ୍ଟେଲର ୪୧ ଜଣ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ ହୋଇଥିଲେ। ଏହି ଘଟଣାରେ ୩୫ ଜଣ ବୈପାରିଗୁଡା ମେଡ଼ିକାଲରେ ଭର୍ତ୍ତି…
ଭୁବନେଶ୍ବର:ଆଜି ରାଜ୍ୟରେ ଧାନ କିଣା ନେଇ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସହ ରାଜ୍ୟ ଓ ଜିଲ୍ଲା ରାଇସ ମିଲର୍ସ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ହୋଇଛି…
କୋଣାର୍କ: ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଉଦ୍ଘାଟିତ ହୋଇଯାଇଛି ପାଞ୍ଚ ଦିନିଆ ୩୬ ତମ କୋଣାର୍କ ଉତ୍ସବ ୨୦୨୫ ଏବଂ ୧୫ ତମ…
ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ଅନ୍ତର୍ଗତ ନୋକୁଣ୍ଡି ଅଞ୍ଚଳରେ ଥିବା ଫ୍ରଣ୍ଟିଅର କର୍ପସ(ଏଫସି) ମୁଖ୍ୟାଳୟରେ ସୋମବାର ଆତ୍ମଘାତୀ ବିସ୍ଫୋରଣ ଯୋଗୁ ୬ ସୈନିକ ନିହତ ହୋଇଥିବା ସୂଚନା ମିଳିଛି। ବେଲୁଚିସ୍ତାନ ଲିବରେସନ ଫ୍ରଣ୍ଟର ସାଦଓ ଅପରେସନାଲ ବାଟାଲିଅନ ଦ୍ବାରା କରାଯାଇଥିବା ଏହି ଆକ୍ରମଣ…
ନୂଆଦିଲ୍ଲୀ: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରଦାନ କରିଛି ଇଡି । ପିନାରାଇଙ୍କ ସହ ପୂର୍ବତନ ଅର୍ଥମନ୍ତ୍ରୀ ଥୋମାସ ଆଇଜାକ୍ ଏବଂ କେଆଇଆଇଏଫବି ସିଇଓ କେଏମ୍ ଆବ୍ରାହାମଙ୍କୁ ମଧ୍ୟ ନୋଟିସ ମିଳିଛି । କେରଳ ଭିତ୍ତିଭୂମି ନିବେଶ…
ନୂଆଦିଲ୍ଲୀ: ନୂଆଦିଲ୍ଲୀ ଲାଲକିଲ୍ଲା ନିକଟରେ କାର ବିସ୍ଫୋରଣ ଘଟଣାରେ, ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ଆଜି କାଶ୍ମୀରର ପୁଲୱାମା, ଶୋପିଆନ ଏବଂ କୁଲଗାମ ଜିଲ୍ଲାର ଆଠଟି ସ୍ଥାନରେ ଚଢାଉ କରିଛି । ତଦନ୍ତ ଅଧିକାରୀମାନେ କହିଛନ୍ତି ଯେ ଏନଆଇଏ ରେ ସାମିଲ…
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ ରୋଡୱେଜ୍ ବସ୍ ପଛରୁ ଏକ ଟେମ୍ପୋ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି…