୩ ଶାବକ ଜନ୍ମ ଦେଲା ବାଘୁଣୀ ଜୟଶ୍ରୀ: ୨ ମୃତ, ଗୋଟିଏ ଜୀବିତ

ବରାଙ୍ଗ:ମା ହେଲା ବାଘୁଣୀ ‘ଜୟଶ୍ରୀ’। ନନ୍ଦନକାନନକୁ ନୂଆବର୍ଷ ଭେଟି। ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘୁଣୀ ଜୟଶ୍ରୀ ଗତକାଲି ୩ ଟି ଶାବକ ଜନ୍ମ ଦେଇଛି । ୨ଟି ଶାବକର ମୃତ୍ୟୁ ଘଟିଥିବାବେଳେ ଜଣେ ଶାବକ ଜୀବିତ ଥିଲା। ହେଲେ ତାକୁ ମାଆ ଗ୍ରହଣ…

ଧଉଳି ପରିଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର : ଧଉଳି ବୁଲି ଦେଖିଲେ ମୁଖ୍ୟ ନିର୍ବାଚନ କମିଶନର ।  ଏହାପୂର୍ବରୁ ପୁରୀ ଜିଲ୍ଲାର ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର  l  ରଘୁରାଜପୁରରେ ପହଞ୍ଚିବା ପରେ ତାଙ୍କୁ ଗ୍ରାମବାସୀ ଓ ପ୍ରଶାସନ ତରଫରୁ…

ନୂଆବର୍ଷ ପାଇଁ କେନ୍ଦ୍ରାଞ୍ଚଳ ୭ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ୧୫୦ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ୱର  : କେନ୍ଦ୍ରାଞ୍ଚଳ ୭ ଜିଲ୍ଲାରେ ନୂଆବର୍ଷ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା । ନୂଆବର୍ଷ ପାଇଁ ମୁତୟନ ହେବେ ୧୫୦ ପ୍ଲାଟୁନ ପୋଲିସ ଫୋର୍ସ। ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁରରେ ମୁତୟନ ହେବେ ଫୋର୍ସ ।…

ମଝି ଦରିଆରେ ଫସିଲା ଲଞ୍ଚ, ଅଳ୍ପକେ ବର୍ତ୍ତିଲେ ୨୩ ପର୍ଯ୍ୟଟକ

ଜଳେଶ୍ୱର :  ମଝି ଦରିଆରେ ଫସିଲା ଲଞ୍ଚ । ଇଞ୍ଜିନ ଖରାପ ହେବାରୁ ମଝି ସମୁଦ୍ରରେ ଫସିଲେ ପର୍ଯ୍ୟଟକ । ପୋଲିସର ସହାୟତା ଯୋଗୁଁ ବଡ଼ ଅଘଟଣରୁ ବର୍ତ୍ତିଗଲେ ୨୩ ପର୍ଯ୍ୟଟକ । ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥ ଧାମ ଦର୍ଶନକୁ ଯାଉଥିବା ବେଳେ ଲଞ୍ଚର…

ସୁନାବେଡ଼ା-ଦାତୁନାମା ମୁଖ୍ୟରାସ୍ତାରେ ବୁଲୁଛି କଲରାପତରିଆ ବାଘ, ଲୋକେ ଭୟଭୀତ

ନୂଆପଡ଼ା: ବୁଲୁଛି ବାଘ ।  ଭୟଭୀତ ଗ୍ରାମବାସୀ ।  ନୂଆପଡ଼ା ଅଭୟାରଣ୍ୟ ସୁନାବେଡ଼ା-ଦାତୁନାମା ମୁଖ୍ୟରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା ଭିଡ଼ିଓ ଭାଇରାଲ ହେଉଛି ।  ବାଘକୁ ଦେଖି ଭୟଭୀତ ଗ୍ରାମବାସୀ ।  ଗତକାଲି ଛତିଶଗଡ଼ ରାଜ୍ୟ ଗରିଆବନ୍ଦ ଜିଲ୍ଲା ମେନପୁର ଥାନା…

ବଙ୍ଗାଳୀ ଶ୍ରମିକ ହତ୍ୟା ପ୍ରସଙ୍ଗରେ ମମତାଙ୍କ ଅଭିଯୋଗ ଭିତ୍ତିହୀନ: ମନମୋହନ

ଭୁବନେଶ୍ବର: ସମ୍ବଲପୁରରେ ବଙ୍ଗାଳୀ ଶ୍ରମିକଙ୍କୁ ପିଟିପିଟି ମାରିଦେବା ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପି ଶାସିତ ରାଜ୍ୟକୁ ଟାର୍ଗେଟ କରିଛନ୍ତି । ଯାହାର ଜବାବ ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ଯେ, ଓଡ଼ିଶାରେ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଗାଳିଦେଇ ବନ୍ଧା ହେଲେ ଯୁବକ

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀଙ୍କୁ ଗାଳିଦେବା ପଡିଲା ମହଙ୍ଗା । ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ । ଗିରଫ ଅଭିଯୁକ୍ତ ହେଲା କେନ୍ଦୁଝର ସଦର ଓଲ୍ଡଟାଉନ ଅଞ୍ଚଳର ସାଫିୱାଲ୍ଲା ଖାନ୍ । ସେ ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଗାଳି…

କାଠ ମାଫିଆଙ୍କ ଆକ୍ରମଣରେ ଫରେଷ୍ଟଗାର୍ଡ ଆହତ

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ବେଇଆନ କାଠ ମାଫିଆଙ୍କ ଦୌରାତ୍ମ୍ୟ । କାଠ ଚୋରା ଚାଲାଣ ବେଳେ ଧରିଲା ବନବିଭାଗ । ବନ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି କାଠ ମାଫିଆମାନେ । କାଠ ମାଫିଆଙ୍କ ଆକ୍ରମଣରେ ବନ କର୍ମଚାରୀଙ୍କ…

ହାଇଦ୍ରାବାଦ ଥିଏଟର ଦଳାଚକଟା ମାମଲା: ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଜଣଙ୍କ ବିରୋଧରେ ଚାର୍ଜସିଟ୍‌

ହାଇଦ୍ରାବାଦ: ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ଦଳାଚକଟା ମାମଲାରେ ପୁଲିସ ଶନିବାର ଚାର୍ଜଶିଟ୍‌ ଦାଖଲ କରିଛି। କୋର୍ଟରେ ଦାଖଲ ହୋଇଥିବା ୧୦୦ ପୃଷ୍ଠାର ଚାର୍ଜଶିଟ୍‌ରେ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାମ ରହିଛି। ମାମଲାର ୧୧ ନମ୍ବର ଅଭିଯୁକ୍ତ ହେଉଛନ୍ତି…

ମନରେଗା ଆଇନ ଉଚ୍ଛେଦକୁ ବିରୋଧ, ସାରା ଦେଶରେ ବିକ୍ଷୋଭ କରିବ କଂଗ୍ରେସ

ନୂଆଦିଲ୍ଲୀ: ମନରେଗା ଆଇନ ଉଚ୍ଛେଦକୁ ବିରୋଧ କରିବ କଂଗ୍ରେସ । ଏନେଇ ସାରା ଦେଶରେ ବିକ୍ଷୋଭ କରିବ ଜାତୀୟ କଂଗ୍ରେସ । ସଡ଼କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିକ୍ଷୋଭ କରାଯିବ । ଆଜି ଦିଲ୍ଲୀରେ ବସିଥିବା କାର୍ଯ୍ୟକାରିଣୀ କମିଟି…