କାଲି ରାତି ୮ଟା ସୁଦ୍ଧା ଯାତ୍ରୀଙ୍କୁ ଟଙ୍କା ଫେରସ୍ତ କରିବାକୁ ଇଣ୍ଡିଗୋକୁ ସରକାରଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ : କାଲି ସୁଦ୍ଧା ଟଙ୍କା ଫେରସ୍ତ ପାଇଁ ଇଣ୍ଡିଗୋକୁ ନିର୍ଦ୍ଦେଶ । ଯାତ୍ରୀମାନଙ୍କର ସମସ୍ତ ବକେୟା ଟଙ୍କା ତୁରନ୍ତ ଫେରସ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ । ଗତକାଲି ଅର୍ଥାତ୍ ଡିସେମ୍ବର ୭ ରାତି ୮ଟା ସୁଦ୍ଧା…
