December 16, 2025

ମନରେଗା ନାମ ପରିବର୍ତ୍ତନକୁ ନେଇ ସଂସଦରେ ହଟ୍ଟଗୋଳ

ନୂଆଦିଲ୍ଲୀ: ସଂସଦରେ ମନରେଗା ଯୋଜନାର ନାମ ପରିବର୍ତ୍ତନ କରି “ଜି-ରାମ-ଜି” ଯୋଜନା ନାମିତ ପ୍ରସ୍ତାବ ପରେ ପ୍ରବଳ ହଙ୍ଗାମା । ପ୍ରିୟଙ୍କା ଗାନ୍ଧୀ ଓ ଶଶୀ ତରୁରଙ୍କ ନେତୃତ୍ଵରେ ଗାନ୍ଧୀ ମୂର୍ତ୍ତି ତଳେ ବିରୋଧୀ ସାଂସଦଙ୍କ ପ୍ରତିବାଦ । ଆଜି ଲୋକସଭାରେ…

ନ୍ୟାସନାଲ ହେରାଲ୍ଡ ମାମଲା: ସୋନିଆ ଓ ରାହୁଲଙ୍କୁ ବଡ ଆଶ୍ଵସ୍ତି

ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଏବଂ ରାହୁଲ ଗାନ୍ଧୀଙ୍କୁ ବଡ ଆଶ୍ଵସ୍ତି ମିଳିଛି। ମନି ଲଣ୍ଡ୍ରିଂ ନେଇ ଦିଲ୍ଲୀ କୋର୍ଟ ଇଡି ଚାର୍ଜସିଟ୍‌କୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଇଡି ଚାର୍ଜ ସିଟ୍ ଉପରେ ବିଚାର କରିବାକୁ କୋର୍ଟ ମନା କରିଛନ୍ତି।…

ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ବିଭ୍ରାଟ, ଇସ୍ତଫା ଦେଲେ ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ

କୋଲକତା : ପଶ୍ଚିମବଙ୍ଗ ଖେଳମନ୍ତ୍ରୀ ଅରୁପ ବିଶ୍ବାସ ଇସ୍ତଫା ଦେଇଛନ୍ତି । ଲୋକପ୍ରିୟ ପୁଟବଲ ଖେଳାଳି ଲିଓନେଲ ମେସିଙ୍କ କାର୍ଯ୍ୟକ୍ରମରେ ହୋଇଥିବା ବିଭ୍ରାଟ ନେଇ ଖେଳମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିଜର ଇସ୍ତଫାପତ୍ର ଦେଇଛନ୍ତି । ଟିଏମସିର ପ୍ରବକ୍ତା କୃ ଣାଲ…

ଚୀନ୍ ଓ ମେକ୍ସିକୋରୁ ଆମେରିକାକୁ ଆସୁଥିବା ଡ୍ରଗ୍ସ ଉପରେ ରଖାଯିବ କଡ଼ା ନଜର: ଟ୍ରମ୍ପ

ଆମେରିକା : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ନିଷ୍ପତ୍ତି । ‘ଫେଣ୍ଟାନିଲ୍’ ନାମକ ମାରାତ୍ମକ ଡ୍ରଗ୍ସକୁ ‘ଗଣ ବିନାଶକ ଅସ୍ତ୍ର’ ବା ୱେପନ୍ ଅଫ୍ ମାସ୍ ଡେଷ୍ଟ୍ରକସନ୍ ଭାବେ ଘୋଷଣା କରିଛନ୍ତି । ଟ୍ରମ୍ପ କହିଛନ୍ତି ଫେଣ୍ଟାନିଲ୍ କେବଳ ଏକ…

ବସ୍-ଟ୍ରକ୍ ମୁହାଁମୁହିଁ ; ୪ମୃତ, ୧୧ ଆହତ

ଉତ୍ତରପ୍ରଦେଶ : ପୁଣି ଉତ୍ତରପ୍ରଦେଶ ବସ୍ତିର ନ୍ୟାସନାଲ ହାଇୱେ-୨୮ ରେ ବଡ଼ ଦୁର୍ଘଟଣା ଘଟିଛି । ଏପରି ଘଟଣା ଆଜି ସକାଳୁ ଦେଖିବାକୁ ମିଳିଛି । ଯେଉଁ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଅନ୍ୟ ୧୧ ଜଣ ଗମ୍ଭୀର ଭାବେ…

ପହଲଗାମ ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀକୁ ଧରାଇଲେ ମିଳିବ ୧୦ ଲକ୍ଷ ଟଙ୍କା: NIA

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣର ଖୁଲାସା କରୁଛି ଏନଆଇଏ । ବର୍ତ୍ତମାନ ଏହି ଆକ୍ରମଣର ମୁଖ୍ୟ ଷଡ଼ଯନ୍ତ୍ରକାରୀର ପରିଚୟ ସାମ୍ନାକୁ ଆସିଛି । ଏହାରି ମଧ୍ୟରେ ଆକ୍ରମଣର ମୁଖ୍ୟଷଡ଼ଯନ୍ତ୍ରକାରୀକୁ ଧରାଇଦେବା ପାଇଁ ଏନଆଇଏ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ।…

ଘନ କୁହୁଡ଼ି ଯୋଗୁଁ ଦୁର୍ଘଟଣା ପରେ ଜଳିଗଲା ଗାଡ଼ି; ଚାଲିଗଲା ୪ ଜୀବନ, ୧୦୦ରୁ ଉର୍ଦ୍ଧ୍ବ ଆହତ

ଉତ୍ତରପ୍ରଦେଶ : ଘନ କୁହୁଡ଼ି ଯୋଗୁଁ ଉତ୍ତରପ୍ରଦେଶ ମଥୁରାର ଏକ୍ସପ୍ରେସୱେରେ ୭ଟି ବସ୍ ଏବଂ ୩ ଟି କାର୍ ଧକ୍କା ହୋଇଛି । ଦୁର୍ଘଟଣା ହେବା ପରେ ବସ୍ ଏବଂ କାରଗୁଡିକରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଛି । ଯେଉଁଥିରେ ୪…

ଘନ କୁହୁଡ଼ି : ଦିଲ୍ଲୀରେ ୨୨୮ ବିମାନ ବାତିଲ, ଅନଲାଇନରେ ପାଠ ପଢିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : ସାଂଘାତିକ ସ୍ଥିତିରେ ଦିଲ୍ଲୀ ପ୍ରଦୂଷଣ । ବାୟୁ ଗୁଣବତ୍ତାମାନ ବିପଦଜନକ ସ୍ଥିତିରେ ପହଞ୍ଚିବା ପରେ ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ଅନଲାଇନରେ ହେବ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା । ସ୍ବାସ୍ଥ୍ୟଗତ କାରଣକୁ ଦୃଷ୍ଟିରେ…

ନବବର୍ଷରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ଉଚ୍ଚସ୍ତରୀୟ ବୈଠକ

ପୁରୀ: ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତ ପୁରୀକୁ ଆସିବାର ସମ୍ଭାବନା ରହିଛି। ଭକ୍ତଙ୍କ ସୁରକ୍ଷା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ମନ୍ଦିର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥାର ସୁସମନ୍ୱୟ ଓ ସୁପରିଚାଳନା ଉପରେ ମଙ୍ଗଳବାର…

ଲଘୁ ଖଣିଜ ଚାଲାଣ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଡିଜିପି

ରାଜ୍ୟରେ ଚୋରା ବାଲି, ମୋରମ, ମାଙ୍କଡା ପଥର ମାଫିଆ ତଥା ବେଆଇନ ଗୋ-ଚାଲାଣକାରୀଙ୍କ ବିରୋଧରେ ଓଡିଶା ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ଓ ଗୋ ଚାଲାଣ ଉପରେ ରୋକ…