ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାରେ ଚାର୍ଜସିଟ୍ ଦାଖଲ କଲା ଏନଆଇଏ
ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ସୋମବାର ଚାର୍ଜସିଟ୍ ଦାଖଲ କରିଛି। ଜମ୍ମୁର ଏକ ସ୍ୱତନ୍ତ୍ର ଏନଆଇଏ କୋର୍ଟରେ ଏହି ଚାର୍ଜସିଟ୍ ଦାଖଲ କରାଯାଇଛି। ଏଥିରେ ଲସ୍କର-ଏ-ତୈବା ଆତଙ୍କବାଦୀ ସାଜିଦ ଜଟ୍ଟଙ୍କୁ ଆକ୍ରମଣର ମାଷ୍ଟରମାଇଣ୍ଡ ବୋଲି ନାମ…
